Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ

  • ଖାଦ୍ୟ ପ୍ୟାକେଟରେ ଲାଗିବ ସୂଚନା : ଅଧିକ ...

  • କଶ୍ୟପଙ୍କଠାରୁ ଅଲଗା ହେବେ ସାଇନା

  • ଦିଲ୍ଲୀର ଦୁଇଟି ସ୍କୁଲକୁ ବୋମା ଧମକ

  • ଅଧିକ ଚିକେନ ମାଗିବାରୁ ଯୁବକଙ୍କୁ ହତ୍ୟା

  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ...

  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ...

  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ...

  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ...

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

ରାଜ୍ୟ
Home ›› ରାଜ୍ୟ ››ଭିସୁଟ୍‌ ଛାତ୍ରୀ ଚିନ୍ମୟୀଙ୍କ ଡାଏଟମ୍ ଟେଷ୍ଟ ରିପୋର୍ଟରେ ଉଲ୍ଲେଖ ଅଛି ଏହା, ଜାଣନ୍ତୁ କ’ଣ?

ଭିସୁଟ୍‌ ଛାତ୍ରୀ ଚିନ୍ମୟୀଙ୍କ ଡାଏଟମ୍ ଟେଷ୍ଟ ରିପୋର୍ଟରେ ଉଲ୍ଲେଖ ଅଛି ଏହା, ଜାଣନ୍ତୁ କ’ଣ?

2023-03-11 07:39:18
13729
Share:
Facebook
Twitter
E-Mail
WhatsApp
Telegram
ଭିସୁଟ୍‌ ଛାତ୍ରୀ ଚିନ୍ମୟୀଙ୍କ ଡାଏଟମ୍ ଟେଷ୍ଟ ରିପୋର୍ଟରେ ଉଲ୍ଲେଖ ଅଛି ଏହା,  ଜାଣନ୍ତୁ କ’ଣ?

ଭୁବନେଶ୍ୱର:  ଭିସୁଟ୍‌ର ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀଙ୍କୁ ହତ୍ୟା କରାଯାଇନି ବରଂ ପାଣିରେ ବୁଡ଼ି ତାଙ୍କ ମୃତ୍ୟୁ ହୋଇଥିବା ଡାଏଟମ୍ ଟେଷ୍ଟ ରିପୋର୍ଟରେ ସ୍ପଷ୍ଟ ଭାବେ ଉଲ୍ଲେଖ ଅଛି। ଏବେ ଚିନ୍ମୟୀଙ୍କ ଭିସେରା ରିପୋର୍ଟକୁ ଅପେକ୍ଷା କରାଯାଇଛି।
ତେବେ ଚିନ୍ମୟୀ ଆତ୍ମହତ୍ୟା କରିଛନ୍ତି ନା ଏଥିପାଇଁ କିଏ ତାଙ୍କୁ ଉସୁକାଇଛି ସେ ଦିଗରେ ତଦନ୍ତ ଚାଲିଛି। ସବୁଠୁ ଅଧିକ ସନ୍ଦେହ ଘେରରେ ଥିବା ଚିନ୍ମୟୀଙ୍କ ପୁରୁଷବନ୍ଧୁ ପ୍ରୀତମାନ ଦେଙ୍କୁ ପଚରାଉଚାର କରି ଜାମିନରେ ଛାଡି ଦେଇଛି ପୁଲିସ୍‌ । ତେବେ ବ୍ୟଚ୍ଛେଦ ରିପୋର୍ଟ ତଥା ଡାଏଟମ୍ ରିପୋର୍ଟରେ ସନ୍ତୁଷ୍ଟ ନ ଥିବା ଚିନ୍ମୟୀଙ୍କ ମା’ ନ୍ୟାୟ ପାଇଁ ହାଇକୋର୍ଟକୁ ଯିବୁ ବୋଲି କହି ସାରିଛନ୍ତି।
ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି(ଭିସୁଟର) ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାକୁ ଯାଇଥିବା ଚିନ୍ମୟୀଙ୍କର ଅକାଳ ମୃତ୍ୟୁ ହୋଇଥିଲା। ବହୁ ଖୋଜାଖୋଜି ପରେ ପାୱାର ଚ୍ୟାନେଲ ବ୍ରିଜରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଚିନ୍ମୟୀଙ୍କ ସହ ଉକ୍ତ ସମୟରେ ତାଙ୍କ ବନ୍ଧୁ ପ୍ରିତୀମାନ ଥିବାରୁ ଝିଅ ମୃତ୍ୟୁ ପଛରେ ତାଙ୍କ ହାତ ଥିବା ସନ୍ଦେହ କରିଥିଲେ ତାଙ୍କ ବାପାମା’ ।

ଏହି ଘଟଣାର ୨ ଅଭିଯୁକ୍ତ ପ୍ରୀତିମାନ ଦେ ଓ ମାନସ ଟୁଡ଼ୁଙ୍କର ଲାଇଡିଟେକ୍‌ସନ୍ କରାଯାଇଥିବା ବେଳେ ସେମାନେ ସବୁ ସତ କହିଥିବା ରିପୋର୍ଟ ଆସିଥିବା ଏସ୍‌ପି କହିଛନ୍ତି। ଏହି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ନ ଥିବା ବେଳେ କେବଳ ନୋଟିସ୍ ଦେଇ ଛାଡ଼ି ଦିଆଯାଇଛି। ଯେତେବେଳେ ପୁଲିସ୍ ଡାକିବ, ସେତେବେଳେ ଥାନାରେ ହାଜର ହୋଇ ତଦନ୍ତରେ ସହଯୋଗ କରିବାକୁ ସେମାନଙ୍କୁ କୁହାଯାଇଛି।

Powered by Froala Editor

Tags Visut student death case

Related articles Odisha News Lens 4.1

  • ଖାଦ୍ୟ ପ୍ୟାକେଟରେ ଲାଗିବ ସୂଚନା : ଅଧିକ ଚିନି, ତେଲ ଜାତୀୟ ଖାଦ୍ୟ ଖାଉଥିଲେ ସାବଧାନ !
    ଦେଶ-ଦେଶାନ୍ତର

    ଖାଦ୍ୟ ପ୍ୟାକେଟରେ ଲାଗିବ ସୂଚନା : ଅଧିକ ଚିନି, ତେଲ ଜାତୀୟ ଖାଦ୍ୟ ଖାଉଥିଲେ ସାବଧାନ !

    14348
    Jul 14, 2025
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ
    ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    14026
    Jul 14, 2025
  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା
    ଦେଶ-ଦେଶାନ୍ତର

    ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15093
    Jul 14, 2025
  • କଶ୍ୟପଙ୍କଠାରୁ ଅଲଗା ହେବେ ସାଇନା
    ଦେଶ-ଦେଶାନ୍ତର

    କଶ୍ୟପଙ୍କଠାରୁ ଅଲଗା ହେବେ ସାଇନା

    14136
    Jul 14, 2025
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...
    ରାଜନୀତି

    ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...

    14629
    Jul 14, 2025
  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...
    ରାଜନୀତି

    ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...

    14047
    Jul 14, 2025
  • ଦିଲ୍ଲୀର ଦୁଇଟି ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଦୁଇଟି ସ୍କୁଲକୁ ବୋମା ଧମକ

    14800
    Jul 14, 2025
  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14787
    Jul 14, 2025
  • ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ

    15437
    Jul 14, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15093
    Jul 14, 2025
  • ଦେଶ-ଦେଶାନ୍ତର

    ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ

    15437
    Jul 14, 2025
  • ରାଜନୀତି

    ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ବିଜେଡି

    14047
    Jul 14, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16621
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17049
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15538
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14189
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14978
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15843
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14832
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14955
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15873
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16412
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14059
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15580
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ

    15437
    Jul 14, 2025
  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15093
    Jul 14, 2025
  • ଅଧିକ ଚିକେନ ମାଗିବାରୁ ଯୁବକଙ୍କୁ ହତ୍ୟା

    13602
    Jul 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In