Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧା କପ୍‌ ବିଟ୍‌ ରସର କରାମତି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପାକିସ୍ତାନକୁ ୭୦୦ ନିୟୁତ ଡଲାର ଋଣ ପ୍ରଦାନ କରିଛି ଚୀନ, ଜାଣନ୍ତୁ କାହିଁକି?

ପାକିସ୍ତାନକୁ ୭୦୦ ନିୟୁତ ଡଲାର ଋଣ ପ୍ରଦାନ କରିଛି ଚୀନ, ଜାଣନ୍ତୁ କାହିଁକି?

2023-02-26 09:25:22
13949
Share:
Facebook
Twitter
E-Mail
WhatsApp
Telegram
ପାକିସ୍ତାନକୁ ୭୦୦ ନିୟୁତ ଡଲାର ଋଣ ପ୍ରଦାନ କରିଛି ଚୀନ, ଜାଣନ୍ତୁ କାହିଁକି?

ୱାଶିଂଟନ: ପାକିସ୍ତାନର ଆର୍ଥିକ ସ୍ଥିତି ଶୋଚନୀୟ ହୋଇପଡ଼ିଥିବା ବେଳେ ସେଠାରେ ନିିତ୍ୟ ବ୍ୟବହାର୍ୟ୍ୟ ଜିନିଷର ଦାମ୍‌ ଆଶାତୀତ ଭାବେ ବଢ଼ିଯାଇଛି। ଆର୍ଥିକ ଦୁର୍ଗତିରୁ ମୁକ୍ତି ପାଇବାକୁ ପାକିସ୍ତାନ ସରକାର ବିଭିନ୍ନ ଅନ୍ତର୍ଜାତୀୟ ସଂସ୍ଥା ଠାରୁ ଋଣ ପାଇବାକୁ ଚେଷ୍ଟା ଜାରି ରଖିଛନ୍ତି। ଇତିମଧ୍ୟରେ ଚୀନ୍ ଡେଭଲପମେଣ୍ଟ ବ୍ୟାଙ୍କ ପାକିସ୍ତାନକୁ ୭୦୦ ନିୟୁତ ଡଲାର ଋଣ ପ୍ରଦାନ କରିଛି।

ଚୀନ୍‌ ତରଫରୁ ପାକିସ୍ତାନକୁ ଋଣ ପ୍ରଦାନ କରାଯାଇଥିବା ବେଳେ ଏହାକୁ ନେଇ ଚିନ୍ତାବ୍ୟକ୍ତ କରିଛି ଆମେରିକା। ଚୀନ୍‌ ପ୍ରଦତ୍ତ ଋଣର ଆଗାମୀ ଦିନରେ ପାକିସ୍ତାନ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିପାରେ ବୋଲି ଆମେରିକା ବୈଦେଶିକ ବିଭାଗର ସହକାରୀ ସଚିବ ଡୋନାଲ୍‌ଡ ଲୁ କହିଛନ୍ତି। ଋଣ ସହ ସୁଧ ଅସୁଲ ପାଇଁ ଚୀନ୍‌ ତରଫରୁ ପାକିସ୍ତାନର କେତେକ ପ୍ରତିଷ୍ଠାନକୁ ନିଜ ନିୟନ୍ତ୍ରଣକୁ ନିଆଯାଇ ପାରେ ବୋଲି ସେ କହିଛନ୍ତି। ଏପରି ହେଲେ ଆଗାମୀ ଦିନରେ ପାକିସ୍ତାନ ଉପରେ ଚୀନ୍‌ର କର୍ତ୍ତୃତ୍ବ ଅଧିକ ବଢ଼ିବାର ସମ୍ଭାବନା ରହିଥିବା ସେ ଦର୍ଶାଇଛନ୍ତି। ଆସନ୍ତା ମାର୍ଚ୍ଚ ୧ରୁ ୩ ପର୍ୟ୍ୟନ୍ତ ଆମେରିକା ବୈଦେଶିକ ବିଭାଗର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଭାରତ ଗସ୍ତରେ ଆସିବାର କାର୍ୟ୍ୟକ୍ରମ ରହିଛି। ଏ ସମ୍ପର୍କରେ ମତ ଦେଇ ଲୁ କହିଥିଲେ ଭାରତ ସହ ସମ୍ପର୍କକୁ ଅଧିକ ମଜଭୁତ୍‌ କରିବା ପାଇଁ ଆମେରିକାର ପ୍ରତିନିଧିମଣ୍ଡଳୀ ସେଠାକୁ ଯାଉଛନ୍ତି। ଭାରତ ଉପମହାଦେଶ ଅଞ୍ଚଳରେ ଥିବା ସମସ୍ତ ଦେଶ ଯେପରି ଆତ୍ମନିର୍ଭରଶୀଳ ହେବେ ଏବଂ ପ୍ରତି କ୍ଷେତ୍ରରେ ଚୀନ୍‌ ଉପରେ ନିର୍ଭରଶୀଳ ନ ହୋଇ ନିଜସ୍ବ ନିଷ୍ପତ୍ତି ନେଇପାରିବେ ତାହା ନିଶ୍ଚିତ କରାଯିବା ନିହାତି ଆବଶ୍ୟକ।

Powered by Froala Editor

Tags china give loan to pakistan

Related articles Odisha News Lens 4.1

  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14166
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15025
    Jun 03, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15579
    Jun 02, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13570
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13424
    Jun 03, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....
    ବିଶେଷ

    ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13377
    Jun 04, 2025
  • ଅଧା କପ୍‌ ବିଟ୍‌ ରସର କରାମତି
    ବିଶେଷ

    ଅଧା କପ୍‌ ବିଟ୍‌ ରସର କରାମତି

    13542
    Jun 04, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13794
    Jun 02, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14128
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13570
    Jun 03, 2025
  • ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13424
    Jun 03, 2025
  • ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15025
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16932
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13542
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13377
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13424
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15025
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15193
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14011
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13570
    Jun 03, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13377
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13424
    Jun 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In