Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଏକାଠି ହେଲେ ମୋଦି, ଆନ୍ଥୋନି ଆଲବାନେସ, କରତାଳିରେ କମ୍ପିଲା ଷ୍ଟାଡିୟମ

ଏକାଠି ହେଲେ ମୋଦି, ଆନ୍ଥୋନି ଆଲବାନେସ, କରତାଳିରେ କମ୍ପିଲା ଷ୍ଟାଡିୟମ

2023-03-09 09:55:23
15302
Share:
Facebook
Twitter
E-Mail
WhatsApp
Telegram
 ଏକାଠି ହେଲେ ମୋଦି, ଆନ୍ଥୋନି ଆଲବାନେସ, କରତାଳିରେ କମ୍ପିଲା ଷ୍ଟାଡିୟମ

ଅହମ୍ମଦାବାଦ: ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଛି ଚତୁର୍ଥ ଟେଷ୍ଟ ମ୍ୟାଚ । ମ୍ୟାଚ ପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍‌ଥୋନୀ ଆଲବାନେସ ସେଠାରେ ପହଞ୍ଚି ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । ଦୁଇ ପ୍ରଧାନମନ୍ତ୍ରୀଙ୍କୁ ଏକାଠି ଦେଖି କରତାଳିରେ କମ୍ପିଥିଲା ଷ୍ଟାଡିୟମ ।  ଭାରତ ବର୍ତ୍ତମାନ ଚତୁର୍ଥ ଟେଷ୍ଟ ମ୍ୟାଚ ସିରିଜରେ ୨-୧ରେ ଆଗୁଆ ରହିଛି । ଯଦି ଭାରତୀୟ ଦଳ ଫାଇନାଲ ଟେଷ୍ଟ ଜିତେ, ତେବେ  ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ଦଳ ପ୍ରବେଶ କରପାରିବ, ଯେଉଁଠାରେ ଭାରତୀୟ ଦଳ ଜୁନ୍‌ ୭ ରୁ ଲଣ୍ଡନରେ ଅଷ୍‌ଟ୍ରେଲିଆ ସହିତ ମ୍ୟାଚ ଖେଳିବ । 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍‌ଥୋନୀ ଆଲବାନେସଙ୍କୁ ଏକତ୍ର କ୍ରିକେଟ୍‌ ମ୍ୟାଚ ଦେଖିବା ପୂର୍ବରୁ ଗୁଜୁରାଟର ଅହମ୍ମଦାବାଦ ସ୍ଥିତ ଏକ ଷ୍ଟାଡିୟମରେ ଉଭୟଙ୍କୁ ସମ୍ମାନର ସହ ଜୋରଦାର ଆନନ୍ଦ ଓ କରତାଳି ଦେଇ ତାଙ୍କସ୍ୱାଗତ କରାଯାଇଥିଲା । ଭାରତ ଏବଂ ଅଷ୍‌ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ପୂର୍ବରୁ ଗଲ୍ଫ କାର୍ଟରୁ ନିର୍ମିତ ଏକ କାରରେ ନରେନ୍ଦ୍ର ମୋଦି ଓ ଆନ୍ଥୋନୀ ଆଲବାନେସ ଷ୍ଟାଡିୟମରେ ବୁଲିଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଆଲବାନେସ୍‌ ନିଜ ଦଳର ଅଧିନାୟକ ରୋହିତ ଶର୍ମା ଏବଂ ଷ୍ଟିଭ୍‌ ସ୍ମିଥଙ୍କୁ ଶୁଭେଚ୍ଛା ଜଣାଇ ଟେଷ୍ଟ୍‌ କ୍ୟାପ୍‌ ଦେଇଥିଲେ ଏବଂ ଦଳ ସହ ହାତ ମିଳାଇଥିଲେ । ଦୁଇ ନେତା ବିସିସିଆଇ ଦ୍ୱାରା କ୍ରିକେଟ୍‌ ମାଧ୍ୟମରେ ୭୫ ବର୍ଷର ବନ୍ଧୁତ୍ୱର ପ୍ରତିନିଧିତ୍ୱ କରୁଥିବା ଫ୍ରେମ ହୋଇଥିବା କଳାକୃତି ମଧ୍ୟ ଉପସ୍ଥାପନ କରିଛନ୍ତି । ଭାରତ ଗସ୍ତରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ବୁଧବାର ଅହମ୍ମଦାବାଦରେ ପହଞ୍ଚିଛନ୍ତି । ଭାରତର ଅହମ୍ମଦାବାଦକୁ ଅବିଶ୍ୱସନୀୟ ଭାବେ ସ୍ୱାଗତ କରାଯାଇଥିବା ସେ କହିଛନ୍ତି । ଅଷ୍ଟ୍ରଲିଆ  ସମ୍ପର୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଯାତ୍ରା ଆରମ୍ଭ ବୋଲି ମଧ୍ୟ ସେ ଟୁଇଟ୍‌ କରିଛନ୍ତି ।ଆଲବାନିସ କହିଛନ୍ତି ଯେ ତାଙ୍କର ଏହି ଯାତ୍ରା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଗଭୀର କରିବା ଏବଂ ଆମ ଅଂଚଳରେ ସ୍ଥିରତା ଏବଂ ଅଭିବୃଦ୍ଧି ପାଇଁ ଏକ ଶକ୍ତି ବୋଲି ଦର୍ଶାଉଛି । 

 

https://twitter.com/AlboMP

ସୂଚନା ଅନୁସାରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ଦ୍ୱାରା ଆଲବାନେସଙ୍କୁ ସ୍ୱାଗତ କରାଯାଇଥିଲା, ଯିଏକି ଅଷ୍‌ଟ୍ରେଲୀୟ ପ୍ରଧାନମନ୍ତ୍ରୀଙ୍କ ସହିତ ମହାତ୍ମା ଗାନ୍ଧୀଙ୍କ ସାବରବତୀ ଆଶ୍ରମକୁ ମଧ୍ୟ ଆସିଥିଲେ ।

ନ୍ୟୁଜ୍‌ ଏଜେନ୍ସି ଏଏନଆଇ ଅନୁଯାୟୀ ଅଷ୍‌ଟ୍ରେଲିଆ ହାଇ କମିଶନର ବରୀ ଓ’ଫରେଲ କହିଛନ୍ତି ଯେ, ଉଭୟ ଦେଶକୁ ବାନ୍ଧି ରଖିଥିବା ଗୋଟିଏ ଜିନିଷ ହେଉଛି କ୍ରିକେଟ୍‌ ଏବଂ ଅହମ୍ମଦାବାଦରେ ହେବାକୁ ଥିବା ମ୍ୟାଚର ପ୍ରଥମ ଦିନରେ ଭାରତ ଏବଂ ଅଷ୍‌ଟ୍ରେଲିଆର ନେତାଙ୍କୁ ଦେଖିବା ବହୁତ ଭଲ ହେବ ।

https://twitter.com/narendramodi/status/1633700732858945536?t=RTecmxarCgaFEVOTA3dDmA&s=08

ଭାରତ ସୀମା-ଗାଭାସ୍କର ସିରିଜକୁ ୨-୧ରେ ଅଗ୍ରଣୀ ରହିଛି । ଫାଇନାଲ ଟେଷ୍ଟରେ ଏକ ବିଜୟ ନିଶ୍ଚିତ କରିବ ଯେ, ଦଳ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପବେଶ କରିବା ପାଇଁ ସକ୍ଷବମ ହେବ, ଏବଂ ଜୁନ୍‌ ୭ରୁ ଲଣ୍ଡନରେ ଅଷ୍ଟ୍ରେଲିଆ ସହିତ ମ୍ୟାଚ ଖେଳିବ । 

Powered by Froala Editor

Tags Test match

Related articles Odisha News Lens 4.1

  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14009
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13806
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15583
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14365
    Aug 15, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14458
    Aug 16, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14390
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15423
    Aug 15, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14746
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14120
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13806
    Aug 14, 2026
  • ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14458
    Aug 16, 2026
  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14120
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13304
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14769
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14561
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14399
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15978
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14240
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14362
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15266
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14638
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15423
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15583
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14390
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In