Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମାତାପିତା ହେବେ କଟ୍ରିନା-ବିକି କୌଶଲ

  • ବନତାରାକୁ କ୍ଲିନ୍ ଚିଟ୍

  • ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା ...

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ...

  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ...

  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ...

  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ...

  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

ବିଶେଷ
Home ›› ବିଶେଷ ››ଏହି ସବୁ ଖାଦ୍ୟ ଖାଆନ୍ତୁ, ଝଡ଼ିବନି କେଶ

ଏହି ସବୁ ଖାଦ୍ୟ ଖାଆନ୍ତୁ, ଝଡ଼ିବନି କେଶ

2023-03-06 05:29:51
15920
Share:
Facebook
Twitter
E-Mail
WhatsApp
Telegram
ଏହି ସବୁ ଖାଦ୍ୟ ଖାଆନ୍ତୁ, ଝଡ଼ିବନି କେଶ

ବିଭିନ୍ନ ପ୍ରକାରର ରାସାୟନିକ ସାମଗ୍ରୀ‌ର ପ୍ରଭାବରେ ହେଉ କିମ୍ବା  ଅତ୍ୟାଧିକ ପ୍ରଦୂଷଣ, ହର୍‌ମୋନ୍‌ ପରିବର୍ତ୍ତନ, କିମ୍ବା ଭିଟାମିନ୍‌ ଅଭାବରୁ ହେଉ କେଶ ଝଡ଼ିବା ଆଜିକାଲି ଏକ ସାଧାରଣ ସମସ୍ୟା। ଶରୀରର ଆଉ କିଛି ସମସ୍ୟା ହେଲେ ଯେତିକି ଚିନ୍ତା ହୋଇ ନଥାଏ କେଶ ଝଡ଼ିଥିଲେ କିନ୍ତୁ ଗଭୀର ମାତ୍ରାରେ ଦୁଃଖ ଲାଗିଥାଏ। କିପରି ଭାବେ ଏହି ସମସ୍ୟାକୁ ରୋକାଯାଇ ପାରିବ ସେ ବିଷୟରେ ଚିନ୍ତା ସବୁବେଳେ ମୁଣ୍ଡରେ ଚାଲିଥ‌ାଏ। କେଶ ଝଡ଼ିବା ଦୁଃଖରେ ଆସି ଆମେ ଅନେକ ପ୍ରକାରର ଜିନିଷ କେଶରେ ପ୍ରୟୋଗ କରିଥାଉ। ମାତ୍ର ମନେ ରଖନ୍ତୁ କୌଣସି ରସାୟନର ପ୍ରୟୋଗରେ ନୁହେଁ ଖାଦ୍ୟପେୟରେ ସତର୍କତା ଅବଲମ୍ବନ କଲେ କେଶ ଝଡ଼ିବା ହ୍ରାସ ପାଇଥାଏ।

ଦିନକୁ ଅତି କମ୍‌ରେ ଗୋଟିଏ ପାଚିଲା କଦଳୀ ଖାଆନ୍ତୁ। କଦଳୀରେ ପ୍ରଚୁର ପରିମାଣର ଆଇରନ୍‌ ରହିଛି। ଆଇରନ୍‌ ଅଭାବରୁ ବି କେଶ ଝଡ଼ିଥାଏ।   ପାରୁଛନ୍ତି ଯଦି ସକାଳେ କିମ୍ବା ସଂଧ୍ୟାରେ ଗୋଟାଏ ସିଝା ଅଣ୍ଡା ଖାଆନ୍ତୁ। ସିଝା ଅଣ୍ଡାରେ ପ୍ରୋଟିନ୍‌ ରହିଛି। ଶରୀରରେ ପ୍ରୋଟିନ୍‌ ଭରପୂର ରହିଲେ କେଶ ଝଡ଼ିବା ସମସ୍ୟା ଦୂର ହୋଇଯିବ। ମୌସମ୍ବି ଜୁସ୍‌ ପିଅନ୍ତୁ। ମୌସୁମ୍ବି ଜୁସ୍‌ ଉଭୟ କେଶ ଓ ତ୍ୱଚା ପାଇଁ ଭଲ ହୋଇଥାଏ। ଏହି ଜୁସ୍‌ ପିଇଲେ କେଶ ଝଡ଼ିବା ସମସ୍ୟା କମ୍‌ ହେବା ସହ ତ୍ୱଚା ବି ଭଲ ରହିଥାଏ।। କାଜୁ ବାଦାମ ଖାଇବା ବି କେଶ ପାଇଁ ଭଲ ହୋଇଥାଏ। କାଜୁ ବ୍ୟତୀତ ଆଲମଣ୍ଡ୍‌, ବାଦାମ, କିସ୍‌ମିସ୍‌ ଆଦି ଦୈନିକ ଖାଇଲେ କେଶ ଝଡ଼ିବା କମ ହୋଇଥାଏ।

Powered by Froala Editor

Tags Hair

Related articles Odisha News Lens 4.1

  • ମାତାପିତା ହେବେ କଟ୍ରିନା-ବିକି କୌଶଲ
    ମନୋରଞ୍ଜନ

    ମାତାପିତା ହେବେ କଟ୍ରିନା-ବିକି କୌଶଲ

    14824
    Sep 15, 2025
  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15613
    Sep 15, 2025
  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’
    ଦେଶ-ଦେଶାନ୍ତର

    ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13865
    Sep 14, 2025
  • ବନତାରାକୁ କ୍ଲିନ୍ ଚିଟ୍
    ଦେଶ-ଦେଶାନ୍ତର

    ବନତାରାକୁ କ୍ଲିନ୍ ଚିଟ୍

    14122
    Sep 15, 2025
  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

    15097
    Sep 14, 2025
  • ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା କଅଁଳ ଜୀବନ
    ଦେଶ-ଦେଶାନ୍ତର

    ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା କଅଁଳ ଜୀବନ

    15322
    Sep 15, 2025
  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...
    ଦେଶ-ଦେଶାନ୍ତର

    ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...

    14397
    Sep 15, 2025
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ
    ବିଶେଷ

    ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14481
    Sep 15, 2025
  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’
    ମନୋରଞ୍ଜନ

    ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

    14657
    Sep 14, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ମାତାପିତା ହେବେ କଟ୍ରିନା-ବିକି କୌଶଲ

    14824
    Sep 15, 2025
  • ଦେଶ-ଦେଶାନ୍ତର

    ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13865
    Sep 14, 2025
  • ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15613
    Sep 15, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16729
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16828
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17188
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15645
    Apr 03, 2021

ବିଶେଷ

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14481
    Sep 15, 2025
  • କେଉଁଠି ଖର୍ଚ୍ଚ କରିବେ, ନ କରିବେ ଜାଣନ୍ତୁ .....

    13767
    Sep 13, 2025
  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14516
    Sep 11, 2025
  • ଅଦା ପାଣି ଦୂର କରେ ପେଟର ଏହି ସମସ୍ୟା

    15789
    Sep 11, 2025
  • କଞ୍ଚା ଅମୃତଭଣ୍ଡା ରସ ଅନେକ ରୋଗ କରେ ଦୂର

    15540
    Sep 10, 2025

ବାଣିଜ୍ୟ

ଶସ୍ତା ହେଲା ସୁନା

GST ପରିଷଦର 56ତମ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି, ଯାହାର ପ୍ରଭାବ ସିଧାସଳଖ ବଜାର ଉପରେ ଦେଖାଯାଉଛି। ଏହି ବୈଠକ ପରେ ସାରା ଦେଶରେ ସୁନା ଦର ମଧ୍ୟ ହ୍ରାସ ପାଇଛି। MCX ଉପରେ ରୂପାର ମୂଲ୍ୟ ମଧ୍ୟ ହ୍ରାସ ପାଇଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୭, ୯୫୦ ଟଙ୍କା ହୋଇଥିବା ବେଳେ ...

  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14916
    Sep 03, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

    14335
    Sep 02, 2025
  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15571
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15232
    Aug 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ଗ୍ରାହକ

    14397
    Sep 15, 2025
  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15613
    Sep 15, 2025
  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

    14657
    Sep 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In