Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

ବିଶେଷ
Home ›› ବିଶେଷ ››ଅବସାଦ ଦୂରେଇ ଦିଏ ଟିକିଏ ହସ

ଅବସାଦ ଦୂରେଇ ଦିଏ ଟିକିଏ ହସ

2023-02-25 04:55:04
14377
Share:
Facebook
Twitter
E-Mail
WhatsApp
Telegram
ଅବସାଦ ଦୂରେଇ ଦିଏ ଟିକିଏ ହସ

: ବେଳେବେଳେ ପଦେ ମିଠା କଥାରେ କେତେକ’ଣ ସମସ୍ୟା ସମାଧାନ ହୋଇଯାଏ। ଠିକ୍‌ ସେମିତି ଟିକିଏ ହସରେ ବି ଘରସାରା ଖେଳିଯାଏ ଆନନ୍ଦର ଲହରି। ସେଥିପାଇଁ ତ ଅନେକ ସମୟରେ ଇଚ୍ଛା ନ ଥିଲେ ବି ହସି ହସି ବଞ୍ଚତ୍ବାର କଳାକୁ

ଆପଣାଇଥାନ୍ତି ଗୃହିଣୀମାନେ…

ପରିବାରର ଖୁସି ନିର୍ଭର କରିଥାଏ ମହିଳାଙ୍କ ଉପରେ। ସମସ୍ତଙ୍କ ସହ ସମ୍ପର୍କ ମଧୁର କରିବା ପାଇଁ ହେଲେ ସେମାନଙ୍କୁ ସବୁବେଳେ ଖୁସିରେ ରହିବାକୁ ହେବ। ଏଥିପାଇଁ ତ ଇଚ୍ଛା ଥାଉ କି ନ ଥାଉ କୌଣସି ପରିସ୍ଥିତିରେ ବି ସେମାନେ ନିଜ ମନର ଦୁଃଖକୁ ଚେହେରାରେ ପ୍ରକାଶ କରିବାକୁ ଦିଅନ୍ତି ନାହିଁ। ତେବେ କୌଣସି କାରଣରୁ ମହିଳାମାନେ ଯଦି ନିଜେ ମାନସିକ ଅବସାଦର ଶିକାର ହୋଇଯାଆନ୍ତି ତେବେ କଥା ସରିଲା। ତେଣୁ ଅବସାଦରୁ ଦୂରେଇ ରହି ଖୁସି ରହିବାର ମନ୍ତ୍ର ଜାଣିଥିଲେ ସବୁ ସମସ୍ୟା ଦୂରେଇ ଯିବ।

ଥେରାପି: ପାରିବାରିକ ଜଞ୍ଜାଳ ଭିତରେ ଅନେକ ସମୟରେ ସମସ୍ୟା ତ ଆସିବ, କିନ୍ତୁ ତା ଭିତରୁ ମୁକୁଳି ନିଜକୁ ଖୁସି କରିବାର କଳା ଜାଣିବାକୁ ହେବ। ମନ ଖୁସି କରିବା ପାଇଁ ବିଭିନ୍ନ ପ୍ରକାରର ମାଧ୍ୟମ ରହିଛି। ତେଣୁ ନିଜର ରୁଚି ଅନୁସାରେ ସେସବୁ ମାଧ୍ୟମକୁ ମହିଳା ଆପଣାଇ ପାରିବେ। ନାଚ କରିବା, ଗୀତ ଗାଇବା ଟିଭି ଦେଖିବା, ବହି ପଢିବା କିମ୍ବା ଅନ୍ୟ ଯେକୌଣସି ପ୍ରକାରର କାମ ହେଉ ନିଜକୁ ଖୁସି କରିବା ପାଇଁ ନିଜେ ସେସବୁ ଆପଣାଇ ନେବା ଦରକାର। ସମୟ ସୁଯୋଗ ବାହାର କରି ମନଖୋଲି ନିଜ ଇଚ୍ଛା ପୁରା କରନ୍ତୁ। ଏସବୁ ଥେରାପି ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଦେବ। ଏହା ବ୍ୟତୀତ ଆଜିକାଲି ମୁଡ୍‌ ରିଲାକ୍ସ କରିବା ପାଇଁ ବିଭିନ୍ନ ପ୍ରକାରର ଅନୁଷ୍ଠାନ ମଧ୍ୟ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି। ସେସବୁକୁ ଆପଣାଇ ନିଜକୁ ଅବସାଦ ମୁକ୍ତ କରିହେବ।

ଶପିଂରେ ରିଲାକ୍ସ: ମନ ଖୁସି କରିବାକୁ ମହିଳାମାନଙ୍କ ପାଇଁ ସବୁଠାରୁ ସୁନ୍ଦର ବିକଳ୍ପ ହେଉଛି ସପିଂ। କାହିଁକିନା ସାଧାରଣତଃ ମହିଳାମାନେ ସପିଂ କରିବା ପାଇଁ ବହୁତ ଭଲପାନ୍ତି। ଏମିତିକି ସପିଂ କରି ଏତେ ଖୁସି ହୋଇଯାନ୍ତି ଯେ କାମର ଚାପ ଥିଲେ ବି ରିଲାକ୍ସ ହେଇଯାନ୍ତି। ସପିଂ ଏକ ଥେରାପି ଭଳି କାମ ଦେଇଥାଏ। ତେଣୁ ଘର ପାଇଁ ହେଉ କି ନିଜ ପାଇଁ, ବିଭିନ୍ନ ଜିନିଷ କିଣାକିଣି କରିଲେ ନିଶ୍ଚିତଭାବେ ମନ ଖୁସି ହେବ।

ସମୟ କଟାନ୍ତୁ: ମନର କୌଣସି ପ୍ରକାରର କଷ୍ଟକୁ ବନ୍ଧୁମାନଙ୍କ ଆଗରେ ବେଶ୍‌ ସହଜରେ ପ୍ରକାଶ କରିହେବ। ତେଣୁ ଆବଶ୍ୟକ ହେଲେ ସାଙ୍ଗମାନଙ୍କ ସହ କିଛି ସମୟ କଟାନ୍ତୁ। ଘରର କୌଣସି ସମସ୍ୟା ନେଇ ସେମାନଙ୍କ ସହ କଥା ବାଣ୍ଟି ନ ପାରିଲେ ବି ଅନେକାଂଶରେ ମନ ହାଲ୍‌କା ଲାଗିବ। ଏହା ବ୍ୟତୀତ ପିଲାଙ୍କ ସହ ପାର୍କକୁ ଯିବା କିମ୍ବା କୌଣସି ଏକ ଭିନ୍ନ ପରିବେଶରେ ବାହାରକୁ ବୁଲିବାକୁ ଗଲେ ମନ ପରିବର୍ତ୍ତନ ହୋଇଥାଏ। ପ୍ରାକୃତିକ ପରିବେଶରେ କିଛି ମୁହୂର୍ତ୍ତ କଟାଇଲେ ବି ଏକ ସକରାତ୍ମକ ଉର୍ଜା ସୃଷ୍ଟି ହୋଇଥାଏ।

ମନ ଖୋଲି କଥା ହୁଅନ୍ତୁ: ନିଜର କୌଣସି ପ୍ରକାରର ସମସ୍ୟାକୁ ନିଜେ ସମାଧାନ କରିବାକୁ ସକ୍ଷମ ନ ଥିଲେ ପ୍ରଥମେ ସ୍ବାମୀଙ୍କ ସହ ମନ ଖୋଲି କଥା ହୁଅନ୍ତୁ। ଯଦି ଘର ପରିବେଶରେ ତାଙ୍କ ସହ କଥା ହୋଇ ପାରୁ ନାହାନ୍ତି ତେବେ ବାହାରକୁ ବୁଲିବା ପାଇଁ ଯାଇପାରିବେ। ବାହାରେ ଉଭୟ କଥା ହେବା ପରେ ସମାଧାନର ରାସ୍ତା ତ ମିଳିବ ତା ସହ ମନ ହାଲ୍କା ଲାଗିବ।

Powered by Froala Editor

Tags Laughing

Related articles Odisha News Lens 4.1

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15615
    Sep 11, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    13948
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13911
    Sep 11, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13950
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13680
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14784
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14161
    Sep 11, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14840
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13641
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13641
    Sep 12, 2026
  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14784
    Sep 12, 2026
  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15615
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17757
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13985
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16063
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14601
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13910
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14718
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14045
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14071
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14695
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15615
    Sep 11, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13911
    Sep 11, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13641
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In