Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 20, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

ରାଜ୍ୟ
Home ›› ରାଜ୍ୟ ››ମାଟ୍ରିକ୍ ପରୀକ୍ଷା: କପି ନିୟନ୍ତ୍ରଣ ପାଇଁ ୩୬ ସ୍ପେସାଲ୍‌ ସ୍କ୍ୱାଡ୍‌ ଗଠନ

ମାଟ୍ରିକ୍ ପରୀକ୍ଷା: କପି ନିୟନ୍ତ୍ରଣ ପାଇଁ ୩୬ ସ୍ପେସାଲ୍‌ ସ୍କ୍ୱାଡ୍‌ ଗଠନ

2023-03-07 07:30:41
15240
Share:
Facebook
Twitter
E-Mail
WhatsApp
Telegram
ମାଟ୍ରିକ୍ ପରୀକ୍ଷା: କପି ନିୟନ୍ତ୍ରଣ ପାଇଁ ୩୬ ସ୍ପେସାଲ୍‌ ସ୍କ୍ୱାଡ୍‌ ଗଠନ

କଟକ: ଆସନ୍ତା ୧୦ ତାରିଖରୁ ୨୦ ତାରିଖ ପର୍ୟ୍ୟନ୍ତ ଚାଲିବ ମାଟ୍ରିକ୍‌ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ମାଟ୍ରିକ ସମେଟିଭ ଆସେସମେଣ୍ଟ(ଏସ୍‌ଏ)-୨ ପରୀକ୍ଷା ସହ ଷ୍ଟେଟ୍‌ ଓପନ ସ୍କୁଲ୍‌ ସାର୍ଟିଫିକେଟ୍‌ ଏବଂ ମଧ୍ୟମା ପରୀକ୍ଷା ହେବ । ଏଥିରେ ମାଟ୍ରିକ୍‌ ରେଗୁଲାର ଏବଂ ଏକ୍ସ ରେଗୁଲାର, ଏସ୍‌ଓଏସ୍‌ସି ଓ ମଧ୍ୟମା ପରୀକ୍ଷାର୍ଥୀଙ୍କୁ ମିଶାଇ ୫ ଲକ୍ଷ ୪୨ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ । ଏଥିଲାଗି ବୋର୍ଡ ପକ୍ଷରୁ ୩ ହଜାର ୩୧ ସେଣ୍ଟର ସ୍ଥିର କରାଯାଇଛି । ପ୍ରଶ୍ନପତ୍ର ଓ ଖାତା ଆଦି ଗଚ୍ଛିତ ରଖିବା ଲାଗି ୨୨ଟି ଥାନାକୁ ମିଶାଇ ୩୧୬ଟି ନୋଡାଲ୍‌ ସେଣ୍ଟର ରହିଛି। କନ୍ଧମାଳ ଜିଲ୍ଲାରେ ୭ଟି, କୋରାପୁଟରେ ୫ଟି ଓ ମାଲକାନଗିରିରେ ୧୦ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି ।

କପି ନିୟନ୍ତ୍ରଣ ପାଇଁ ବୋର୍ଡ ପକ୍ଷରୁ ୩୬ଟି ସ୍ପେସାଲ୍‌ ସ୍କ୍ୱାଡ୍‌ ଗଠନ କରାଯାଇଛି । ସେହିପରି ବିଭିନ୍ନ ଜିଲ୍ଲା ସ୍ତରରେ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ମାନଙ୍କ ଦ୍ୱାରା ୭୪ଟି ଫ୍ଲାଇଂ ସ୍କ୍ୱାଡ୍‌ କରାଯାଇଛି । ଏହାବାଦ୍‌ ଜିଲ୍ଲାପାଳମାନେ ମଧ୍ୟ ପୃଥକ ଭାବେ ସ୍କ୍ୱାଡ୍‌ ଗଠନ କରିବା ଲାଗି ବ୍ୟବସ୍ଥା କରିଛନ୍ତି ।  କପି ନିୟନ୍ତ୍ରଣ ଲାଗି ବୋର୍ଡ ପକ୍ଷରୁ ଗଠିତ ୩୬ଟି ସ୍ପେସାଲ ସ୍କ୍ୱାଡ୍‌ରେ ନିୟୋଜିତ କର୍ମଚାରୀମାନଙ୍କୁ ନେଇ ବୋର୍ଡ କାର୍ୟ୍ୟାଳୟରେ ଏକ ଶିବିର ଅନୁଷ୍ଠିତ ହୋଇଥିଲା । କେଉଁ ଜିଲ୍ଲାକୁ କେଉଁ ସ୍କ୍ୱାଡ୍‌ ଯିବ ଏବଂ ସ୍କ୍ୱାଡ୍‌ରେ ନିୟୋଜିତ କର୍ମଚାରୀମାନେ କପି ନିୟନ୍ତ୍ରଣ ପାଇଁ କି ପ୍ରକାର ପଦକ୍ଷେପ ନେବେ ସେ ସମ୍ପର୍କରେ ବୋର୍ଡ ସଭାପରି ରାମାଶିଷ ହାଜରା, ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ଓ ସମ୍ପାଦକ ସୁମିତ୍ରା ସରକାର ସ୍କ୍ୱାଡ୍‌ରେ ନିୟୋଜିତ କର୍ମଚାରୀଙ୍କୁ ଦାୟିତ୍ୱ ବଣ୍ଟନ କରିଥିଲେ ।

Powered by Froala Editor

Tags matric exam

Related articles Odisha News Lens 4.1

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14526
    Nov 19, 2025
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ
    ଦେଶ-ଦେଶାନ୍ତର

    ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

    13958
    Nov 19, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13871
    Nov 19, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13824
    Nov 18, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14884
    Nov 19, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    14048
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    15075
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14562
    Nov 19, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14563
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    15075
    Nov 18, 2025
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14563
    Nov 18, 2025
  • ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14873
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16857
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16953
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17298
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15770
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14526
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14506
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16167
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15184
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14458
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14725
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14316
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13960
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15029
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14884
    Nov 19, 2025
  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14563
    Nov 18, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13871
    Nov 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In