Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଷ୍ଟେଜ୍‌ରୁ ଓହ୍ଲାଇବା ବେଳେ ସୋନୁ ନିଗମଙ୍କୁ ଧକ୍କା, ଥାନାରେ ମାମଲା ଦାଏର

ଷ୍ଟେଜ୍‌ରୁ ଓହ୍ଲାଇବା ବେଳେ ସୋନୁ ନିଗମଙ୍କୁ ଧକ୍କା, ଥାନାରେ ମାମଲା ଦାଏର

2023-02-21 08:31:34
14512
Share:
Facebook
Twitter
E-Mail
WhatsApp
Telegram
ଷ୍ଟେଜ୍‌ରୁ ଓହ୍ଲାଇବା ବେଳେ ସୋନୁ ନିଗମଙ୍କୁ ଧକ୍କା, ଥାନାରେ ମାମଲା ଦାଏର

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଗାୟକ ସୋନୁ ନିଗମଙ୍କୁ ଆକ୍ରମଣ । ଷ୍ଟେଜ୍‌ରୁ ପରଫମାନ୍ସ ସାରି ଓହ୍ଲାଇବା ବେଳେ ଖାଇଲେ ଧକ୍କା । ପରେ ଥାନାରେ ଯାଇ ମାମଲା ଦାଏର କଲେ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମହାରାଷ୍ଟ୍ରର ଚେମ୍ବୁର ଜିଲ୍ଲାରେ । ସୋନୁ ନିଗମ ସୋମବାର ଏକ କନସର୍ଟରେ ପ୍ରଦର୍ଶନ ସାରି ମଞ୍ଚ ତଳକୁ ଓହ୍ଲାଉଥିବା ବେଳେ ଧକ୍କା ମାରିଥିଲେ କିଛି ଯୁବକ । ତାଙ୍କ ଧକ୍କାରେ ସୋନୁ ନିଗମ ତଳେ ପଡ଼ିଥିବା ବେଳେ ତାଙ୍କର ଜଣେ ବନ୍ଧୁ ଆହତ ହୋଇଥିଲେ । ତୁରନ୍ତ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେ ଏବେ ଚିକିତ୍ସିତ ହେଉଛନ୍ତି ।

ନ୍ୟୁଜ୍‌ ଏଜେନ୍ସି ଏଏନ୍‌ଆଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସୋନୁ ନିଗମ କନସର୍ଟରେ ନିଜର ପ୍ରଦର୍ଶନ ସାରି ତଳକୁ ଓହ୍ଲାଇବା ବେଳେ କିଛି ଲୋକ ତାଙ୍କ ପାଖକୁ ଯାଇ ସେଲ୍‌ଫି ନେବାକୁ ଚେଷ୍ଟା କରିଥିଲେ । ଖାଲି ସେତିକି ନୁହେଁ ତାଙ୍କ ହାତକୁ ବି ଧରିଥିଲେ । ସୋନୁ ଏନେଇ ଆପତ୍ତି ଜଣାଇଥିବା ବେଳେ ତାଙ୍କ ବନ୍ଧୁମାନେ ମଧ୍ୟ ଏହାକୁ ବାରଣ କରିଥିଲେ ।
ତେବେ ଏଥିରେ ଯୁବକମାନେ ଉତ୍‌କ୍ଷିପ୍ତ ହୋଇ ସୋନୁ ଓ ତାଙ୍କ ବନ୍ଧୁଙ୍କ ସହ ପାଟି ତୁଣ୍ଡ କରିଥିଲେ । ଏମିତିକି ତାଙ୍କୁ ଧକ୍କା ମାରିଥିଲେ ଓ ଆକ୍ରମଣ କରିଥିଲେ । ଧକ୍କା ମାରିଥିବା ଯୁବକ ଜଣକ ଉଦ୍ଧବ ଠାକ୍‌ରେ ଶିବସେନା ଗୋଷ୍ଠିର ଜଣେ ବିଧାୟକଙ୍କ ପୁଅ ବୋଲି ଜଣାପଡ଼ିଛି । ତେବେ ଯୁବକଙ୍କ ଆକ୍ରମଣରେ ସୋନୁଙ୍କ ବନ୍ଧୁ ତଳେ ପଡ଼ି ଆହତ ହୋଇଥିଲେ । ତାଙ୍କୁ ତୁରନ୍ତ ସେଠାରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

ପରେ ସୋନୁ ନିଗମ ଥାନାର ଦ୍ୱାରସ୍ଥ ହୋଇଥିଲେ । ଅଭିଯୁକ୍ତଙ୍କ ବିରୋଧରେ ଥାନାରେ ଏତଲା ଦେଇଥିଲେ । ସୋନୁଙ୍କ ଅଭିଯୋଗକୁ ଆଧାର କରି ପୋଲିସ ଏକ ମାମଲା ମଧ୍ୟ ରୁଜୁ କରିଛି । ଅଭିଯୁକ୍ତଙ୍କ ବିରୋଧରେ ଆଇନ୍‌ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି ।ତେବେ ଏହି ଘଟଣାର ଏକ ଭିଡିଓ କ୍ଲିପ୍‌ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏହି ସୋସିଆଲ ମିଡିଆ ଭିଡିଓ କ୍ଲିପ୍‌ ମାଧ୍ୟରେ ପୋଲିସ ଅଭିଯୁକ୍ତଙ୍କୁ ଧରିବ ବୋଲି ଆଶା କରାଯାଉଛି । ଏହାସହ କାର୍ଯ୍ୟକ୍ରମର ଆୟୋଜକଙ୍କୁ ପଚରାଉଚରା ମଧ୍ୟ କରିବ ।

Powered by Froala Editor

Tags Sonu nigam

Related articles Odisha News Lens 4.1

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15572
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13819
    Aug 23, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14149
    Aug 23, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15310
    Aug 22, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15329
    Aug 23, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15693
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15765
    Aug 22, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15440
    Aug 23, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13977
    Aug 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15765
    Aug 22, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14149
    Aug 23, 2026
  • ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13819
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15513
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16044
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13965
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14989
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14760
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14005
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14393
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15765
    Aug 22, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13977
    Aug 23, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15440
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In