Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା ...

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆର୍ଟେମିସ -୨ ମିଶନରେ ଚନ୍ଦ୍ରକୁ ଯାଉଥିବା ୪ ମହାକାଶଚାରୀଙ୍କ ନାମ ଘୋଷଣା କରିବ ନାସା

ଆର୍ଟେମିସ -୨ ମିଶନରେ ଚନ୍ଦ୍ରକୁ ଯାଉଥିବା ୪ ମହାକାଶଚାରୀଙ୍କ ନାମ ଘୋଷଣା କରିବ ନାସା

2023-03-13 10:06:35
16094
Share:
Facebook
Twitter
E-Mail
WhatsApp
Telegram
ଆର୍ଟେମିସ -୨ ମିଶନରେ ଚନ୍ଦ୍ରକୁ ଯାଉଥିବା ୪ ମହାକାଶଚାରୀଙ୍କ ନାମ ଘୋଷଣା କରିବ ନାସା

ନାସା : ଆସନ୍ତା ଏପ୍ରିଲ ୩ ତାରିଖରେ ଆର୍ଟେମିସ -୨ ମିଶନରେ ଚନ୍ଦ୍ରକୁ ଯାଉଥିବା ୪ ମହାକାଶଚାରୀଙ୍କ ନାମ ଘୋଷଣା କରିବ ନାସା । ଏହା ପ୍ରଥମ ମାନବ ମିଶନ ଯାହା ଜରିଆରେ ଚନ୍ଦ୍ରରେ ଦୀର୍ଘକାଳୀନ ମାନବ ଓ ବୈଜ୍ଞାନିକଙ୍କ ଉପସ୍ଥିତି କରାଇବା ଏହାର ଲକ୍ଷ୍ୟ । ଏହି ମିଶନରେ ସାମିଲ ମହାକାଶଚାରୀ ୨.୨ ନିୟୁତ କିମି ଯାତ୍ରା କରିବେ । ଏଥିରେ ୩ଜଣ ନାସା ମହାକାଶଚାରୀ ଏବଂ କାନାଡ଼ିଆନ ସ୍ପେସ ଏଜେନ୍ସି ର ଜଣେ ମହାକାଶଚାରୀ ରହିବେ ।

ସ୍ପେସ ଲଂଚ୍ ସିଷ୍ଟମ ରକେଟ୍ , ଓରିଅନ ମହାକାଶଯାନ ଏବଂ ଗ୍ରାଉଣ୍ଡ ସିଷ୍ଟମରେ ଥିବା ନାସାର ମୂଳ ମାନବ ଗଭୀର ମହାକାଶ ଦକ୍ଷତା ମଧ୍ୟରେ ସାମିଲ ପ୍ରଥମ ମାନବ ମିଶନ ହେଉଛି ଆର୍ଟେମିସ -୨ । ହାରାହାରି ୧୦ ଦିନର ଏହି ମିଶନ ମହାକାଶଯାନର ଜୀବନ ରକ୍ଷାକାରୀ ସିଷ୍ଟମର ଦକ୍ଷତା ପ୍ରମାଣ ଲାଗି ଏବଂ ଗଭୀର ମହାକାଶରେ ବଂଚିବା ଓ କାମ କରିବା ପାଇଁ ଆବଶ୍ୟକ କୈାଶଳ ଉପରେ ପରିକ୍ଷା କରିବ ।

ଆପୋଲୋ ମିଶନ ପରେ ଚନ୍ଦ୍ର ଯାତ୍ରା କରୁଥିବା ଏହି ପ୍ରଥମ ମାନବ ମିଶନ ଚନ୍ଦ୍ର ପୃଷ୍ଠରେ ପ୍ରଥମ ମହିଳାଙ୍କ ଅବତରଣର ମାର୍ଗ ପ୍ରଶସ୍ତ କରିବ । ୨୦୨୪ ରେ ଏହି ମିଶନ ଲଂଚ୍ ହେବ। ମହାକାଶଚାରୀ ସଫଳତାର ସହ ଚନ୍ଦ୍ର କକ୍ଷରେ ପରିକ୍ରମା କରି ଭୂପୃଷ୍ଠକୁ ଫେରିଲେ ଆର୍ଟେମିସ -୩ ପାଇଁ ପଥ ଖୋଲିବ । ଆର୍ଟେମିସ -୩ ରେ ମାନବ ଚନ୍ଦ୍ର ପୃଷ୍ଠରେ ଅବତରଣ କରିପାରିବ ।  

Powered by Froala Editor

Tags artemis - 2

Related articles Odisha News Lens 4.1

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା
    ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14422
    May 10, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15162
    May 08, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15222
    May 10, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14819
    May 09, 2026
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15405
    May 10, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15512
    May 09, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14408
    May 09, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15650
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14065
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15650
    May 09, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14819
    May 09, 2026
  • ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15162
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17515
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15650
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14463
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15427
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15174
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13975
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15650
    May 09, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ବିରାଜମାନ ହୋଇପାରିଛି: ମୋଦୀ

    15512
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14065
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In