Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

Home ›› ››ମୁଁ ମୋ ବାପାଙ୍କ ଠାରୁ ଯୌନ ନର୍ଯାତନାର ଶୀକାର ହୋଇଛି

ମୁଁ ମୋ ବାପାଙ୍କ ଠାରୁ ଯୌନ ନର୍ଯାତନାର ଶୀକାର ହୋଇଛି

2023-03-08 16:04:09
14291
Share:
Facebook
Twitter
E-Mail
WhatsApp
Telegram
ମୁଁ  ମୋ ବାପାଙ୍କ ଠାରୁ ଯୌନ ନର୍ଯାତନାର ଶୀକାର ହୋଇଛି

ଭାରତୀୟ ଜନତା ପାର୍ଟିର ନେତା ତଥା ଜାତୀୟ ମହିଳା ଆୟୋଗର ସଦସ୍ୟା ଖୁସ୍‌ବୁ ସୁନ୍ଦର ବାପାଙ୍କ ବିଷୟରେ ସାଂଘାତିକ ଅଭିଯୋଗ ଆଣିଛନ୍ତି । ତାଙ୍କ ବାପାଙ୍କ ଦ୍ୱାରା ସେ ବାରମ୍ବାର ଅସଦାଚରଣର ଶିକାର ହୋଇଛନ୍ତି। ଏହି କଥା ପ୍ରକାଶ କରିବାକୁ ସେ ଲଜ୍ଜିତ ନୁହନ୍ତି ବୋଲି କହିଛନ୍ତି। ନିଜ ବାପାଙ୍କ ବିଷୟରେ କଳୁସିତ ଚରିତ୍ର ବିଷୟରେ କହିବାକୁ ମୁଁ ଲଜ୍ଜିତ ନୁହଁ। ମୁଁ ଏହାକୁ ସଚ୍ଚୋଟତାର ସହ କହିବାକୁ ଚାହୁଁଛି। କାରଣ ମୋ ସହିତ ଯାହ ଘଟିଛି ମୁଁ ତାକୁ ପ୍ରକାଶ କରିବାକୁ ଦ୍ୱିଧା ପ୍ରକାଶ କରେ ନାହିଁ ଏବଂ ମୋତେ ଲାଗୁଛି ଯେ ଦୋଷୀ ଏଥିପାଇଁ ଲଜ୍ଜିତ ହେବା ଉଚିିତ।

ଖୁସବୋ କହିଛନ୍ତି ଯେ, ମୋତେ ଯେତେବେଳେ ୮ ବର୍ଷ ହୋଇଥିଲା ମୁଁ  ମୋ ବାପାଙ୍କ ଠାରୁ ଯୌନ ନର୍ଯାତନାର ଶୀକାର ହୋଇଛି।  ସେ କହିଛନ୍ତି ଯେ, ମୁଁ କୌଣସି ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ନାହିଁ। ମୁଁ ଭାବୁଛି ମୋତେ ଲାଗୁଛି ଯେ ଦୋଷୀ ଏଥିପାଇଁ ଲଜ୍ଜିତ ହେବା ଉଚିତ।

ମୁଁ ଭାବୁଛି ମୋତେ ଏହି ବାର୍ତ୍ତା ଦେବା ଆବଶ୍ୟକ ଯେ ତୁମେ ଶକ୍ତିଶାଳୀ ହେବା ଉଚିତ ଏବଂ ନିଜ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। କୌଣସି କ୍ଷେତ୍ରରେ ନିଜ ମନରେ ହୀନମାନ୍ୟତା ଆଣିବାକୁ ଦିଅନ୍ତୁ ନାହିଁ। ମୁଁ ଭାବୁଛି ମହିଳାମାନେ ଏ ବିଷୟରେ କହିବା ଆବଶ୍ୟକ ଏବଂ ସେମାନେ ଜଣାନ୍ତୁ ଯେ ଏହା ମୋ ସହିତ ଘଟିଛି ଏବଂ ଯାହା ହେଉନା କାହିଁକି ମୁଁ ମୋର ଯାତ୍ରା ଜାରି ରଖିବି।

Powered by Froala Editor

Tags khusboo

Related articles Odisha News Lens 4.1

  •  ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା
    ଦେଶ-ଦେଶାନ୍ତର

    ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14301
    Feb 06, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13781
    Feb 05, 2026
  •  ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14713
    Feb 07, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14044
    Feb 05, 2026
  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    15082
    Feb 04, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13566
    Feb 06, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14896
    Feb 05, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14305
    Feb 06, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14759
    Feb 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14044
    Feb 05, 2026
  • ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15288
    Feb 06, 2026
  • ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13566
    Feb 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17326
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17397
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16219
    Apr 03, 2021

ବିଶେଷ

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15288
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15844
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14197
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14413
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14560
    Jan 29, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16057
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15332
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15744
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15498
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14305
    Feb 06, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14896
    Feb 05, 2026
  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13566
    Feb 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In