Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ପେଡ୍ଡୀ’ର ଟ୍ରେଲର୍‌ ରିଲିଜ୍‌

  • ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ...

  • ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ...

  • ଟେମ୍ପୋ ଉପରେ ମାଡ଼ିଗଲା କଣ୍ଟେନର: ୧୩ ମୃତ, ...

  • ୫ ଦିନରେ ୨ ଥର ବଢିଲା ବଢ଼ିଲା ପେଟ୍ରୋଲ ଓ ...

  • ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ...

  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର ...

  • ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ ...

  • କାଣ୍ଡଲା ବନ୍ଦରରେ ପହଞ୍ଚିଲା ୨୦ ହଜାର ...

  • ଆସୁଛି ମୌସୁମୀ, ତାମିଲନାଡୁ ସହିତ ଅନେକ ...

ରାଜ୍ୟ
Home ›› ରାଜ୍ୟ ››ସଂକ୍ରମଣ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା : ୧୦ ଦିନ ରାଜ୍ୟରେ ଚାଲିବ ସ୍ପେଶାଲ ଡ୍ରାଇଭ୍

ସଂକ୍ରମଣ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା : ୧୦ ଦିନ ରାଜ୍ୟରେ ଚାଲିବ ସ୍ପେଶାଲ ଡ୍ରାଇଭ୍

2021-04-06 19:29:13
13676
Share:
Facebook
Twitter
E-Mail
WhatsApp
Telegram
ସଂକ୍ରମଣ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା : ୧୦ ଦିନ ରାଜ୍ୟରେ ଚାଲିବ ସ୍ପେଶାଲ ଡ୍ରାଇଭ୍
କରୋନା ସ୍ଥିତିକୁ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଉଚ୍ଚଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟରେ ୧୦ ଦିନ ସ୍ପେଶାଲ ଡ୍ରାଇଭ୍ କରିବାକୁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ସଂକ୍ରମଣ ହ୍ରାସ କରିବାକୁ ଅଧିକ ପୋଲିସ ମୁତୟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ସଂକ୍ରମଣ ବ୍ୟାପୁଥିବା ପଶ୍ଚିମ ଓଡିଶା ପ୍ରତି ସ୍ଵତନ୍ତ୍ର ନଜର ରଖିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ୍ବୁଲାନ୍ସ ଓ ଅକ୍ସିଜେନ୍‌ ବ୍ୟବସ୍ଥା ପ୍ରସ୍ତୁତ ରଖିବା ସହ କରୋନା ମୁକାବିଲା ପାଇଁ ହସ୍ପିଟାଲ୍‌ ଭିତ୍ତିଭୂମି ଦୃଢ଼ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି। ଆମ୍ବୁଲାନ୍ସ ନଆସିବା, ହସ୍ପିଟାଲରେ ବେଡ୍‌ ନଥିବା ଗ୍ରହଣ କରାଯିବନି। ଏନେଇ ଯେମିତି କିଛି ଅଭିଯୋଗ ନଆସିବ, ସେଥିପାଇଁ ସମସ୍ତେ ଦାୟିତ୍ବ ସମ୍ପନ୍ନ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପଶ୍ଚିମ ଓଡ଼ିଶାକୁ ତୁରନ୍ତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ପଠାଇବା ସହ ସ୍ଥିତି ଅନୁଧ୍ୟାନ କରି ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଛତିଶଗଡ଼ ସୀମାନ୍ତ ଜିଲା ଉପରେ ରାଜ୍ୟ ସରକାର ଫୋକସ୍‌ ଦେଇଛନ୍ତି। ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡିକ ଉପରେ ସତର୍କ ନଜର ରଖାଯିବ। ଓଡ଼ିଶାର ସୀମାନ୍ତବର୍ତ୍ତି ଜିଲାଗୁଡ଼ିକରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖ ଗ୍ରାଉଣ୍ଡ ଜିରୋକୁ ଯାଇ ସେଠାକାର ସ୍ଥିତି ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। ଏହାଛଡ଼ା ପଶ୍ଚିମ ଓଡ଼ିଶାରେ ଅଧିକ ସଂଖ୍ୟକ ଡାକ୍ତର, ପାରାମେଡିକାଲ୍‌ ଷ୍ଟାଫ୍‌ ଓ ଲ୍ୟାବ୍‌ ଟେକ୍ନିସିଆନ୍‌ ମୁତୟନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାାପାତ୍ର, ରାଜ୍ୟର ସବୁ ଜିଲ୍ଲାପାଳ ଓ ବରିଷ୍ଠ ପ୍ରଶାସନିକ ଓ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, କରୋନା ସଂକ୍ରମଣ କାରଣରୁ ଛତିଶଗଡ ସୀମାରେ ଥିବା ରାଜ୍ୟର ୧୦ ଜିଲ୍ଲାରେ ଏପ୍ରିଲ ୫ ତାରିଖରୁ ରାତ୍ରକାଳୀନ କର୍ଫ୍ୟୁ ଲାଗୁ ହୋଇଛି। ରାତି ୧୦ଟାରୁ ସକାଳ ୫ଟା ଯାଏଁ ଏହି କର୍ଫ୍ୟୁ ବଳବତ୍ତର ରହିବ। ଏହି ସମୟରେ ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଲେ ବାକି ସମସ୍ତ ଗତିବିଧି ବନ୍ଦ ରହିବ। ଅନ୍ୟ ଆଦେଶ ନ ଆସିବା ପର୍ଯ୍ୟନ୍ତ ଏହି ରାତ୍ରକାଳୀନ କର୍ଫ୍ୟୁ ସୀମାନ୍ତ ୧୦ ଜିଲ୍ଲା ମାଲକାନଗିରି, କୋରାପୁଟ, ନୂଆପଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସମ୍ବଲପୁର, ଝାରସୁଗୁଡା ସୁନ୍ଦରଗଡରେ ଲାଗୁ ରହିବ।
Tags covid situation

Related articles Odisha News Lens 4.1

  • ଟେମ୍ପୋ ଉପରେ ମାଡ଼ିଗଲା କଣ୍ଟେନର: ୧୩ ମୃତ, ୨୫ ଗୁରୁତର
    ଦେଶ-ଦେଶାନ୍ତର

    ଟେମ୍ପୋ ଉପରେ ମାଡ଼ିଗଲା କଣ୍ଟେନର: ୧୩ ମୃତ, ୨୫ ଗୁରୁତର

    14721
    May 19, 2026
  • ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ
    ରାଜନୀତି

    ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ

    14180
    May 18, 2026
  • ‘ପେଡ୍ଡୀ’ର ଟ୍ରେଲର୍‌ ରିଲିଜ୍‌
    ମନୋରଞ୍ଜନ

    ‘ପେଡ୍ଡୀ’ର ଟ୍ରେଲର୍‌ ରିଲିଜ୍‌

    14703
    May 19, 2026
  • ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ସେୟାର କଲେ କ୍ୟାଟ୍ରିନା
    ମନୋରଞ୍ଜନ

    ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ସେୟାର କଲେ କ୍ୟାଟ୍ରିନା

    14016
    May 19, 2026
  • ଆସୁଛି ମୌସୁମୀ, ତାମିଲନାଡୁ ସହିତ ଅନେକ ଜିଲ୍ଲାରେ ବର୍ଷା
    ଦେଶ-ଦେଶାନ୍ତର

    ଆସୁଛି ମୌସୁମୀ, ତାମିଲନାଡୁ ସହିତ ଅନେକ ଜିଲ୍ଲାରେ ବର୍ଷା

    14044
    May 18, 2026
  • ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ହଟିବେ ବୁଲା କୁକୁର
    ଦେଶ-ଦେଶାନ୍ତର

    ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ହଟିବେ ବୁଲା କୁକୁର

    15492
    May 19, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?
    ବିଶେଷ

    ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    13976
    May 18, 2026
  • ୫ ଦିନରେ ୨ ଥର ବଢିଲା ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର
    ଦେଶ-ଦେଶାନ୍ତର

    ୫ ଦିନରେ ୨ ଥର ବଢିଲା ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

    13405
    May 19, 2026
  • ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ କେର୍‌ ଷ୍ଟାର୍ମର !
    ଦେଶ-ଦେଶାନ୍ତର

    ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ କେର୍‌ ଷ୍ଟାର୍ମର !

    14802
    May 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ସେୟାର କଲେ କ୍ୟାଟ୍ରିନା

    14016
    May 19, 2026
  • ମନୋରଞ୍ଜନ

    ‘ପେଡ୍ଡୀ’ର ଟ୍ରେଲର୍‌ ରିଲିଜ୍‌

    14703
    May 19, 2026
  • ଦେଶ-ଦେଶାନ୍ତର

    ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ହଟିବେ ବୁଲା କୁକୁର

    15492
    May 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16864
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17480
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17531
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17916
    Sep 06, 2023

ବିଶେଷ

  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    13976
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15416
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15024
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15524
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16088
    May 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15406
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15146
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15638
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13968
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ସେୟାର କଲେ କ୍ୟାଟ୍ରିନା

    14016
    May 19, 2026
  • ‘ପେଡ୍ଡୀ’ର ଟ୍ରେଲର୍‌ ରିଲିଜ୍‌

    14703
    May 19, 2026
  • ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ହଟିବେ ବୁଲା କୁକୁର

    15492
    May 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In