Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

ରାଜ୍ୟ
Home ›› ରାଜ୍ୟ ››ନବ ହତ୍ୟା ପ୍ରସଙ୍ଗକୁ ନେଇ ଥମୁନି ତାତି, ଗୃହ ଭିତରେ ଓ ବାହାରେ ସରକାରଙ୍କୁ ବିରୋଧୀଙ୍କ ପ୍ରଶ୍ନବାଣ

ନବ ହତ୍ୟା ପ୍ରସଙ୍ଗକୁ ନେଇ ଥମୁନି ତାତି, ଗୃହ ଭିତରେ ଓ ବାହାରେ ସରକାରଙ୍କୁ ବିରୋଧୀଙ୍କ ପ୍ରଶ୍ନବାଣ

2023-02-28 05:16:59
14888
Share:
Facebook
Twitter
E-Mail
WhatsApp
Telegram
ନବ ହତ୍ୟା ପ୍ରସଙ୍ଗକୁ ନେଇ ଥମୁନି ତାତି, ଗୃହ ଭିତରେ ଓ ବାହାରେ ସରକାରଙ୍କୁ ବିରୋଧୀଙ୍କ ପ୍ରଶ୍ନବାଣ

ଭୁବନେଶ୍ବର : ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ତାତି ଥମୁନାହିଁ। ଗୃହ ଭିତରେ ଓ ବାହାରେ ବିରୋଧୀ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରିବାକୁ ଉଦ୍ୟମ କରୁଥିବାବେଳେ ସରକାରୀ ଦଳ ପକ୍ଷରୁ ଏହାର କଡ଼ା ଜବାବ ରଖାଯାଇଛି।
ଆଜି ଶୂନ୍ୟକାଳରେ ଗୃହରେ ନବଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ ଉଠାଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି କହିଥିଲେ ଯେ, ଗୃହ ଏବେ ଖାଲି ଖାଲି ଲାଗୁଛି। ପ୍ରଥମେ କଂଗ୍ରେସରେ ସେ ଥିଲେ ଏବଂ ପରେ ବିଜେଡିରେ ମିଶିବା ପରେ ମନ୍ତ୍ରୀ ହୋଇଥିଲେ। ତାଙ୍କ ହତ୍ୟାକାଣ୍ଡ ନେଇ ପ୍ରତିଦିନ ବିଭିନ୍ନ ପ୍ରକାର ଖବର ଶୁଣିବାକୁ ମିଳୁଛି। ମନ୍ତ୍ରୀ ନବ ଦାସଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ବିଜେପି କହୁଛି ସିବିଆଇ, ଆମେ କହୁଛୁ ଏସଆଇଟି ତଦନ୍ତ ହେଉ। ହେଲେ ସରକାର କ୍ରାଇମବ୍ରାଞ୍ଚର ତଦନ୍ତ କରୁଛନ୍ତି। ତାହା ଲୋକଙ୍କ ହୃଦୟକୁ ଛୁଉଁ ନାହିଁ। ଗୋପାଳ କେବଳ ପାଗଳ କି ନୁହେଁ ତାହା ତଦନ୍ତ ହେଉଛି, କିନ୍ତୁ ସେ କାହିଁକି ନବ ଦାସଙ୍କୁ ମାରିଲା ତାହା ତଦନ୍ତ ହେଉନି। ଏ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ବିଧାନସଭାରେ ଥରକୁ ଥର ତଥ୍ୟ ଉପସ୍ଥାପନ କରିବାକୁ ବାଚସ୍ପତିଙ୍କଠାରୁ ସେ ରୁଲିଂ ଦାବି କରିଥିଲେ।
ବିଧାୟକ ସନ୍ତୋଷ ସିଂହ ସାଲୁଜା କହିଥିଲେ ଯେ, ହତ୍ୟାକାଣ୍ଡକୁ ୩୦ ଦିନ ବିତିବ; କିନ୍ତୁ କ୍ରାଇମବ୍ରାଞ୍ଚ ଏପର୍ଯ୍ୟନ୍ତ କୌଣସି ଟେର ପାଉନି। କ୍ରାଇମବ୍ରାଞ୍ଚ ଉପରେ ଆଉ ଭରସା ନାହିଁ। କାହିଁକି ହତ୍ୟା ହୋଇଛି
ରାଜନୈତିକ ଉଦ୍ଦେଶ୍ୟ ନା ବ୍ୟବସାୟିକ ହତ୍ୟା ତାହା ସନ୍ଦେହଘେରରେ। ଖାକିର ତଦନ୍ତ ଖାକି କିପରି କରିବ ? ନବ ଦାସଙ୍କ କକା କହିଛନ୍ତି ଷଡ଼ଯନ୍ତ୍ର ହୋଇଛି, ଏପରିକି ସରକାର ଅର୍ଥାତ ରାଜସ୍ୱ ମନ୍ତ୍ରୀ ମଧ୍ୟ କହିଛନ୍ତି ଷଡ଼ଯନ୍ତ୍ର ହୋଇଛି। ତାଙ୍କ ସାମ୍ରାଜ୍ୟକୁ ଦଖଲ ପାଇଁ, ବର୍ତ୍ତମାନ ସେଠି ଗଣ୍ଡଗୋଳ ହେଉଛି। ଭଟଲି ବିଧାୟକ ସୁଶାନ୍ତ ସିଂ ଓ ମନ୍ତ୍ରୀ ନବ ଦାସଙ୍କ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଚାଲିଛି। ତେଣୁ ନବ ଦାସଙ୍କ ହତ୍ୟାକାଣ୍ଡରେ ଭଟ୍ଟଲି ବିଧାୟକଙ୍କୁ ତଦନ୍ତ ପରିସରଭୁକ୍ତ କରଯାଉ ବୋଲି ସେ ଦାବି କରିଥିଲେ।
ସେହିପରି ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ, ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ମାସେ ବିତିବାକୁ ଯାଉଛି; କିନ୍ତୁ ତଦନ୍ତ କେବଳ ଗୋପାଳ ପାଖରେ ସୀମିତ ରହିଛି। ଗୋପାଳକୁ ପାଗଳ ସାବ୍ୟସ୍ତ କରିବା ପାଇଁ ବିଭିନ୍ନ ଜାଗାକୁ ନିଆଯାଉଛି। ଘଟଣାର ସିବିଆଇ ତଦନ୍ତ ହେଲେ ପ୍ରକୃତ ସତ୍ୟ ଲୋକଲୋଚନକୁ ଆସିବ।
ଅନ୍ୟପକ୍ଷରେ ବିଜେଡି ବିଧାୟକ ଭାଗୀରଥି ସେଠୀ କହିଛନ୍ତି ଯେ, ବିରୋଧୀ ଅଭିଯୋଗ କରିବେ ତାଙ୍କ କର୍ମ ସେ କରୁଛନ୍ତି। ନବ ଦାସଙ୍କ ହତ୍ୟା କ୍ରାଇମବ୍ରାଞ୍ଚକୁ ଦିଆଯାଇଛି। ତଦନ୍ତ ସରିବା ପରେ ଫଳାଫଳ ଯାହା ବାହାରିବ। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ଗୃହ ବିଭାଗକୁ ଚିଠି ଲେଖି ‘ଏଫବିଆଇ’ର ସହାୟତା ଲୋଡିଛନ୍ତି। ସେ କହିଛନ୍ତି ଯେ, ଭଟ୍ଟଲି ବିଧାୟକ ଜଣେ ଅମାୟିକ ଲୋକ। ବିରୋଧୀ କେବଳ ଅନ୍ଧାରରେ ବାଡ଼ି ବୁଲାଉଛନ୍ତି।

Powered by Froala Editor

Tags Assembly

Related articles Odisha News Lens 4.1

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13342
    Jul 03, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15352
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14788
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14590
    Jul 03, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15691
    Jul 02, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14258
    Jul 02, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15197
    Jul 03, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14485
    Jul 03, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13802
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14485
    Jul 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14788
    Jul 02, 2026
  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15352
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16962
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17573
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17625
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18022
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14590
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14515
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14282
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15902
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15775
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15535
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14903
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14258
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13342
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14788
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In