Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

Home ›› ››ଦୁର୍ଦ୍ଦାନ୍ତ ଅପରାଧୀ ଶଙ୍କରକୁ ଏନ୍‌କାଉଣ୍ଟର

ଦୁର୍ଦ୍ଦାନ୍ତ ଅପରାଧୀ ଶଙ୍କରକୁ ଏନ୍‌କାଉଣ୍ଟର

2023-03-03 05:35:33
14431
Share:
Facebook
Twitter
E-Mail
WhatsApp
Telegram
ଦୁର୍ଦ୍ଦାନ୍ତ ଅପରାଧୀ ଶଙ୍କରକୁ ଏନ୍‌କାଉଣ୍ଟର

କଟକ : କଟକରେ  ପୁଲିସ୍ କରିଛି ଏନ୍‌କାଉଣ୍ଟର। ଏଥିରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ଶଙ୍କର ଓରଫ ଦୀପକ ନାୟକ। ତା’ ବାମ ଗୋଡ଼ରେ ଗୁଳି ବାଜିଛି। ତାକୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବିଡ଼ାନାସୀ ଭୁଆସୁଣି ପଠାରେ ସ୍ପେଶାଲ ସ୍କ୍ୱାଡ୍‌ ଓ ବିଡ଼ାନାସୀ ଥାନା ପୁଲିସ୍ ପକ୍ଷରୁ ଗୁରୁବାର ଏହି ଏନ୍‌କାଉଣ୍ଟର କରାଯାଇଥିଲା। ଶଙ୍କର କଟକ ଆସିଥିବା ଓ ଭୁଆସୁଣି ପଠାରେ କାହାକୁ ବନ୍ଧୁକ ବିକ୍ରି କରିବାକୁ ଉପସ୍ଥିତ ଥିବା ନେଇ ପୁଲିସ୍‌ ପାଖରେ ସୂଚନା ରହିଥିଲା। ଏହି ସୂଚନା ଆଧାରରେ ସ୍ପେଶାଲ ସ୍କ୍ୱାଡ୍‌ ଓ ବିଡ଼ାନାସୀ ଥାନା ପୁଲିସ୍ ସେଠାରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ଶଙ୍କର ପୁଲିସ୍‌କୁ ଲକ୍ଷ୍ୟ କରି ଗୁଳି କରିଥିଲା। ପୁଲିସ୍ ଏହାର ଜବାବ ଦେଇଥିଲା ଓ ଶଙ୍କର ଆହତ ହୋଇଥିଲା।ଶଙ୍କରର ଘର ରାଣୀହାଟ ଗୋପାଳ ସାହିରେ। ତା’ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି। କଟକର ଡାଲି ବ୍ୟବସାୟୀ ଫାରୁକ ହତ୍ୟାକାଣ୍ଡରେ ଶଙ୍କରର ସମ୍ପୃକ୍ତି ଥିଲା। ସେଥିପାଇଁ ସେ ଜେଲ୍ ମଧ୍ୟ ଯାଇଥିଲା। କିନ୍ତୁ ଜେଲ୍‌ରୁ ବାହାରିବା ପରେ ପୁଣି ଅପରାଧିକ କାର୍ୟ୍ୟରେ ସେ ଲିପ୍ତ ରହିଥିଲା।

Powered by Froala Editor

Tags Encounter

Related articles Odisha News Lens 4.1

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15258
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13793
    Jul 01, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15188
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14249
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14476
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14779
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14580
    Jul 03, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13332
    Jul 03, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15682
    Jul 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14580
    Jul 03, 2026
  • ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13332
    Jul 03, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15682
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16962
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17573
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17625
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18022
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14580
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14514
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14281
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15901
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15774
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15527
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14903
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14580
    Jul 03, 2026
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14249
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14779
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In