Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ...

  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ...

  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

  • SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

  • Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ...

  • ଭାରତ-ଆମେରିକା କୃଷି ସହଯୋଗ ଇଫକୋ ...

  • ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ...

  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

  • ସତର୍କ : ଆସୁଛି ସୁପର-ଏଲନିନୋ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ...

Home ›› ››ଏଆଇଏଡିଏମ୍‌କେର ଅନ୍ତରୀଣ ସାଧାରଣ ସମ୍ପାଦକ ପଲାନିସ୍ବାମୀ

ଏଆଇଏଡିଏମ୍‌କେର ଅନ୍ତରୀଣ ସାଧାରଣ ସମ୍ପାଦକ ପଲାନିସ୍ବାମୀ

2023-02-24 09:33:52
15629
Share:
Facebook
Twitter
E-Mail
WhatsApp
Telegram
ଏଆଇଏଡିଏମ୍‌କେର ଅନ୍ତରୀଣ ସାଧାରଣ ସମ୍ପାଦକ ପଲାନିସ୍ବାମୀ

ନୂଆଦିଲ୍ଲୀ : ଏଆଇଏଡିଏମ୍‌କେର ଅନ୍ତରୀଣ ସାଧାରଣ ସମ୍ପାଦକ ଭାବେ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ ନିଜ ଦାୟିତ୍ବ ନିର୍ବାହ କରିବେ ବୋଲି ଗୁରୁବାର ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଏଆଇଏଡିଏମ୍‌କେର ସାଧାରଣ ସମ୍ପାଦକ ପଦରେ ପଲାନିସ୍ବାମୀଙ୍କ ନିଯୁକ୍ତିକୁ ବିରୋଧ କରି ପନିରସେଲଭମ୍‌ଙ୍କ ତରଫରୁ ହୋଇଥିବା ଆବେଦନର ଶୁଣାଣି କରି ବିଚାରପତି ଦିନେଶ ମହେଶ୍ବରୀ ଓ ବିଚାରପତି ହୃଷିକେଶ ରାୟଙ୍କ ପୀଠ ଏହି ରାୟ ଦେଇଛନ୍ତି। ୨୦୨୨ ଜୁଲାଇରେ ଏଆଇଏଡିଏମ୍‌କେର ସାଧାରଣ ପରିଷଦ ବୈଠକରେ ପଲାନିସ୍ବାମୀଙ୍କୁ ଦଳର ଅନ୍ତରୀଣ ସମ୍ପାଦକ ଭାବେ ମନୋନୀତ କରାଯାଇଥିବା ବେଳେ ପନିରସେଲଭମ୍‌ ଓ ତାଙ୍କ ସହଯୋଗୀଙ୍କୁ ପଦଚ୍ୟୁତ କରାଯାଇଥିଲା।
ଏହାକୁ ବିରୋଧ କରି ପନିରସେଲଭମ୍‌ଙ୍କ ତରପରୁ ହାଇକୋର୍ଟରେ ଏକ ମାମଲା ରୁଜୁ କରାଯାଇଥିଲା। ହାଇକୋର୍ଟରେ ତାଙ୍କ ମାମଲାର ଖାରଜ ହେବା ପରେ ପନିରସେଲଭମ୍‌ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।

Powered by Froala Editor

Tags polaniswami

Related articles Odisha News Lens 4.1

  • SAGO  କ୍ଲବ୍ କୁ ସିଲ୍ କଲା ପ୍ରଶାସନ
    ମନୋରଞ୍ଜନ

    SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

    14261
    Jun 03, 2026
  • Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ...
    ଦେଶ-ଦେଶାନ୍ତର

    Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ...

    14071
    Jun 03, 2026
  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’
    ମନୋରଞ୍ଜନ

    ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

    15621
    Jun 03, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା
    ବିଶେଷ

    ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14507
    Jun 03, 2026
  • ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    14869
    Jun 03, 2026
  • ସତର୍କ : ଆସୁଛି ସୁପର-ଏଲନିନୋ
    ଦେଶ-ଦେଶାନ୍ତର

    ସତର୍କ : ଆସୁଛି ସୁପର-ଏଲନିନୋ

    13686
    Jun 03, 2026
  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ
    ଦେଶ-ଦେଶାନ୍ତର

    ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

    13436
    Jun 03, 2026
  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ
    ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13479
    Jun 03, 2026
  • ଭାରତ-ଆମେରିକା କୃଷି ସହଯୋଗ ଇଫକୋ ଚେୟାରମ୍ୟାନ ଦିଲୀପ ସଂଘାଣୀଙ୍କ ନେତୃତ୍ୱରେ ମୁଖ୍ୟ ...
    ଦେଶ-ଦେଶାନ୍ତର

    ଭାରତ-ଆମେରିକା କୃଷି ସହଯୋଗ ଇଫକୋ ଚେୟାରମ୍ୟାନ ଦିଲୀପ ସଂଘାଣୀଙ୍କ ନେତୃତ୍ୱରେ ମୁଖ୍ୟ ...

    13812
    Jun 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ପାସୱାର୍ଡ

    14071
    Jun 03, 2026
  • ମନୋରଞ୍ଜନ

    SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

    14261
    Jun 03, 2026
  • ଦେଶ-ଦେଶାନ୍ତର

    କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15439
    Jun 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16903
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17521
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17570
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17958
    Sep 06, 2023

ବିଶେଷ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14507
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14559
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15199
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15269
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14875
    May 29, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15447
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15192
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15674
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14014
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15439
    Jun 03, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14507
    Jun 03, 2026
  • SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

    14261
    Jun 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In