Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

ରାଜ୍ୟ
Home ›› ରାଜ୍ୟ ››ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା

ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା

2023-03-02 09:58:25
15295
Share:
Facebook
Twitter
E-Mail
WhatsApp
Telegram
ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା

ଭୁବନେଶ୍ବର:ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା ।  ଡାକ୍ତର, ନର୍ସ ଓ କର୍ମଚାରୀଙ୍କ ଉପସ୍ଥିତି ଜାଣିବା ପାଇଁ ଏହାକୁ ଲଗାଯିବ । ଏହି ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତ।  ୨୦୨୩-୨୪ ଆର୍ଥିକ ବର୍ଷରୁ ପାଇଲଟ ପ୍ରକଳ୍ପ ଆଧାରରେ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ମେଡିକାଲ କଲେଜରେ ଏହା କାର୍ୟ୍ୟକାରୀ କରାଯିବ। ପରବର୍ତ୍ତୀ ସମୟରେ ପିଏଚସି ଓସିଏଚସିରେ ମଧ୍ୟ ଲାଗୁ ହେବ ବାୟୋମେଟ୍ରିକ୍ ବ୍ୟବସ୍ଥା। ଆଉ ୩୦ ମିନିଟ୍ ନୁହେଁ, ୨୦ ମିନିଟ ଭିତରେ ରୋଗୀଙ୍କ ପାଖରେ ପହଞ୍ଚିବ ୧୦୮ ଆମ୍ବୁଲାନ୍ସ। ଏଥିପାଇଁ ୨୦୨୩-୨୪ରେ ୨୩୬ଟି ନୂଆ ଆମ୍ବୁଲାନ୍ସ ୧୦୮ରେ ଯୋଡ଼ିହେବ। ଏଥିପାଇଁ ବଜେଟରେ ୨୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି।
୨୦୨୩-୨୪ ଆର୍ଥିକ ବର୍ଷ ୧୪୭ ନିର୍ବାଚନ ମଣ୍ଡଳୀରେ ଖୋଲିବ ଆମ ହସ୍ପିଟାଲ। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଉପଖଣ୍ଡ ଚିକିତ୍ସାଳୟ, ଜିଲ୍ଲା ସଦର ଚିକିତ୍ସାଳୟଗୁଡ଼ିକୁ ଏଥିଲାଗି ବଛାଯାଇଛି। ୯ ମାସ ମଧ୍ୟରେ କାର୍ୟ୍ୟକ୍ଷମ ହେବ ଆମ ହସ୍ପିଟାଲ। ୭୫୦ କୋଟି ଟଙ୍କା ବ୍ୟୟରେ ଉନ୍ନତିକରଣ ହେବାକୁ ଥିବା ଆମ ହସ୍ପିଟାଲରେ ରୋଗୀଙ୍କୁ ସବୁ ମୌଳିକ ସ୍ଵାସ୍ଥ୍ୟ ସେବା ମିଳିବ।
ସେ ଆହୁରି କହିଛନ୍ତି, ୨୦୨୩-୨୪ରେ ୫ ହଜାର ଏମବିବିଏସ୍ ଡାକ୍ତର ଓ ୯ ହଜାର ଷ୍ଟାଫ ନର୍ସଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର। ଏଥିଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ବର୍ଷ ଶେଷ ସୁଦ୍ଧା ରାଜ୍ୟର ସବୁ ପିଏଚସି ଓସିଏଚସିରେ ଏମବିବିଏସ୍ ଡାକ୍ତର ଥିବେ। ପୂର୍ବରୁ ଗତ ୫ ବର୍ଷରେ ୪ ହଜାର ଡାକ୍ତରଙ୍କୁ ଓ ଗତ ୩ ବର୍ଷରେ ୯ ହଜାରରୁ ଅଧିକ ଷ୍ଟାଫ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି।

Powered by Froala Editor

Tags biomatric system in hospital

Related articles Odisha News Lens 4.1

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15531
    Jul 04, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14716
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15423
    Jul 03, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14725
    Jul 04, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15004
    Jul 02, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13637
    Jul 04, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14476
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13567
    Jul 03, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14820
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15906
    Jul 02, 2026
  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14820
    Jul 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15004
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14820
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14540
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14308
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15927
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15800
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15725
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13567
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15004
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14820
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In