Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶ୍ରୀକୃଷ୍ଣଙ୍କ ପ୍ରେମରେ ଏଲ୍‌ଏଲ୍‌ବି ଛାତ୍ରୀ, ମୂର୍ତ୍ତି ଧରି ନେଲେ ସାତଫେରା

ଶ୍ରୀକୃଷ୍ଣଙ୍କ ପ୍ରେମରେ ଏଲ୍‌ଏଲ୍‌ବି ଛାତ୍ରୀ, ମୂର୍ତ୍ତି ଧରି ନେଲେ ସାତଫେରା

2023-03-14 16:46:57
16160
Share:
Facebook
Twitter
E-Mail
WhatsApp
Telegram
ଶ୍ରୀକୃଷ୍ଣଙ୍କ ପ୍ରେମରେ ଏଲ୍‌ଏଲ୍‌ବି ଛାତ୍ରୀ, ମୂର୍ତ୍ତି ଧରି ନେଲେ ସାତଫେରା

ଭଗବାନ ଶ୍ରୀକୃଷ୍ଣଙ୍କ ପ୍ରେମରେ ନିମଗ୍ନ ହୋଇଗଲେ ଯୁବତୀ । ଶେଷରେ ସେ ଶ୍ରୀକୃଷ୍ଣଙ୍କୁ ଜୀବନସାଥୀ ରୂପେ ବାଛିଛନ୍ତି । ପୂରା ରୀତିନୀତି ଅନୁଯାୟୀ ସେ ବିବାହ କରିଛନ୍ତି । ଯୁବତୀ ଜଣକ ହେଉଛନ୍ତି ଉତ୍ତରପ୍ରଦେଶର ଅରୌୟା ଜିଲା ନିବାସୀ ରକ୍ଷା ସୋଲାଙ୍କି। ଶ୍ରୀକୃଷ୍ଣଙ୍କ ପ୍ରତିମାକୁ ନିଜ କୋଳରେ ନେଇ ସେ ସାତ ଫେରା ନେଇଥିଲେ ଏବଂ ବିବାହ ସମସ୍ତ ରୀତିନୀତି ଅନୁଯାୟୀ କରାଯାଇଥିଲା।

ରକ୍ଷା ସୋଲାଙ୍କି ଜଣେ ଏଲଏଲବି ଛାତ୍ରୀ। ଝିଅର ଏଭଳି ନିଷ୍ପତ୍ତିକୁ ନେଇ ପରିବାର ଲୋକେ ପ୍ରଥମେ ତାଜୁବ ହୋଇଯାଇଥିଲେ । କିନ୍ତୁ ରକ୍ଷାଙ୍କ ଶ୍ରୀକୃଷ୍ଣଙ୍କ ପ୍ରତି ପ୍ରେମ ଓ ଶ୍ରଦ୍ଧା ଦେଖି ତାଙ୍କ କଥାରେ ରାଜି ହୋଇଥିଲେ । ରକ୍ଷାଙ୍କ ପିତା ରଞ୍ଜିତ ସୋଲାଙ୍କି କହିଛନ୍ତି ଯେ, ଜୁଲାଇ ୨୦୨୨ରେ ଝିଅ ତାଙ୍କ ସହ ବୃନ୍ଦାବନ ଯାଇଥିଲେ। ସେଠାରେ ସେ ଭଗବାନ କୃଷ୍ଣଙ୍କୁ ସବୁକିଛି ବୋଲି ଗ୍ରହଣ କରି ନେଇଥିଲେ। ସେବେଠାରୁ ସେ କୃଷ୍ଣଙ୍କୁ ବିବାହ କରିବାକୁ ସ୍ଥିର କରିଥିଲେ।

Powered by Froala Editor

Tags sri krishna

Related articles Odisha News Lens 4.1

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15153
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14713
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14221
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13802
    Oct 14, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13706
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14683
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15385
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15422
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13733
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15385
    Oct 15, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14555
    Oct 15, 2026
  • ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13706
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17827
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18247
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14683
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14612
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14717
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15720
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14395
    Sep 27, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13933
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15042
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15422
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13802
    Oct 14, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15385
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In