କୋଚିଂ ସେଣ୍ଟର ଛାତ୍ରଙ୍କ ସନ୍ଦେହ ଜନକ ମୃତ୍ୟୁ
କେନ୍ଦ୍ରାପଡ଼ା: ଘରୋଇ କୋଚିଂ ସେଣ୍ଟର ଛାତ୍ରଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି। କୋଚିଂ ସେଣ୍ଟରରୁ ଛାତ୍ରଙ୍କୁ ସଂକଟାପନ୍ନ ଅବସ୍ଥାରେ ବିଳମ୍ବିତ ରାତିରେ ଜିଲା ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଛାତ୍ର ଜଣକ ଯୁକ୍ତ ଦୁଇ ବିଜ୍ଞାନ ପଢୁଥିଲେ, ତେବେ ତାଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଅପରପକ୍ଷରେ ସଦର ଥାନାରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।
Powered by Froala Editor