Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ବିଶେଷ
Home ›› ବିଶେଷ ››ସ୍ବାସ୍ଥ୍ୟ ପାଇଁ ଖୁବ୍ ଲାଭଦାୟକ ମନ୍ଦାର ଫୁଲ

ସ୍ବାସ୍ଥ୍ୟ ପାଇଁ ଖୁବ୍ ଲାଭଦାୟକ ମନ୍ଦାର ଫୁଲ

2023-03-14 05:31:17
15133
Share:
Facebook
Twitter
E-Mail
WhatsApp
Telegram
ସ୍ବାସ୍ଥ୍ୟ ପାଇଁ ଖୁବ୍ ଲାଭଦାୟକ ମନ୍ଦାର ଫୁଲ

ଆମ ଆଖପାଖରେ ଏପରି ଅନେକ ଫୁଲ ରହିଛି ଯାହାକୁ ଆମେ ସୈାନ୍ଦର୍ୟ୍ୟ ପାଇଁ ଆମେ ଲଗାଇଥାଉ। କିନ୍ତୁ ଏପରି କେତେକ ଫୁଲ ରହିଛି ଯାହା ସହଜରେ ମିଳିଯାଇଥାଏ ଏବଂ ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଥାଏ। ଏଭଳି ଏକ ଫୁଲ ହେଉଛି ମନ୍ଦାର ଫୁଲ । ମନ୍ଦାର ଫୁଲ ଠାକୁରାଣୀଙ୍କର ଅତି ପ୍ରିୟ । ସେହିଭଳି ବଜରଂଗବଲି ହନୁମାନଙ୍କୁ ମଧ୍ୟ ମନ୍ଦାର ଫୁଲ ଦେଇ ପୂଜା କରାଯାଇଥାଏ । ସେଥିପାଇଁ ଘରେଘରେ ମନ୍ଦାର ଫୁଲଗଛ ମଧ୍ୟ ଦେଖିବାକୁ ମିଳିଥାଏ ।

ମନ୍ଦାର ଗଛ ଏବଂ ଏହାର ଡେମ୍ଫରେ ଲାଗିଥିବା ଲାଲ ରଙ୍ଗର ଫୁଲ ସବୁ ଘରର ଶୋଭା ବଢ଼ାଇଥାଏ କିନ୍ତୁ ଏହି ଗଛର ଗୁଣ ବିଷୟରେ ଲୋକମାନେ ଅଜ୍ଞ ଅଟନ୍ତି। ଏହାର ଫୁଲ ଏବଂ ପତ୍ର ମଧ୍ୟ ଉପକାରୀ। ଏହାର ଫୁଲ ଏବଂ ପତ୍ର  ଦ୍ବାରା ମଧ୍ୟ ଅନେକ ରୋଗରୁ ଉପଶମ ମିଲିଥାଏ ।  ଏହା ଏକ ଫୁଲ ହେବା ସହ ସ୍ବାସ୍ଥ୍ୟପାଇଁ ମଧ୍ୟ ଲାଭଦାୟକ। ମନ୍ଦାର ଫୁଲରେ ଥିବା ଆଣ୍ଟିଅକ୍ସିଡାଣ୍ଟ,ଲୈାହ,ଖଣିଜ ଗୁଣ ସମସ୍ତ ରେଗରୁ ଉପଶମ ପାଇବା ପାଇଁ ସାହାଯ୍ୟ କରିଥାଏ। ଏଥିରେ ଭିଟାମିନର ମାତ୍ରା ମଧ୍ୟ ପ୍ରଚୁର ପରିମାଣରେ ଥାଏ। ଏହି ଫୁଲର ଚା ଏବଂ ସର୍ବତ ମଧ୍ୟ ଆପଣ ପିଇ ପାରିବେ। ମନ୍ଦାର ଫୁଲ ଆମ ସ୍ବାସ୍ଥ୍ୟ ପାଇଁ ଖୁବ୍ ଲାଭଦାୟକ।

ଆର୍ୟୁବେଦିକ ଚିକିତ୍ସକଙ୍କ ପରାମର୍ଶ ଅନୁସାରେ ଏହି ଫୁଲର ଚା ଏବଂ ସର୍ବତ ପିଇବା ଫଳରେ ତ୍ବଚା ସମ୍ବନ୍ଧୀୟ ରୋଗରୁ ଉପଶମ ମିଳିଥାଏ। ଏହା ଦ୍ବାରା ଚର୍ମ କୁଞ୍ଚନ ହୋଇନଥାଏ। ଏହା ତ୍ବଚାର ଚମକକୁ ପୁଣିଥରେ ଆଣିବାକୁ ଚେଷ୍ଟା କରିଥାଏ। ଶରୀରର ଘା କୁ ଭଲ କରିବା ପାଇଁ ଏହା ଲାଭଦାୟକ ହୋଇଥାଏ।

ଉଚ୍ଚ ରକ୍ତଚାପକୁ ଠିକ୍ କରିବା ପାଇଁ ଏହାର ପ୍ରୟୋଗ କରାଯାଇଥାଏ। ଏହା ଅତ୍ୟଧିକ କୋଲେଷ୍ଟ୍ରୋଲକୁ କମାଇବାରେ ମଧ୍ୟ ସାହାଯ୍ୟ କରିଥାଏ। ଏଥିରେ ଭିଟାମିନ ସି ଏବଂ ଖଣିଜ ଦ୍ରବ୍ୟଗୁଣ  ପ୍ରଚୁର ପରିମାଣରେ ରହିଥାଏ। ଏହା ଚୁଟି ଉପୁଡ଼ୁଥିବା ଭଳି ଅନେକ ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରୁ ପ୍ରାକୃତିକ ଉପାୟରେ ମଧ୍ୟ ତେଲ ପ୍ରସ୍ତୁତ କରାଯାଇଥାଏ ଯାହାକୁ ବାଳରେ ଲଗାଇବାଦ୍ବାରା ବାଳ ଘନ ଏବଂ ମୁଲାୟମ ହୋଇଥାଏ। ଏହା ବାଳକୁ ରାସାୟନିକ ପ୍ରଭାବରୁ ବଞ୍ଚାଇଥାଏ।

ମନ୍ଦାର ଫୁଲର ଚେରକୁ ଚୋବାଇବା ଦ୍ବାରା ପାଟିରେ ହୋଇଥିବା ଘା ମଧ୍ୟ ଭଲ ହୋଇଯାଇଥାଏ। ଏହାକୁ ଧବଳଛଉ ରୋଗ ପାଇଁ ମଧ୍ୟ ପ୍ରୟୋଗ କରାଯାଇପାରେ। ମନ୍ଦାର ଫୁଲର ସର୍ବତ ହୃଦୟ ଏବଂ ମସ୍ତିଷ୍କକୁ ଶକ୍ତି ପ୍ରଦାନ କରିଥାଏ। ଏହାର ସର୍ବତ ପ୍ରତିଦିନ ପାନ କରିବା ଦ୍ବାରା ଶରୀର ଥଣ୍ଡା ହୋଇଥାଏ ଏବଂ ଜ୍ବର,ପ୍ରଦର,ନାକରୁ ରକ୍ତ ବୋହିବା,ମୁଣ୍ଡବ୍ୟଥା,ଯାଦୁ ଆଦି ରୋଗକୁ ନାଶ କରିଥାଏ।

ଏହା ଦ୍ବାରା କୋଲେଷ୍ଟ୍ରୋଲ,ମଧୁମେହ,ଉଚ୍ଚ ରକ୍ତଚାପ,ଗଳା ସଂକ୍ରମଣ ଭଳି ରୋଗର ଚିକିତ୍ସା ପାଇଁ ବ୍ୟବହାର କରାଯାଇଥାଏ। ମନ୍ଦାର ଫୁଲକୁ ବାଟି ବାଳରେ ଲଗାଇବା ଦ୍ବାରା ବାଳର ରଙ୍ଗ ସୁନ୍ଦର ହୋଇଥାଏ। ଏହାର ଚା ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ମନ୍ଦାର ଫୁଲର ଚା ଥଣ୍ଡା,ଜ୍ବର ଉପଶମ କରିବାରେ ଲାଭଦାୟକ ହୋଇଥାଏ। ଏହି ଆର୍ୟୁବେଦ ଚା ପିଇବା ଦ୍ବାରା ଉଚ୍ଚ ରକ୍ତଚାପକୁ କମ୍ କରାଯାଇପାରିବ ଏବଂ ବଢ଼ିଥିବା କୋଲେଷ୍ଟ୍ରୋଲକୁ ମଧ୍ୟ କମ୍ କରାଯାଇପାରିବ। ମନ୍ଦାର ଫୁଲକୁ ପାଣିରେ ଫୁଟାଇ ବାଳରେ ଲଗାଯାଇଥାଏ ଯାହା ଦ୍ବାରା ଚୁଟି ଉପୁଡ଼ିବା ସମସ୍ୟା କମିଥାଏ। ଏହା ଏକ ଆର୍ୟୁବେଦୀୟ ଉପଚାର। ମନ୍ଦାର ଫୁଲକୁ ଶୁଖାଇ ସେଥିରୁ ପ୍ରସ୍ତୁତ ହୋଇଥିବା ପାଉଡର ପିତ୍ତକୋଷଜନିତ ସମସ୍ୟରୁ ଉପଶମ ଦେଇଥାଏ । ଯଦି ମୁହଁରେ ବ୍ରଣ ହୋଇଥାଏ ତେବେ ନାଲି ମନ୍ଦାର ଫୁଲର ପତ୍ରକୁ ପାଣିରେ ଫୁଟାଇ ଏହାକୁ ବାଟି ଏଥିରେ ମହୁ ମିଶାଇ ଲଗାଇବା ଦ୍ବାରା ବ୍ରଣ ସମସ୍ୟାରୁ ମୁକ୍ତି ମିଳିଥାଏ।

ପ୍ରତି ଘରେ ମନ୍ଦାର ଗଛ ଲଗାଇବା ଉଚିତ୍। ଏହାକୁ ପ୍ରୟୋଗ କରିବା ପୂର୍ବରୁ ଆର୍ୟୁବେଦୀୟ ଡାକ୍ତରଙ୍କ ପରାମର୍ଶ ନେବା ଉଚିତ କାରଣ କେଉଁ ରୋଗ ପାଇଁ କିଭଳି ଉପଚାର ଆବଶ୍ୟକ ସେ ସମ୍ବନ୍ଧରେ ଉଚିତ ପରାମର୍ଶ ମିଳିପାରିବ।

Powered by Froala Editor

Tags Mandar flower

Related articles Odisha News Lens 4.1

  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13934
    Sep 14, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14421
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13707
    Sep 13, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14467
    Sep 12, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14608
    Sep 14, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15307
    Sep 12, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15103
    Sep 14, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14210
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15134
    Sep 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15134
    Sep 13, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14467
    Sep 12, 2026
  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15307
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17094
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17771
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17762
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18166
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14491
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16125
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14660
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13969
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14776
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14311
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14077
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14704
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15041
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15103
    Sep 14, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14467
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14523
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In