Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ...

  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ସାଇକେଲ

ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ସାଇକେଲ

2023-03-02 09:56:05
14157
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ସାଇକେଲ

ଭୁବନେଶ୍ୱର: ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ  ଗୋଷ୍ଠୀ ସହଭାଗିତା ଉତ୍ସବରେ ୮୦୦୦ ସହଭାଗୀଙ୍କୁ ମିଳିଛି ସାଇକେଲ । ଜଳସାଥୀ, ଆହାରକର୍ମୀ, ସ୍ୱଚ୍ଛକର୍ମୀ, ସ୍ୱଚ୍ଛସାଥୀ ଓ ସ୍ୱଚ୍ଛ ସୁପରଭାଇଜରଙ୍କୁ ସାଇକେଲ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । 

ସାଇକେଲ ବଣ୍ଟନ ଉତ୍ସବରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ମାନେ ବହୁତ ଭଲ କାମ କରୁଛନ୍ତି ତାହାକୁ ଜାରି ରଖନ୍ତୁ । ମୁଁ ସବୁବେଳେ ଆପଣଙ୍କ ସାଥୀରେ ଅଛି । ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ମୁଁ ଯାଉଛି, ମିଶନ ଶକ୍ତିର ମା’ ମାନଙ୍କୁ ଭେଟୁଛି । ନବୀନ ନିବାସକୁ ମା’ ମାନେ ଆସି ମୋତେ ଭେଟୁଛନ୍ତି । ମା’ ମାନଙ୍କ ସଫଳତା ବହୁତ ଖୁସି ଦେଉଛି, ମା’ ମାନଙ୍କ ଆତ୍ମବିଶ୍ୱାସ ଓ ଉତ୍ସାହ ମିଶନ ଶକ୍ତିକୁ ଏକ ନମ୍ବର ସଫଳ କାର୍ୟ୍ୟକ୍ରମ କରିଛି । ବିଭିନ୍ନ ସହରରେ ମା’ ମାନେ ଅନେକ ଦାୟିତ୍ୱ ନେଇଛନ୍ତି । ମା’ ମାନେ କରୁଥିବା କାମରେ ସମସ୍ତେ ଖୁସି । ମା’ ମାନେ ଯେପରି ସୁବିଧାରେ ଦାୟିତ୍ୱ ପାଳନ କରିବେ ସେଥିପାଇଁ ରାଜ୍ୟ ସରକାର ସମସ୍ତ ସୁବିଧା ଯୋଗାଇ ଦେଇଛନ୍ତି । ୮୦୦୦ରୁ ଅଧିକ ମା’ ମାନେ ସାଇକେଲ ପାଇବେ । ଏହାଦ୍ୱାରା ମା’ ମାନଙ୍କର କାମ ସହଜ ହେବ । ଓଡ଼ିଶା ସରକାରର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମିଶନ ଶକ୍ତି ମା’ ମାନଙ୍କୁ ୧୦୦ କୋଟି ଟଙ୍କାର ଇନସେନଟିଭ ଦେଇଛି । ଓଡ଼ିଶା ଏବେ ବିଶ୍ୱସ୍ତରରେ ନାଁ କମାଇଛି । ଆଉ ଏଥିରେ ମିଶନ ଶକ୍ତି ମା’ ମାନଙ୍କର ଯଥେଷ୍ଟ ଅବଦାନ ରହିଛି । ଭଲ କାମ କରି ଓଡ଼ିଶାର ସମ୍ମାନ ବୃଦ୍ଧି କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14547
    Nov 15, 2026
  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG
    ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14445
    Nov 15, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14423
    Nov 16, 2026
  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13814
    Nov 15, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13818
    Nov 15, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15016
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15146
    Nov 16, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13657
    Nov 16, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15023
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13814
    Nov 15, 2026
  • ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15146
    Nov 16, 2026
  • ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14547
    Nov 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17285
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17988
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17943
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18358
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14662
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14315
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15655
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14441
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14517
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    13911
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15420
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14373
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15593
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15146
    Nov 16, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13818
    Nov 15, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15016
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In