Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ପ୍ରଶ୍ନକାଳରେ ମାଇକ୍ ଭାଙ୍ଗିଲେ ବିଧାୟକ, ବିଧାନସଭାରୁ ଦୁଇ ଦିନ ନିଲମ୍ବିତ

ପ୍ରଶ୍ନକାଳରେ ମାଇକ୍ ଭାଙ୍ଗିଲେ ବିଧାୟକ, ବିଧାନସଭାରୁ ଦୁଇ ଦିନ ନିଲମ୍ବିତ

2023-03-14 17:38:37
15460
Share:
Facebook
Twitter
E-Mail
WhatsApp
Telegram
 ପ୍ରଶ୍ନକାଳରେ ମାଇକ୍ ଭାଙ୍ଗିଲେ ବିଧାୟକ, ବିଧାନସଭାରୁ ଦୁଇ ଦିନ ନିଲମ୍ବିତ

ବିହାର ବିଧାନସଭାର ପ୍ରଶ୍ନକାଳ ଚାଲିଥିବା ବେଳେ ଜୋରଦାର ହଙ୍ଗାମା ସହ ଗାଲିଗୁଲଜ କରି ମାଇକ ଭାଙ୍ଗିଛନ୍ତି ବିଜେପି ବିଧାୟକ ଲଖେନ୍ଦ୍ର ପାସୱାନ। ଏହି ପୂରା ଘଟଣା ଭିଡିଓ ସୋଶାଲ ମିଡିଆରେ ଭାଇରାଲ ମଧ୍ୟ ହୋଇଛି। ପରିସ୍ଥିତି ଏତେ ଖରାପ ହୋଇଗଲା ଯେ, ବାଚସ୍ପତି ଗୃହକୁ ମୁଲତବୀ କରିବାକୁ ବାଧ୍ୟ ହୋଇଥିଲେ। ଏହି ଘଟଣା ପରେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ତାଙ୍କୁ ବିଧାନସଭାରୁ ଦୁଇ ଦିନ ଯାଏଁ ନିଲମ୍ବିତ କରାଯାଇଛି । 

ଗୃହରେ ପ୍ରଶ୍ନକାଳ ଚାଲିଥିବା ବେଳେ ଶାସକ ଦଳ ଦ୍ୱାରା ଦୁର୍ବ୍ୟବହାର କରାଯାଇଥିବା କୁହାଯାଉଛି। ପ୍ରଶ୍ନ କରୁଥିବା ବିଜେପି ବିଧାୟକ ଲଖେନ୍ଦ୍ର ପାସୱାନଙ୍କୁ ଅଟକାଇବାରୁ ସେ ରାଗି ଯାଇ ମାଇକ ଭାଙ୍ଗିଥିଲେ। ଏହା ପରେ ଶାସକ ଦଳ ଏବଂ ବିରୋଧୀ ମୁହାଁମୁହିଁ ହୋଇଥିଲେ।

ଲଖେନ୍ଦ୍ର ପାସୱାନ ହେଉଛନ୍ତି ପାତେପୁରର ବିଜେପି ବିଧାୟକ। ବିହାର ବିଧାନସଭାର ବଜେଟ୍ ଅଧିବେଶନରେ ବିରୋଧୀ ବିଧାୟକମାନେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିଥିଲେ। ଅଙ୍ଗନୱାଡି କର୍ମଚାରୀଙ୍କ ସମ୍ମାନ ବୃଦ୍ଧି ଦାବିରେ ଜୋରଦାର ହଙ୍ଗାମା ହୋଇଥିବା ଦେଖିବାକୁ ମିଳିଥିଲା। 


Powered by Froala Editor

Tags mla

Related articles Odisha News Lens 4.1

  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ
    ମନୋରଞ୍ଜନ

    ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    14053
    Jun 23, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14630
    Jun 23, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13827
    Jun 24, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ
    ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13763
    Jun 24, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14806
    Jun 24, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15228
    Jun 23, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...
    ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...

    15367
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15730
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15056
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15228
    Jun 23, 2025
  • ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15730
    Jun 23, 2025
  • ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13763
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15730
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15056
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15927
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14525
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14789
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14998
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15730
    Jun 23, 2025
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    14053
    Jun 23, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14806
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In