Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଏଣିକି ଘରେ ବସି ଭିନ୍ନକ୍ଷମ ଦେଇପାରିବେ ଭୋଟ୍‌, କେମିତି ଜାଣନ୍ତୁ ?

ଏଣିକି ଘରେ ବସି ଭିନ୍ନକ୍ଷମ ଦେଇପାରିବେ ଭୋଟ୍‌, କେମିତି ଜାଣନ୍ତୁ ?

2023-03-12 05:50:38
14081
Share:
Facebook
Twitter
E-Mail
WhatsApp
Telegram
 ଏଣିକି ଘରେ ବସି ଭିନ୍ନକ୍ଷମ ଦେଇପାରିବେ ଭୋଟ୍‌, କେମିତି ଜାଣନ୍ତୁ ?

ନୂଆଦିଲ୍ଲୀ: ଏଣିକି ଘରେ ବସି ଭିନ୍ନକ୍ଷମ ଓ ବୃଦ୍ଧ-ବୃଦ୍ଧାମାନେ ଭୋଟ୍‌ ଦେଇପାରିବେ। ସେମାନଙ୍କୁ ଭୋଟ କେନ୍ଦ୍ରକୁ ଯିବାକୁ ପଡ଼ିବ ନାହିଁ। ବରଂ ଭୋଟ କେନ୍ଦ୍ର ସେମାନଙ୍କ ପାଖକୁ ଯିବ। କିଛି ଏମିତି ବ୍ୟବସ୍ଥା ଏବେ ନିର୍ବାଚନ ଆୟୋଗ ଆଣିଛନ୍ତି। କର୍ଣ୍ଣାଟକରେ ଆଗାମୀ ବିଧାନସଭା ନିର୍ବାଚନରେ ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ଭିନ୍ନକ୍ଷମଙ୍କ ପାଇଁ ଭୋଟ୍‌- ଫ୍ରମ୍‌- ହୋମ୍‌ (ଭିଏଫଏଚ୍‌) ସୁବିଧା ଆରମ୍ଭ କରାଯାଇଛି। ନିର୍ବାଚନ ଆୟୋଗ ଶନିବାର କହିଛନ୍ତି ଯେ ଆଗାମୀ କର୍ନାଟକ ବିଧାନସଭା ନିର୍ବାଚନରେ ୮୦ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ଘରେ ବସି ଭୋଟ ଦେବା ଲାଗି ‘ଭୋଟ ଫର୍ମ ହୋମ୍‌’ ସୁବିଧା ଆରମ୍ଭ କରାଯାଇଛି। ଏହା ସହିତ କମିଶନ କହିଛନ୍ତି ଯେ ରାଜ୍ୟରେ ଯୁବ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଥିବାବେଳେ ସେଠାରେ ପ୍ରାୟ ୧୭ ହଜାର ଭୋଟର ଅଛନ୍ତି, ଯେଉଁମାନଙ୍କର ବୟସ ୧୦୦ ବର୍ଷ ଅତିକ୍ରମ କରିଛି । ସେମାନଙ୍କର ସୁବିଧା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ବେଙ୍ଗାଲୁରୁରେ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ଆମ ଟିମ୍‌ ଫର୍ମ-୧୨ଡି ସହ ସେମାନଙ୍କ ନିକଟକୁ ଯିବେ ଓ ସେମାନେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ।

ଯଦିଓ ଆମେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମତଦାନ କେନ୍ଦ୍ରକୁ ଆସିବାକୁ ପ୍ରୋତ୍ସାହିତ କରୁଛୁ, କିନ୍ତୁ ଯେଉଁମାନେ ମତଦାନ କେନ୍ଦ୍ରକୁ ଆସିବାକୁ ସମର୍ଥ ହେବେ ନାହିଁ ସେମାନେ ଏହି ସୁବିଧା ପାଇପାରିବେ ବୋଲି ସେ କହିଛନ୍ତି। ମତଦାନର ଗୋପନୀୟତା ବଜାୟ ରଖାଯିବ ଏବଂ ସମଗ୍ର ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ନିର୍ବାଚନ କମିଶନ ରାଜୀବ କୁମାର ସ୍ପଷ୍ଟ କରିଛନ୍ତି। ଭିନ୍ନକ୍ଷମଙ୍କ ପାଇଁ ଏକ ମୋବାଇଲ୍‌ ଆପ୍‌ ‘ସକ୍ଷମ’ ଆରମ୍ଭ କରାଯାଇଛି, ଯେଉଁଥିରେ ସେମାନେ ଲଗଇନ୍‌ କରି ଭୋଟ୍‌ ଦେବାର ସୁବିଧା ବାଛିପାରିବେ ବୋଲି ସିଇସି କହିଛନ୍ତି। ମୁଖ୍ୟ ନିର୍ବାଚନ ଆଗାମୀ କର୍ନାଟକ ବିଧାନସଭା ପାଇଁ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗୋପନୀୟତା ବଜାୟ ରହିବ ଏବଂ ସମଗ୍ର ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ରାଜୀବ କୁମାର କହିଛନ୍ତି।

Powered by Froala Editor

Tags Vote

Related articles Odisha News Lens 4.1

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14963
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13711
    Nov 18, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13755
    Nov 19, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14413
    Nov 19, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14768
    Nov 19, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14761
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13936
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14446
    Nov 19, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15684
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14452
    Nov 18, 2025
  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15684
    Nov 18, 2025
  • ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14446
    Nov 19, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14413
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14395
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16152
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15169
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14444
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14724
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14315
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14413
    Nov 19, 2025
  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14452
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14963
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In