Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ...

  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

ରାଜ୍ୟ
Home ›› ରାଜ୍ୟ ››ସୁନ୍ଦର ଅଭିନୟ ପାଇଁ ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ ପିଣ୍ଟୁ : ବିଶ୍ବଭୂଷଣ

ସୁନ୍ଦର ଅଭିନୟ ପାଇଁ ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ ପିଣ୍ଟୁ : ବିଶ୍ବଭୂଷଣ

2023-03-02 06:38:24
13967
Share:
Facebook
Twitter
E-Mail
WhatsApp
Telegram
ସୁନ୍ଦର ଅଭିନୟ ପାଇଁ ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ ପିଣ୍ଟୁ : ବିଶ୍ବଭୂଷଣ

ଭୁବନେଶ୍ୱର:  ପିଣ୍ଟୁ ନନ୍ଦଙ୍କ ବିୟୋଗରେ  ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ଜନିତ ଖବର ପାଇବା ପରେ ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅତ୍ୟନ୍ତ ମର୍ମାହତ ହେବା ସହିତ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଓଡ଼ିଆ ଆଲବମରୁ ନିଜର ଅଭିନୟ ଜୀବନ ଆରମ୍ଭ କରି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସୁନ୍ଦର ଅଭିନୟ କରିଥିଲେ । ତାଙ୍କର ସୁନ୍ଦର ଅଭିନୟ ପାଇଁ ସେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ । ତାଙ୍କର ଏହିପରି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ ଅପୂରଣୀୟ କ୍ଷତି । ଏହି ଦୁଃଖଦ ମୁହୂର୍ତ୍ତରେ ରାଜ୍ୟପାଳ ତାଙ୍କ ସ୍ଵର୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଦୁଃଖଦ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । 

ଅକାଳରେ ଚାଲିଗଲେ ପିଣ୍ଟୁ ନନ୍ଦ। ଅଭିନୟର ବିଭିନ୍ନ ରଙ୍ଗ ପରଶି ଓଡ଼ିଆ ଦର୍ଶକଙ୍କ ମନମୋହୁଥିବା ଅଭିନେତା ପିଣ୍ଟୁ ନନ୍ଦଙ୍କ ଅଭିନୟ ଜୀବନ ରଙ୍ଗମଞ୍ଚରେ ସମାପ୍ତ ହୋଇଛି। ଜୀବନ ନାଟକରେ ଯବନିକା ପଡ଼ିଛି ତାଙ୍କ ଭୂମିକାର। କିଛି ମାସ ହେବ ଲିଭର ସିରୋସିସ୍ ଭଳି ଦୂରାରୋଗ୍ୟ ବ୍ୟାଧି ସହ ଲଢ଼ୁଥିବା ପିଣ୍ଟୁ, ଶେଷରେ ହାରି ଯାଇଛନ୍ତି।  ଓଡିଆ ଆଲବମ ହେଉ ବା ଫିଲ୍ମ । କମେଡିଆନ ହେଉ କିମ୍ବା ଖଳନାୟକ ଭୂମିକା । ପିଂଟୁ ନନ୍ଦଙ୍କ ଅଭିନୟ ସବୁବେଳେ ଦର୍ଶକଙ୍କ ମନକୁ ବେଶ ଛୁଇଁଛି । ନିଜର ନିଆରା ଠାଣି ପାଇଁ ଚର୍ଚିତ ପିଂଟୁ ନନ୍ଦ ସବୁବେଳେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥାନ୍ତି ।
ଜଗତସିଂହପୁର ଜିଲ୍ଲାରେ ଜନ୍ମିତ ପିଣ୍ଟୁ ଏସକେ ଏକାଡେମୀରୁ ବିଦ୍ୟାଳୟ ଶିକ୍ଷା ଶେଷ କରିବା ପରେ ଦିଲ୍ଲୀରେ ଉଚ୍ଚଶିକ୍ଷା ଲାଭ କରିଥିଲେ । ଟେଲି ଫିଲ୍ମ ଜରିଆରେ ଓଡ଼ିଆ ଇଣ୍ଡଷ୍ଟ୍ରୀରେ ପାଦ ଦେଇଥିଲେ ପିଣ୍ଟୁ । ୧୯୯୬ରେ ‘କୋଇଲି’ ଫିଲ୍ମ ଜରିଆରେ ପିଣ୍ଟୁ ଓଲିଉଡ୍ ଇଣ୍ଡଷ୍ଟ୍ରୀରେ ସବୁ ଭୂମିକାରେ ଅଭିନୟ କରିଛନ୍ତି । ୫୦ରୁ ଅଧିକ ଫିଲ୍ମରେ ତାଙ୍କର ନିଖୁଣ ଅଭିନୟ ଦର୍ଶକଙ୍କ ମନକୁ ଛୁଇଁଛି । ଓଡ଼ିଆ ଆଲବମ ‘ଏ ଗଉରା ଆଜିକାଲି କ’ଣ ଖାଉଚୁ’ ଓ ରାଣ୍ଡି ପୁଅ ଅନନ୍ତାରୁ ଲୋକଲୋଚନକୁ ଆସିଥିଲେ ପିଂଟୁ ।


ସେହିପରି ଜୟ ଜଗନ୍ନାଥ ଚଳଚିତ୍ରରେ ବଳଭଦ୍ର ଭୂମିକାରେ ଅଭିନୟ କରି ଖୁବ୍ ପ୍ରଶଂସା ସାଉଂଟିଥିଲେ । ‘ମା’ ଗୋଜବାୟାଣୀ’, ‘ବାହୁଡିବେ ମୋ ଜଗାବଳିଆ’, ‘ସାଥୀରେ’, ‘ରଖିବ ଯଦି ସେ ମାରିବ କିଏ’, ‘ଓ ମାଇଁ ଲଭ୍’, ‘ରକତେ ଲେଖିଛି ନା’, କାଳୀଶଙ୍କର ଭଳି ଫିଲ୍ମରେ ନିଜ କଳାର ଯାଦୁ ଦେଖାଇଥିଲେ ପିଂଟୁ । ସେହିପରି ପିଂଟୁ ୨୦୦୬ରେ ‘ପ୍ରେମ ଋତୁ ଆସିଲାରେ’ ୨୦୧୧ରେ ‘ଦୋସ୍ତି’, ୨୦୧୩ରେ ‘ହାତ ଧରି ଚାଲୁଥା’, ୨୦୧୭ରେ ‘ରୁମକୁ ଝୁମାନା’, ୨୦୧୭ରେ ‘କଥା ଦେଲି ମଥା ଛୁଇଁ’ ଓ ୨୦୨୨ରେ ‘ରଙ୍ଗ ନମ୍ବର’ ଭଳି ଚଳଚିତ୍ରରେ ମଧ୍ୟ ଅଭିନୟ କରିଥିଲେ । ୨୦୨୨ରେ ‘ରଙ୍ଗ ନମ୍ବର’ ଚଳଚ୍ଚିତ୍ର ପାଇଁ ସେ ଶ୍ରେଷ୍ଠ ହାସ୍ୟ ଅଭିନେତା ପୁରସ୍କାର ପାଇଥିଲେ । ଏଥିସହ ସେ ଓଡ଼ିଆ ଧାରାବାହିକ ‘ଶଙ୍ଖାସିନ୍ଦୁର’ରେ ମଧ୍ୟ ଅଭିନୟ କରିଥିଲେ । ‘ଗୃହଲକ୍ଷ୍ମୀ’ ଭଳି କିଛି ଦୂରଦର୍ଶନ କାର୍ୟ୍ୟକ୍ରମର ଉପସ୍ଥାପକ ଭାବେ କାର୍ୟ୍ୟ କରିଥିଲେ ପିଂଟୁ ।

Powered by Froala Editor

Tags Biswabhusan harichandan

Related articles Odisha News Lens 4.1

  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ
    ଦେଶ-ଦେଶାନ୍ତର

    ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

    14427
    Nov 15, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15013
    Nov 16, 2026
  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG
    ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14442
    Nov 15, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14420
    Nov 16, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15020
    Nov 16, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14545
    Nov 15, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13655
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15143
    Nov 16, 2026
  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13811
    Nov 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

    14427
    Nov 15, 2026
  • ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15013
    Nov 16, 2026
  • ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13655
    Nov 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17285
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17987
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17943
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18358
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14659
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14314
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15654
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14440
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14516
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    13909
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15420
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14373
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15593
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15020
    Nov 16, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14420
    Nov 16, 2026
  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13811
    Nov 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In