Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜ୍ୟ
Home ›› ରାଜ୍ୟ ››ଆସନ୍ତାକାଲିଠୁ ଯୁକ୍ତ ଦୁଇ ପରୀକ୍ଷା, ଆନ୍ଦୋଳନରେ ବସିଛନ୍ତି କଲେଜ ଅଧ୍ୟାପକ

ଆସନ୍ତାକାଲିଠୁ ଯୁକ୍ତ ଦୁଇ ପରୀକ୍ଷା, ଆନ୍ଦୋଳନରେ ବସିଛନ୍ତି କଲେଜ ଅଧ୍ୟାପକ

2023-02-28 06:42:04
14298
Share:
Facebook
Twitter
E-Mail
WhatsApp
Telegram
ଆସନ୍ତାକାଲିଠୁ ଯୁକ୍ତ ଦୁଇ ପରୀକ୍ଷା, ଆନ୍ଦୋଳନରେ ବସିଛନ୍ତି କଲେଜ ଅଧ୍ୟାପକ

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା  । ଏଥିପାଇଁ ଆଜି ସନ୍ଧ୍ୟା ସୁଦ୍ଧା ୨୦୨ଟି ହବ୍ରେ ପ୍ରଶ୍ନପତ୍ର ସହ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପହଂଚିବ  ।  ମୋଟ ଉପରେ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ରେଗୁଲାର ଏବଂ ଏକ୍ସ ରେଗୁଲାରରେ ମୋଟ ୩ ଲକ୍ଷ ୫୭ ହଜାର ୯୪୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାର ଅଛି  । କିନ୍ତୁ  ଏସବୁ ଭିତରେ ଅଧ୍ୟାପକଙ୍କ ଆନ୍ଦୋଳନ ସରକାରଙ୍କୁ ଚିନ୍ତାରେ ପକାଇଦେଇଛି  । କାରଣ ଏବେ ବିଧାନସଭା ସମ୍ମୁଖରେ ଆନ୍‌ଦୋଳନରେ ବସିଛନ୍ତି ୬୬୨ ବର୍ଗ କଲେଜ ଅଧ୍ୟାପକମାନେ  । ପ୍ରାୟ ୫ ହଜାର ଶିକ୍ଷକ ଯୁକ୍ତ ଦୁଇ ପରୀକ୍ଷାରେ ଅସହଯୋଗ କରିବାକୁ ନିଷ୍ପତ୍ତି ନେଇଥିବାରୁ ରାଜ୍ୟ ସରକାର ଚିନ୍ତାରେ ପଡିଯାଇଛନ୍ତି  ।

ଏପରି ସ୍ଥତିରେ ବିକଳ୍ପ ପନ୍ଥା ଆପଣାଇବାକୁ ଚିନ୍ତା କରୁଛନ୍ତି ସରକାର  । ଅଧ୍ୟାପକଙ୍କ ବଦଳରେ ହାଇସ୍କୁଲର ଶିକ୍ଷକମାନଙ୍କୁ ଯୁକ୍ତ ଦୁଇ ପରୀକ୍ଷା ପରିଚାଳନାରେ ନିୟୋଜିତ କରିବାକୁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର  । ଅଧ୍ୟାପକଙ୍କ ଦାବି ପୂରଣ ନେଇ ଏକ ପ୍ରତିନିଧି ମଣ୍ଡଳୀ ସହ ସରକାର ଘନ ଘର ବୈଠକ କରିଛନ୍ତି  । ହେଲେ କୌଣସି ନିଷ୍କର୍ସ ବାହାରି ପାରିନାହିଁ  । ଆଜି ଦିନ ୧୧ଟାରେ ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାସ ଦାସଙ୍କ ସହ ଅଧ୍ୟାପକଙ୍କ ଏକ ପ୍ରତିନିଧି ମଣ୍ଡଳୀ ଆଲୋଚନା କରିବାର ଅଛି  ।


ଅଧ୍ୟାପକମାନଙ୍କୁ ଦାବି ପୁରଣ ପ୍ରତିଶ୍ରୁତି ଦେଇ କଲେଜକୁ ଫେରାଇବେ ନାଁ ସରକାର ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବେ ତାହା ଉପରେ ନଜର ରହିଛି  । ହାତରେ ସମୟ କମ ଥିବାରୁ ସରକାର ଦୁଇଟି ପନ୍ଥା ଆପଣାଇବକୁ ପ୍ରସ୍ତୁତ ହୋଇଛନ୍ତି  ।

Powered by Froala Editor

Tags Plus 2 exam

Related articles Odisha News Lens 4.1

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14774
    Sep 04, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13722
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13745
    Sep 04, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14630
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15666
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13807
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13941
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13353
    Sep 04, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15426
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13722
    Sep 03, 2026
  • ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13807
    Sep 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13745
    Sep 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17072
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17719
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17739
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18139
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13547
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14496
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14801
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14753
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14091
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13722
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14257
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15143
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14660
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13722
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?

    15511
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13807
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In