Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

  • ପୁଣି ଏକ ଆତ୍ମହତ୍ୟା ମାମଲା, ଜୀବନ ...

  • ପେପର ବ୍ୟାଗ୍ ମାମଲା: ୬ ଟଙ୍କା ପାଇଁ ୧୦ ...

  • ମୁଣ୍ଡନ ସଂସ୍କାର ସାରି ଫେରିବା ବେଳେ ...

  • ଇଣ୍ଡୋପାସିଫିକ୍ କମାଣ୍ଡ ନାଁରୁ ‘ଇଣ୍ଡୋ’ ...

  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ...

  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

  • ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

Home ›› ››ପେଟ୍ରୋଲ ସରିଗଲା ବୋଲି ରାଗରେ ବାଇକରୁ ଓହ୍ଲାଇଲେନି ସ୍ତ୍ରୀ, ଟାଣି ଟାଣି ନେଲେ ସ୍ୱାମୀ

ପେଟ୍ରୋଲ ସରିଗଲା ବୋଲି ରାଗରେ ବାଇକରୁ ଓହ୍ଲାଇଲେନି ସ୍ତ୍ରୀ, ଟାଣି ଟାଣି ନେଲେ ସ୍ୱାମୀ

2023-03-04 20:08:36
15454
Share:
Facebook
Twitter
E-Mail
WhatsApp
Telegram
ପେଟ୍ରୋଲ ସରିଗଲା ବୋଲି ରାଗରେ ବାଇକରୁ ଓହ୍ଲାଇଲେନି ସ୍ତ୍ରୀ, ଟାଣି ଟାଣି ନେଲେ ସ୍ୱାମୀ

ମୋତେ ଏମିତି ସ୍ତ୍ରୀ ମିଳୁ ଯିଏ ମୋ ସାଥୀରେ ଚାଲିବ । ସାଥୀ ହୋଇ ସୁଖ ଦୁଃଖରେ ରହିବ । ସବୁ ପୁଅଙ୍କ ଇଚ୍ଛା ପ୍ରାୟତଃ ଏମିତି ଥାଏ । ହେଲେ ଏହି ଭିଡିଓ ଦେଖିଲେ ସ୍ତ୍ରୀର ସଂଜ୍ଞା ବଦଳିଯିବ । ଭିଡିଓ ଯେତିକି ମଜାଦାର ସେତିକି ଦୁଃଖଦ ମଧ୍ୟ । ଭିଡିଓରେ ଦେଖିବାକୁ ମିଳୁଛି ଯେ, ଜଣେ ସ୍ୱାମୀ ସ୍ତ୍ରୀଙ୍କୁ ବାଇକରେ ନେଇ ଯାଉଛନ୍ତି । ଏଠି ପ୍ରଶ୍ନ ଉଠିବ ଯେ, ଏଥିରେ ଅଜବ କ’ଣ? ଅଜବ କଥା ହେଉଛି, ସ୍ୱାମୀ ଜଣକ ଚାଲି ଚାଲି ବାଇକ୍‌କୁ ଠେଲି ନେଉଛନ୍ତି ଆଉ ସ୍ତ୍ରୀ ମଜାରେ ବାଇକ୍ ଉପରେ ବସିଛି । ଉତ୍ତରପ୍ରଦେଶର କୋୖସୁମ୍ବିରୁ ଏହି ଭିଡିଓଟି ସାମ୍ନାକୁ ଆସିଛି ।

କୁହାଯାଉଛି ଯେ ସ୍ୱାମୀ-ସ୍ତ୍ରୀ ବାଇକରେ ଯାଉଥିଲେ । ତେବେ ଅଧାବାଟରେ ବାଇକରୁ ପେଟ୍ରୋଲ ସରିଯାଇଥିଲା। ଆଉ ଏହାକୁ ନେଇ ସ୍ତ୍ରୀ ରାଗିଯାଇଥିଲେ । ସେ ଜିଦ ଧରିଥିଲେ ଯେ ଯାହା ବି ହେଇଯାଉ ଗାଡ଼ିରୁ ଓହ୍ଲାଇବେ ନାହିଁ । ଏହାପରେ ସ୍ୱାମୀ ତାଙ୍କୁ ଅନୁରୋଧ କରିଥିଲେ ଯେ ଗାଡ଼ିରୁ ଓହ୍ଲାଇଲେ ଗଡେଇ ଗଡେଇ ନେବେ । ତଥାପି ସ୍ତ୍ରୀ ରାଜି ହୋଇନଥିଲେ ଓ କହିଥିଲେ ଯେ ଗାଡ଼ିରୁ ଓହ୍ଲାଇବେ ନାହିଁ ଆଉ ସେ ପଛେ ଭିଡି ଭିଡି ନିଅନ୍ତୁ । ଶେଷରେ ସ୍ୱାମୀ ଜଣକ ବାଇକକୁ ଟାଣି ଟାଣି ନେଇଥିଲେ ଓ ପତ୍ନୀ ସେଭଳି ବସିରହିଥିଲେ । ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି । 

Powered by Froala Editor

Tags stree

Related articles Odisha News Lens 4.1

  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

    13775
    Jun 17, 2026
  • ପୁଣି ଏକ ଆତ୍ମହତ୍ୟା ମାମଲା, ଜୀବନ ହାରିଦେଲେ ୧୯ ବର୍ଷୀୟା ନିଟ୍ ଆଶାୟୀ
    ଦେଶ-ଦେଶାନ୍ତର

    ପୁଣି ଏକ ଆତ୍ମହତ୍ୟା ମାମଲା, ଜୀବନ ହାରିଦେଲେ ୧୯ ବର୍ଷୀୟା ନିଟ୍ ଆଶାୟୀ

    13326
    Jun 18, 2026
  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!
    ଦେଶ-ଦେଶାନ୍ତର

    କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

    14154
    Jun 17, 2026
  • ଇଣ୍ଡୋପାସିଫିକ୍ କମାଣ୍ଡ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା
    ଦେଶ-ଦେଶାନ୍ତର

    ଇଣ୍ଡୋପାସିଫିକ୍ କମାଣ୍ଡ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

    14111
    Jun 18, 2026
  • ମୁଣ୍ଡନ ସଂସ୍କାର ସାରି ଫେରିବା ବେଳେ ଦୁର୍ଘଟଣାରେ ସାତ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଣ୍ଡନ ସଂସ୍କାର ସାରି ଫେରିବା ବେଳେ ଦୁର୍ଘଟଣାରେ ସାତ ଜଣଙ୍କ ମୃତ୍ୟୁ

    14708
    Jun 18, 2026
  • ପେପର ବ୍ୟାଗ୍ ମାମଲା: ୬ ଟଙ୍କା ପାଇଁ ୧୦ ହଜାର ଫାଇନ୍
    ଦେଶ-ଦେଶାନ୍ତର

    ପେପର ବ୍ୟାଗ୍ ମାମଲା: ୬ ଟଙ୍କା ପାଇଁ ୧୦ ହଜାର ଫାଇନ୍

    14421
    Jun 18, 2026
  • ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ
    ଦେଶ-ଦେଶାନ୍ତର

    ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

    14687
    Jun 17, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ
    ବିଶେଷ

    ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15474
    Jun 18, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ...
    ବାଣିଜ୍ୟ

    ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ...

    15485
    Jun 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡୋପାସିଫିକ୍ କମାଣ୍ଡ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

    14111
    Jun 18, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

    13775
    Jun 17, 2026
  • ଦେଶ-ଦେଶାନ୍ତର

    ପୁଣି ଏକ ଆତ୍ମହତ୍ୟା ମାମଲା, ଜୀବନ ହାରିଦେଲେ ୧୯ ବର୍ଷୀୟା ନିଟ୍ ଆଶାୟୀ

    13326
    Jun 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16932
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17549
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17599
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17994
    Sep 06, 2023

ବିଶେଷ

  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15474
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14883
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14392
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15078
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13677
    Jun 10, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13687
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14859
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15474
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15223
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

    13775
    Jun 17, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15474
    Jun 18, 2026
  • ମୁଣ୍ଡନ ସଂସ୍କାର ସାରି ଫେରିବା ବେଳେ ଦୁର୍ଘଟଣାରେ ସାତ ଜଣଙ୍କ ମୃତ୍ୟୁ

    14708
    Jun 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In