Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା ...

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

Home ›› ››ମାର୍ଚ୍ଚ ୩୧ ପର୍ୟ୍ୟନ୍ତ ପାନ୍ ଏବଂ ଆଧାର କାର୍ଡକୁ ସଂଯୋଗ ଅବଧି

ମାର୍ଚ୍ଚ ୩୧ ପର୍ୟ୍ୟନ୍ତ ପାନ୍ ଏବଂ ଆଧାର କାର୍ଡକୁ ସଂଯୋଗ ଅବଧି

2023-03-06 09:56:17
16378
Share:
Facebook
Twitter
E-Mail
WhatsApp
Telegram
ମାର୍ଚ୍ଚ ୩୧ ପର୍ୟ୍ୟନ୍ତ ପାନ୍ ଏବଂ ଆଧାର କାର୍ଡକୁ ସଂଯୋଗ ଅବଧି

ନୂଆଦିଲ୍ଲୀ: ପାନ୍ ଏବଂ ଆଧାର କାର୍ଡକୁ ସଂଯୋଗ କରିବାର ଶେଷ ତାରିଖ ଚଳିତମାସ ଅର୍ଥାତ୍‌ ମାର୍ଚ୍ଚ ୩୧ ତାରିଖ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ଅବଧି ମଧ୍ୟରେ ପାନ୍‌-ଆଧାର ସଂଯୋଗ କରା ନ ଗଲେ ପାନ୍ କାର୍ଡ ଅବୈଧ ଘୋଷିତ ହେବ ବା ବ୍ଲକ୍‌ ହୋଇଯିବ ବୋଲି କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ପକ୍ଷରୁ ସୂଚନା ଦିଆଯାଇଛି। ଏହି ସୂଚନା ଅନୁଯାୟୀ, ଯଦି ପାନ୍ କାର୍ଡଧାରୀମାନେ ମାର୍ଚ୍ଚ ୩୧ ସୁଦ୍ଧା ସରକାର ଦେଇଥିବା ନିର୍ଦ୍ଦେଶକୁ ଅନୁପାଳନ ନ କରନ୍ତି, ତା’ହେଲେ ସେମାନେ ରିଟର୍ଣ୍ଣ ଦାଖଲରେ ସମସ୍ୟା ସହ ଟିକସ ସମ୍ବନ୍ଧୀୟ ଲାଭ ପାଇବାରେ ଅସୁବିଧାର ସମ୍ମୁଖୀନ ହେବେ। ନିକଟରେ ସିବିଡିଟି ଅଧ୍ୟକ୍ଷ ନୀତିନ୍‌ ଗୁପ୍ତା କହିଛନ୍ତି ଯେ ଦେଶରେ ମୋଟ ୬୧ କୋଟି ପାନ କାର୍ଡଧାରୀଙ୍କ ମଧ୍ୟରୁ ଏ ପର୍ୟ୍ୟନ୍ତ ପ୍ରାୟ ୪୮ କୋଟି ଆଧାର ସହ ସଂଯୋଗୀକୃତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଅନେକ ପାନ୍‌ କାର୍ଡ ଆଧାର ସହିତ ସଂଯୋଗ ହୋଇନାହିଁ, କିନ୍ତୁ ମାର୍ଚ୍ଚ ୩୧ ଶେଷ ସୁଦ୍ଧା ଏହି କାର୍ୟ୍ୟ ଶେଷ ହେବ ବୋଲି ଆଶା କରାଯାଉଛି। ତେଣୁ ମାର୍ଚ୍ଚ ୩୧ ସୁଦ୍ଧା ଆଧାର ସହିତ ସଂଯୋଗ ହୋଇ ନ ଥିବା ବ୍ୟକ୍ତିଗତ ପାନ୍ କାର୍ଡ ଏହି ତାରିଖ ପରେ ନିଷ୍କ୍ରିୟ ହୋଇଯିବ। ଏହା ସହିତ ସରକାର କହିଛନ୍ତି ଯେ ମାର୍ଚ୍ଚ ୩୧ ପର୍ୟ୍ୟନ୍ତ ପାନ୍‌ କାର୍ଡ ସହ ଆଧାର ସଂଯୋଗ କରିବା ପାଇଁ ୧୦୦୦ ଟଙ୍କା ଜୋରିମାନା ଦେବାକୁ ପଡ଼ିବ। ଯଦି ଉଭୟ ଆଧାର ଏବଂ ପାନ୍‌କାର୍ଡରେ ଟିକସଦାତାଙ୍କ ନାମ ଏବଂ ଜନ୍ମ ତାରିଖ ସମାନ ବୋଲି ଜଣାପଡେ, ତେବେ ଏହା ସଂଯୁକ୍ତ ହେବ।

Powered by Froala Editor

Tags Adhar and pan card

Related articles Odisha News Lens 4.1

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14810
    May 09, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15503
    May 09, 2026
  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ
    ଦେଶ-ଦେଶାନ୍ତର

    ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14747
    May 10, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା
    ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14411
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15212
    May 10, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14055
    May 08, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14392
    May 09, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15641
    May 09, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15153
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15212
    May 10, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14747
    May 10, 2026
  • ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15641
    May 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17515
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15641
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14454
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15426
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15173
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13974
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14411
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15212
    May 10, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15153
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In