Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ଲାଗୁ ହେବ ‘ଭୋଟ୍‌-ଫ୍ରମ୍‌-ହୋମ୍‌’

କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ଲାଗୁ ହେବ ‘ଭୋଟ୍‌-ଫ୍ରମ୍‌-ହୋମ୍‌’

2023-03-11 20:40:15
15813
Share:
Facebook
Twitter
E-Mail
WhatsApp
Telegram
କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ଲାଗୁ ହେବ ‘ଭୋଟ୍‌-ଫ୍ରମ୍‌-ହୋମ୍‌’

ଏଣିକି ଘରେ ବସି ଭୋଟ୍‌ ଦେଇପାରିବେ ଭିନ୍ନକ୍ଷମ ଓ ବୃଦ୍ଧ-ବୃଦ୍ଧା। କର୍ଣ୍ଣାଟକରେ ଆଗାମୀ ବିଧାନସଭା ନିର୍ବାଚନରେ ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ଭିନ୍ନକ୍ଷମଙ୍କ ପାଇଁ ଭୋଟ୍‌- ଫ୍ରମ୍‌- ହୋମ୍‌ (ଭିଏଫଏଚ୍‌) ସୁବିଧା ଆରମ୍ଭ କରାଯାଇଛି। କିଛି ଏମିତି ବ୍ୟବସ୍ଥା ଏବେ ନିର୍ବାଚନ ଆୟୋଗ ଆଣିଛନ୍ତି।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଶନିବାର କହିଛନ୍ତି ଯେ ଆଗାମୀ କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ୮୦ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ଘରେ ବସି ଭୋଟ ଦେବା ଲାଗି ‘ଭୋଟ ଫର୍ମ ହୋମ୍‌’ ସୁବିଧା ଆରମ୍ଭ କରାଯାଇଛି। ଏହା ସହିତ କମିଶନ କହିଛନ୍ତି ଯେ ରାଜ୍ୟରେ ଯୁବ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଥିବାବେଳେ ସେଠାରେ ପ୍ରାୟ ୧୭ ହଜାର ଭୋଟର ଅଛନ୍ତି, ଯେଉଁମାନଙ୍କର ବୟସ ୧୦୦ ବର୍ଷ ଅତିକ୍ରମ କରିଛି । ସେମାନଙ୍କର ସୁବିଧା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

ମତଦାନର ଗୋପନୀୟତା ବଜାୟ ରଖାଯିବ ଏବଂ ସମଗ୍ର ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ନିର୍ବାଚନ କମିଶନ ରାଜୀବ କୁମାର ସ୍ପଷ୍ଟ କରିଛନ୍ତି। ଭୋଟ୍‌-ଫ୍ରମ୍‌-ହୋମ୍‌ (ଭିଏଫଏଚ୍‌) ପାଇଁ ସମସ୍ତ ରାଜନୈତିକ ଦଳକୁ ଅବଗତ କରାଯିବ ବୋଲି ଶ୍ରୀ କୁମାର କହିଛନ୍ତି। ଭିନ୍ନକ୍ଷମଙ୍କ ପାଇଁ ଏକ ମୋବାଇଲ୍‌ ଆପ୍‌ ‘ସକ୍ଷମ’ ଆରମ୍ଭ କରାଯାଇଛି, ଯେଉଁଥିରେ ସେମାନେ ଲଗଇନ୍‌ କରି ଭୋଟ୍‌ ଦେବାର ସୁବିଧା ବାଛିପାରିବେ ବୋଲି ସିଇସି କହିଛନ୍ତି।

ନିର୍ବାଚନ କମିଶନ ‘ନୋ ୟୋର କ୍ୟାଣ୍ଡିଡେଟ’ (କେୱାଇସି) ନାମରେ ଏକ ଅଭିଯାନ ମଧ୍ୟ ଆରମ୍ଭ କରିଛନ୍ତି। ରାଜନୈତିକ ଦଳମାନେ ନିଜ ପୋର୍ଟାଲ ଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଭୋଟରଙ୍କୁ ଜଣାଇବା ଦରକାର ଯେ ସେମାନେ କାହିଁକି ଅପରାଧିକ ପୃଷ୍ଠଭୂମି ଥିବା ପ୍ରାର୍ଥୀଙ୍କୁ ବାଛିଲେ ଏବଂ ନିର୍ବାଚନ ଲଢ଼ିବା ପାଇଁ ସେମାନଙ୍କୁ ଦଳୀୟ ଟିକେଟ ଦେଲେ। ସେହିପରି ଏକ ମୋବାଇଲ ଆପ୍ଲିକେସନ ‘ସୁବିଧା’ ବିକଶିତ ହୋଇଛି, ଯାହା ପ୍ରାର୍ଥୀଙ୍କ ନାମାଙ୍କନ ଏବଂ ଆଫିଡେଭିଟ ଦାଖଲ ପାଇଁ ଏକ ଅନଲାଇନ ପୋର୍ଟାଲ ଅଟେ। ସେ କହିଛନ୍ତି ଯେ ପ୍ରାର୍ଥୀମାନେ ସଭା ତଥା ସମାବେଶ ପାଇଁ ଅନୁମତି ମାଗିବା ପାଇଁ ‘ସୁବିଧା’ ପୋର୍ଟାଲ ମଧ୍ୟ ବ୍ୟବହାର କରିପାରିବେ।

Powered by Froala Editor

Tags vote

Related articles Odisha News Lens 4.1

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13750
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13912
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15713
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13916
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13560
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15786
    Oct 10, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14115
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14601
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13453
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13912
    Oct 11, 2026
  • ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13750
    Oct 11, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15713
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17172
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17862
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14513
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14619
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15624
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14298
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16034
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15797
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15027
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15549
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14026
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14601
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13912
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15713
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In