Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ...

  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ...

  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

Home ›› ››ସୋସିଆଲ୍ ମିଡିଆରେ ନିଆଁ ଲଗାଇଛି ବାଣୀ କପୁରଙ୍କ ହଟ୍ ଲୁକ୍‌

ସୋସିଆଲ୍ ମିଡିଆରେ ନିଆଁ ଲଗାଇଛି ବାଣୀ କପୁରଙ୍କ ହଟ୍ ଲୁକ୍‌

2023-03-08 12:14:05
15321
Share:
Facebook
Twitter
E-Mail
WhatsApp
Telegram
ସୋସିଆଲ୍ ମିଡିଆରେ ନିଆଁ ଲଗାଇଛି ବାଣୀ କପୁରଙ୍କ ହଟ୍ ଲୁକ୍‌

ମୁମ୍ବାଇ: ପୁଣି ଚର୍ଚ୍ଚାରେ ବାଣୀ କପୁର । ଏଥର କିଛି ଭିନ୍ନ ଅନ୍ଦାଜ୍‌ରେ ।  ହଟ୍ ଲୁକ୍‌ର ଫଟୋ ଏବେ ସୋସିଆଲ୍ ମିଡିଆରେ ନିଆଁ ଲଗାଇଛି ।  ଅନେକ ଫ୍ୟାନ୍ ଏହାକୁ ପସନ୍ଦ କରୁଥିବା ବେଳେ ଫଲୋର୍ସ ମଧ୍ୟ ବଢ଼ି ଚାଲିଛନ୍ତି । ବହୁତ ସୁନ୍ଦର କମେଣ୍ଟ ମଧ୍ୟ ମିଳୁଛି । କିଏ ତାଙ୍କୁ ପରୀ ବୋଲି ସମ୍ବୋଧନ କରୁଛି ତ ଆଉ କିଏ ଦିଲ୍ ରାନୀ ବୋଲି କହୁଛି । 

ନିକଟରେ ବାଣୀ କପୁର ତାଙ୍କ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ ଏକ ଫଟୋ ଅପଲୋଡ୍ କରିଥିଲେ । ଯେଉଁଥିରେ ସେ ଏକ ଧଳ ରଙ୍ଗର ଲୋ-ହାଇ ଡିପନେକ୍ ଡ୍ରେସ୍ ପିନ୍ଧିଥିଲେ । କ୍ୟାପସନ୍‌ରେ ଏହା ପ୍ୟାରିସ୍ ବୋଲି ଦର୍ଶାଇଥିଲେ । ଏହି ଫଟୋ ପୋଷ୍ଟ କରିବାର ଖୁବ୍ କମ୍ ସମୟରେ ଭାଇରାଲ୍ ହୋଇଥିଲା । ଫ୍ୟାନ୍‌ସମାନେ ତାଙ୍କ ପାଇଁ ଏକ ପ୍ରକାର ପାଗଳ ହୋଇଛନ୍ତି । 

ବାଣୀ କପୁରଙ୍କ ଏହି ଫଟୋରେ ୟୁଜର୍ସ ଅନେକ କମେଣ୍ଟ ଦେଇଛନ୍ତି । ଜଣେ ଲେଖିଛନ୍ତି ବହୁତ ସୁନ୍ଦର ଲାଗୁଛନ୍ତି । କିଛି ଜଣ ଲଭ୍ ସେଫ୍‌ର ଇମୋଜି ଦେଇଛନ୍ତି ।

ବାଣୀ କପୁର ଲୁକ୍ ଯେମିତି, ଆକ୍ଟିଂ ବି ସେମିତି । ସବୁଥିରେ ସେ ପରଙ୍ଗମ । ସେଥିପାଇଁ ଦର୍ଶକଙ୍କ ମନରେ ତାଙ୍କ ସ୍ଥାନ ସ୍ୱତନ୍ତ୍ର । ୨୦୧୩ରେ ସୁଧ ଦେଶୀ ରୋମାନ୍ସରୁ ନିଜର ବଲିଉଡ୍ ଯାତ୍ରା ଆରମ୍ଭ କରିଥିଲେ ବାଣୀ କପୁର । ଏହି ଫିଲ୍ମ ପାଇଁ ତାଙ୍କୁ ବେଷ୍ଟ ଡେବ୍ୟୁ ହିରୋଇନ ଭାବେ ପିଲ୍ମ ପେୟାର ପକ୍ଷରୁ ସୁରସ୍କାର ଦିଆଯାଇଥିଲା ।

ଏହାପରେ ହ୍ରିତିକ ରୋଶନଙ୍କ ସହିତ ୱାର ଫିଲ୍ମରେ ନଜର ଆସିଥିଲେ । ଯାହା ତାଙ୍କ କ୍ୟାରିୟର ଟର୍ଣ୍ଣିଂ ପଏଂଟ ସାଜିଥିଲା । ୨୦୨୨ରେ ଆସିଥିବା ରଣବୀର କପୁର ଷ୍ଟାରର ସମ୍ସେରା ମଧ୍ୟ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିଲା । ବାଣୀ କପୁର ଅଧିକ ଫିଲ୍ମ କରିନଥିଲେ ମଧ୍ୟ ଯେତିକି କରିଛନ୍ତି ପ୍ରାୟ ସବୁ ହିଟ୍ ହୋଇଛି । ଆଗାମୀ ଦିନରେ ଆହୁରି ଭଲ ଚଳଚ୍ଚିତ୍ର ଭେଟି ଦେବେ ବୋଲି ଏକ ସାକ୍ଷାତକାରରେ ବାଣୀ କହିଥିଲେ । ଏବେ ଦେଖିବାକୁ ବାକି ରହିଲା ଆଗାମୀ ଦିନରେ ସେ କେଉଁ ରୂପରେ ପରଦାକୁ ଆସୁଛନ୍ତି, ଆଉ କେମିତି ଦର୍ଶକଙ୍କ ମନ ଜିଣୁଛନ୍ତି ।

Powered by Froala Editor

Tags Vaani kapoor

Related articles Odisha News Lens 4.1

  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14594
    Feb 21, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13355
    Feb 22, 2026
  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ
    ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14814
    Feb 21, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13418
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13647
    Feb 22, 2026
  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ
    ଦେଶ-ଦେଶାନ୍ତର

    ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ

    14767
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14544
    Feb 22, 2026
  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର
    ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14335
    Feb 22, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14361
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13418
    Feb 22, 2026
  • ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14544
    Feb 22, 2026
  • ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13647
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17348
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17418
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17760
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16235
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15791
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14450
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15218
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15932
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15947
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14961
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14474
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16084
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15369
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14335
    Feb 22, 2026
  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14814
    Feb 21, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13355
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In