Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ...

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

ରାଜ୍ୟ
Home ›› ରାଜ୍ୟ ›› ହୋଲିରେ ପ୍ରବଳ ବର୍ଷା ସମ୍ଭାବନା

ହୋଲିରେ ପ୍ରବଳ ବର୍ଷା ସମ୍ଭାବନା

2023-03-05 05:25:05
14151
Share:
Facebook
Twitter
E-Mail
WhatsApp
Telegram
 ହୋଲିରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ : ହୋଲିରେ ବର୍ଷା ସମ୍ଭାବନା ରହିଛି । ଆଇଏମଡି ଅନୁସାରେ ୭ ମାର୍ଚ୍ଚରେ ପଶ୍ଚିମ ମଧ୍ୟ ପ୍ରଦେଶ, ବିଦର୍ଭ, ଉତ୍ତର ମଧ୍ୟ ମହାରାଷ୍ଟ୍ର ଏବଂ ମରାଠବାଡାରେ ବର୍ଷା ହେବା ସହ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨ ଦିନରେ ଉତ୍ତର ପଶ୍ଚିମ ଭାରତରେ ବର୍ଷା ସହ ୨୦-୩୦ କିମି ପ୍ରତି ଘଣ୍ଟା ପବନ ବହିବା ସମ୍ଭାବନା ରହିଛି । ଆଇଏମଡି ଝାରଖଣ୍ଡ, ଗଙ୍ଗୀୟ ପଶ୍ଚିମବଙ୍ଗ ଏବଂ ଓଡିଶାରେ ମଧ୍ୟ ଅନେକ ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି । ଯଦିଓ ରାଜସ୍ଥାନ, ପଶ୍ଚିମ ମଧ୍ୟ ପ୍ରଦେଶ, ଗୁଜରାତ, ମରାଠୱାଡା ଏବଂ ମଧ୍ୟ ମହାରାଷ୍ଟ୍ରରେ ଅଲଗା ଅଲଗା ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ଓଡ଼ିଶାରେ  ଆହୁରୀ କଲବଲ କରିବ ତାତି। ରାଜ୍ୟରେ ବଢ଼ିବ ତାପମାତ୍ର। ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ୭ ଓ ୮ ତାରିଖରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି ।

Powered by Froala Editor

Tags Rain

Related articles Odisha News Lens 4.1

  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15439
    Jun 20, 2026
  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ
    ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14369
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15220
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14129
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ
    ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15287
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15096
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13786
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    14973
    Jun 20, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13575
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15096
    Jun 20, 2026
  • ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14129
    Jun 21, 2026
  • ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14369
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16935
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17554
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17602
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17996
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14129
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15287
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14203
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15713
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14929
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13766
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14865
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15478
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15227
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14418
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    14973
    Jun 20, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13575
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In