Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

ରାଜ୍ୟ
Home ›› ରାଜ୍ୟ ›› ବିଧାନସଭାରେ ରାସମଞ୍ଜରୀ ଦେବୀଙ୍କୁ ଶ୍ରଦ୍ଧାଞ୍ଜଳି

ବିଧାନସଭାରେ ରାସମଞ୍ଜରୀ ଦେବୀଙ୍କୁ ଶ୍ରଦ୍ଧାଞ୍ଜଳି

2023-02-27 06:59:58
14662
Share:
Facebook
Twitter
E-Mail
WhatsApp
Telegram
 ବିଧାନସଭାରେ ରାସମଞ୍ଜରୀ ଦେବୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର:  ଆଠଗଡ଼ ନିର୍ବାଚନମଣ୍ଡଳୀର ପ୍ରଥମ ତଥା ଏକମାତ୍ର ମହିଳା ବିଧାୟିକା, ପୂର୍ବତନ କଟକ ଜିଲ୍ଲାପରିଷଦ ଉପସଭାପତି, ତିଗିରିଆ ପଞ୍ଚାୟତ ସମିତିର ପ୍ରଥମ ଅଧ୍ୟକ୍ଷା ତଥା ତିଗିରିଆ ଗଡ଼ଜାତର ପୂର୍ବତନ ରାଣୀ ରାସମଞ୍ଜରୀ ଦେବୀଙ୍କର ପରଲୋକ ହୋଇଯାଇଛି ।  ରାସମଞ୍ଜରୀ ଦେବୀଙ୍କ ଦେହାନ୍ତରେ ଶୋକ ପ୍ରସ୍ତାବ ଆଗତ । ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ବିରୋଧୀ ସମର୍ଥନ କରିଛନ୍ତି । ବିଧାନସଭାର ପୂର୍ବତନ ସଦସ୍ୟ ଥିଲେ ରାସମଞ୍ଜରୀ ଦେବୀ ।

 ରାସମଂଜରୀ ୧୯୨୭ ନଭେମ୍ବର ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ୧୯୪୪ ମସିହାରେ ସେ ତିଗିରିଆ ଗଡ଼ଜାତର ଶାସକ ରାଜା ରାଜଶ୍ରୀ ବ୍ରଜରାଜ କ୍ଷତ୍ରୀୟ ବୀରବର ଚମୁପତି ସିଂ ମହାପାତ୍ରଙ୍କୁ ବିବାହ କରିଥିଲେ । ତତ୍କାଳୀନ ରାଜନେତା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଉଦ୍ୟମରେ ରାସମଞ୍ଜରୀ ଦେବୀ ୧୯୬୭ ମସିହାରେ ରାଜନୀତିକୁ ଆସିଥିଲେ । ୧୯୭୦ରୁ ୧୯୭୩ ମସିହା ପର୍ୟ୍ୟନ୍ତ ତିଗିରିଆ ବ୍ଲକ୍‌ ତଥା ସମଗ୍ର ରାଜ୍ୟର ପ୍ରଥମ ମହିଳା ପଞ୍ଚାୟତ ସମିତି ଅଧ୍ୟକ୍ଷା ଭାବେ ସେ ସଫଳତାର ସହ କାର୍ୟ୍ୟ ସମ୍ପାଦନ କରିଥିଲେ ।

୧୯୬୯, ୧୯୭୧ ଓ ୧୯୭୪ରେ କ୍ରମାଗତ ତିନିଥର ଆଠଗଡ଼ ନିର୍ବାଚନମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରି ସେ ସ୍ୱଳ୍ପ ଭୋଟ୍‌ ବ୍ୟବଧାନରେ ପରାସ୍ତ ହୋଇଥିଲେ । ତେବେ ୧୯୭୭ ମସିହାରେ କଂଗ୍ରେସର ବିଧାୟକ ପ୍ରାର୍ଥୀ ରସାନନ୍ଦ ସାହୁଙ୍କୁ ପ୍ରାୟ ୬ ହଜାର ୫୦୦ ଭୋଟ୍‌ରେ ପରାସ୍ତ କରି ରାସମଞ୍ଜରୀ ଦେବୀ ୨ ବର୍ଷ ୮ ମାସ ପାଇଁ ଆଠଗଡ଼ ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Powered by Froala Editor

Tags Assembly

Related articles Odisha News Lens 4.1

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14766
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13780
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15245
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14567
    Jul 03, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15330
    Jul 01, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14463
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15175
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14236
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15669
    Jul 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14766
    Jul 02, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15669
    Jul 02, 2026
  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15330
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16962
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17573
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17625
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18022
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14567
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14513
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14280
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15900
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15773
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15515
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14902
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14236
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14463
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15175
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In