Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

Home ›› ››ହୀରା ବ୍ୟବସାୟୀଙ୍କ ଝିଅକୁ ବିବାହ କରିବେ ଗୌତମ ଆଦାନୀଙ୍କ ସାନ ପୁଅ

ହୀରା ବ୍ୟବସାୟୀଙ୍କ ଝିଅକୁ ବିବାହ କରିବେ ଗୌତମ ଆଦାନୀଙ୍କ ସାନ ପୁଅ

2023-03-14 17:58:36
16197
Share:
Facebook
Twitter
E-Mail
WhatsApp
Telegram
ହୀରା ବ୍ୟବସାୟୀଙ୍କ ଝିଅକୁ ବିବାହ କରିବେ ଗୌତମ ଆଦାନୀଙ୍କ ସାନ ପୁଅ

ଗୌତମ ଆଦାନୀଙ୍କ ସାନ ପୁଅ ଜିତ୍ ଆଦାନୀଙ୍କର ଦିଭା ଜେମିନ ଶାହଙ୍କ ସହ ନିର୍ବନ୍ଧ ହୋଇଯାଇଛି। ଗୁଜରାଟ ଅହମ୍ମଦାବାଦରେ ହୋଇଥିବା ଏହି ନିର୍ବନ୍ଧ ଉତ୍ସବରେ କେବଳ ଆଦାନୀଙ୍କ ନିକଟତମ ବନ୍ଧୁବାନ୍ଧବ ଓ ପରିବାର ସଦସ୍ୟ ଯୋଗ ଦେଇଥିଲେ। ଖୁବଶୀଘ୍ର ସେ ବିବାହ କରିବେ ବୋଲି ଜଣାପଡ଼ିଛି। ତେବେ ବିବାହ ତାରିଖ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ।

ଗୌତମ ଅଦାନୀଙ୍କର ଦୁଇଟି ପୁଅ ଅଛନ୍ତି। ବଡ ପୁଅଙ୍କ ନାମ କରଣ ଅଦାନୀ ଏବଂ ସାନପୁଅଙ୍କ ନାଁ ହେଉଛି ଜିତ୍ ଅଦାନୀ। ସାନପୁଅ ଜିତ୍ ଅଦାନୀ ପେନସିଲଭାନିଆ ବିଶ୍ୱବିଦ୍ୟାଳୟରୁ ସ୍ନାତକ ହାସଲ କରିଛନ୍ତି। ୨୦୧୯ ମସିହାରେ ଜିତ୍ ଭାରତ ଫେରି ବାପାଙ୍କ ବ୍ୟବସାୟ ସମ୍ଭାଳିବା ଆରମ୍ଭ କରିଥି‌ଲେ । ଏବେ ସେ ଅଦାନୀ ଗ୍ରୁପରେ ଉପସଭାପତି ଭାବେ କାମ କରୁଛନ୍ତି। ଉଲ୍ଲେଖଯୋଗ୍ୟ ଯେ ହୀରା ବ୍ୟବସାୟୀ ଜେମିନ ଶାହଙ୍କ ଝିଅ ହେଉଛନ୍ତି ଦିଭା। 

Powered by Froala Editor

Tags adani son

Related articles Odisha News Lens 4.1

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14869
    May 08, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15588
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15848
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13918
    May 07, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14149
    May 08, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14173
    May 07, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13769
    May 08, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15693
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14149
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14173
    May 07, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13918
    May 07, 2026
  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15848
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17463
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17512
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17870
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16345
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14173
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15327
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15141
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13936
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14158
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15387
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15123
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15618
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13937
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14173
    May 07, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14869
    May 08, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15693
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In