Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଉଦ୍ଧବଙ୍କୁ ଝଟ୍‌କା : ଘନିଷ୍ଠ ବି ହାତ ଛାଡି ଶିନ୍ଦେଙ୍କ ଗୋଷ୍ଠୀରେ ମିଶିଲେ

ଉଦ୍ଧବଙ୍କୁ ଝଟ୍‌କା : ଘନିଷ୍ଠ ବି ହାତ ଛାଡି ଶିନ୍ଦେଙ୍କ ଗୋଷ୍ଠୀରେ ମିଶିଲେ

2023-03-15 19:31:01
15347
Share:
Facebook
Twitter
E-Mail
WhatsApp
Telegram
ଉଦ୍ଧବଙ୍କୁ ଝଟ୍‌କା : ଘନିଷ୍ଠ ବି ହାତ ଛାଡି ଶିନ୍ଦେଙ୍କ ଗୋଷ୍ଠୀରେ ମିଶିଲେ

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦୀପକ ସାୱନ୍ତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇଛନ୍ତି।ନିକଟରେ ବରିଷ୍ଠ ନେତା ସୁବାଷ ଦେଶାଇଙ୍କ ପୁଅ ଭୂଷଣ ମଧ୍ୟ ଶିନ୍ଦେ ଗୋଷ୍ଠୀରେ ସାମିଲ ହୋଇଥିଲେ।

ଦଳରେ ଚାଲିଥିବା ମତଭେଦ ମଧ୍ୟରେ ଉଦ୍ଧବ ଠାକରେ ଭାଜପା ଏବଂ ଶିନ୍ଦେ ଗୋଷ୍ଠୀକୁ ଟାର୍ଗେଟ୍‌ କରିଛନ୍ତି। ବୁଧବାର ମୁମ୍ବାଇରେ ଭାଜପାକୁ ଆତଙ୍କବାଦୀ ଅଫଜାଲ ଖାନଙ୍କ ସହ ତୁଳନା କରି ସେ କହିଛନ୍ତି ଯେ, ଭାରତ ଉପରେ ଆକ୍ରମଣ କରିବା ସମୟରେ ଅଫଜଲ ଯେଉଁଭଳି ଭାବରେ ଲୋକଙ୍କ ଘର ଭାଙ୍ଗିଥିଲେ। ଆଜି ଭାଜପା ସମାନ କାର୍ଯ୍ୟ କରୁଛି।

ଗତ ବର୍ଷ ଜୁନ ମାସରେ ଏକନାଥ ଶିନ୍ଦେ ଉଦ୍ଧବ ଠାକରେଙ୍କ ସହ ଅଲଗା ହୋଇ ଭାଜପା ସହିତ ସରକାର ଗଠନ କରିଥିଲେ। ଶିନ୍ଦେ ନିଜେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହା ପରେ ପ୍ରକୃତ ଶିବସେନାକୁ ନେଇ କଳହ ଲାଗି ରହିଥିଲା। କିଛିଦିନ ହେବ ଅନେକ ନେତା ଉଦ୍ଧବଙ୍କ ହାତ ଛାଡି ଶିନ୍ଦେ ଗୋଷ୍ଠୀରେ ସାମିଲ ହେଉଥିବା ଦେଖାଯାଇଛି।

Powered by Froala Editor

Tags sinde

Related articles Odisha News Lens 4.1

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14053
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15525
    Sep 27, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15508
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14004
    Sep 28, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13905
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14704
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14698
    Sep 28, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14328
    Sep 29, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14232
    Sep 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14698
    Sep 28, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14004
    Sep 28, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14704
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17823
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14772
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13840
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15705
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15271
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14645
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14218
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14433
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15625
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ଦିଆଯାଉ

    14328
    Sep 29, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15525
    Sep 27, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14232
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In