Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

  • ସମୟର ସଦୁପଯୋଗ କରନ୍ତୁ ଏହିପରି

  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

  • କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏନଆଇଏର ବଡ଼ ପ୍ରହାର:ଦେଶର ୭୦ଟି ସ୍ଥାନରେ ଚଢଉ

ଏନଆଇଏର ବଡ଼ ପ୍ରହାର:ଦେଶର ୭୦ଟି ସ୍ଥାନରେ ଚଢଉ

2023-02-21 06:41:34
15479
Share:
Facebook
Twitter
E-Mail
WhatsApp
Telegram
ଏନଆଇଏର ବଡ଼ ପ୍ରହାର:ଦେଶର ୭୦ଟି ସ୍ଥାନରେ ଚଢଉ

ନୂଆଦିଲ୍ଲୀ: ଆତଙ୍କବାଦୀ ଓ ଗ୍ୟାଙ୍ଗଷ୍ଟରଙ୍କ ଉପରେ ଏନଆଇଏର ବଡ଼ ପ୍ରହାର । ଜାତୀୟ ଯାଞ୍ଚ ଏଜେନ୍ସି ଦେଶର ଭିନ୍ନ ଭିନ୍ନ ସ୍ଥାନରେ ରେଡ୍ କରିଛି । ପଞ୍ଜାବ, ହରିୟାଣା, ରାଜସ୍ଥାନ, ଦିଲ୍ଲୀ, ଚଣ୍ଡିଗଡ଼, ୟୁପି, ଗୁଜରାଟ, ମଧ୍ୟପ୍ରଦେଶ ଆଦି  ଦେଶର ୭୦ଟି ସ୍ଥାନରେ ଛାପାମାରୀ କରିଛି ଏନଆଇଏ ଟିମ୍ ।  ଆତଙ୍କୀ-ଗ୍ୟାଙ୍ଗଷ୍ଟର ଲିଙ୍କକୁ ଭାଙ୍ଗିବାକୁ ୬ମାସ ହେଲା ଜାତୀୟ ଯାଞ୍ଚ ଏଜେନ୍ସି ଉଦ୍ୟମ ଚଳାଇଛି ।

ଗ୍ୟାଙ୍ଗଷ୍ଟର ଗ୍ରୁପ ଦେଶ ବିରୋଧୀ କାମରେ ଲିପ୍ତ ରହୁଥିବା ସୂଚନା ମିଳିବା ପରେ ୬ମାସ ହେଲା କାର୍ୟ୍ୟାନୁଷ୍ଠାନ ଆରମ୍ଭ କରିଛି ଏନଆଇଏ । ଗ୍ୟାଙ୍ଗଷ୍ଟାର ଓ ତାଙ୍କର ଅପରାଧିକ ସିଣ୍ଡିକେଟକୁ ଭାଙ୍ଗି ପାଇଁ ଯାଞ୍ଚ ଏଜେନ୍ସି ମାମଲା ରୁଜୁ କରିଛନ୍ତି ତଦନ୍ତ ଚଳାଇଛି । ଗତ ୩ମାସରେ  ଏନଆଇଏ ଟିମ୍ ଲାରେଂସ ବିଷ୍ଣୋୟୀ ଗ୍ୟାଙ୍ଗର ସଦସ୍ୟ ମାନଙ୍କୁ ପଚରାଉଚରା କରିଥିଲା । ଏହାକୁ ଆଧାର କରି ଟିମ୍ ଆତଙ୍କୀ-ଗ୍ୟାଙ୍ଗଷ୍ଟାର ସିଣ୍ଡିକେଟକୁ ଭାଙ୍ଗିବାକୁ ଛାପାମାରୀ କରୁଛି ।  

ଏହାଛଡ଼ା ପଞ୍ଜାବରେ ସକ୍ରିୟ ଥିବା ବିଭିନ୍ନ ଗ୍ୟାଙ୍ଗ ଉପରେ ଏନଆଇଏ ଟିମ୍ ରେଡ୍ ମାରିଛି । ବେଆଇନ ଅସ୍ତ୍ରଶସ୍ତ୍ର କାରବାର କରୁଥିବା ସୂଚନା ମିଳିବା ପରେ କାର୍ୟ୍ୟାନୁଷ୍ଠାନ ନେଇଛି ଟିମ୍ । ଲାରେଂସ ବିଷ୍ଣୋୟୀ ଗ୍ୟାଙ୍ଗ, କାଲା ଜଠେଡି ଗ୍ୟାଙ୍ଗ, ନିରଜ ବଓ୍ବାନା ଗ୍ୟାଙ୍ଗ ଏଥିରେ ସାମିଲ ଥିବା ଜଣାପଡ଼ିଛି । ଗୁଜରାଟରେ ଗ୍ୟାଙ୍ଗଷ୍ଟର ଲରେଂସ ବିଷ୍ଣୋୟୀର ସାଥି କୁଲବିନ୍ଦରର ଠିକଣା ରେଡ୍ ମାରିଛି ଜାତୀୟ ଯାଞ୍ଚ ଏଜେନ୍ସି । କୁଲବିନ୍ଦରର ଅନ୍ତରାଷ୍ଟ୍ରୀୟ ଡ୍ରଗ୍ସ ସିଣ୍ଡିକେଟ୍ ସହିତ ଜଡ଼ିତ ରହିଥିବା ଜଣାପଡ଼ିଛି ।   

ସୂଚନା ଅନୁଯାୟୀ, ଏନଆଇଏ ଟିମ୍ ଏପର୍ୟ୍ୟନ୍ତ ଆତଙ୍କୀ-ଗ୍ୟାଙ୍ଗଷ୍ଟର ଲିଙ୍କକୁ ନେଇ ୪ଥର ଚଢାଉ କରିଛି । ଦେଶ ବିରୋଧୀ କାର୍ୟ୍ୟକଳାପ, ଅର୍ଥ କାରବାର, ବେଆଇନ ଅସ୍ତ୍ରଶସ୍ତ୍ର କାରବାର ଓ ଡ୍ରଗ୍ସ କାରବାର ଆଦି ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରୁଛି ଟିମ୍ ।

Powered by Froala Editor

Tags NIA RAID IN 70 PLACES

Related articles Odisha News Lens 4.1

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15657
    Jul 12, 2025
  • କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ଦୁର୍ବୃତ୍ତ

    13982
    Jul 11, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ
    ବିଶେଷ

    ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15425
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14418
    Jul 11, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15549
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14561
    Jul 12, 2025
  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15512
    Jul 12, 2025
  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15545
    Jul 12, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    14915
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14561
    Jul 12, 2025
  • ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15549
    Jul 12, 2025
  • ଦେଶ-ଦେଶାନ୍ତର

    କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ଦୁର୍ବୃତ୍ତ

    13982
    Jul 11, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14553
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15425
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14418
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14574
    Jul 10, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    14473
    Jul 08, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15867
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16408
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14055
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15576
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ଦୁର୍ବୃତ୍ତ

    13982
    Jul 11, 2025
  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15545
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14418
    Jul 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In