Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 05, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶ୍ରମିକ ବନିଗଲେ ଲକ୍ଷପତି, ଲଟେରୀ ଟିକେଟର ସୁରକ୍ଷା ପାଇଁ ଥାନାରେ ପହଞ୍ଚିଲେ

ଶ୍ରମିକ ବନିଗଲେ ଲକ୍ଷପତି, ଲଟେରୀ ଟିକେଟର ସୁରକ୍ଷା ପାଇଁ ଥାନାରେ ପହଞ୍ଚିଲେ

2023-03-17 17:03:50
14710
Share:
Facebook
Twitter
E-Mail
WhatsApp
Telegram
ଶ୍ରମିକ ବନିଗଲେ ଲକ୍ଷପତି, ଲଟେରୀ ଟିକେଟର ସୁରକ୍ଷା ପାଇଁ ଥାନାରେ ପହଞ୍ଚିଲେ

ରାସ୍ତା କାମ କରି ନିଜ ପରିବାର ପେଟ ପୋଷୁଥିବା ଜଣେ ପ୍ରବାସୀ ଶ୍ରମିକ ଏବେ ଲକ୍ଷପତି ବନି ଯାଇଛନ୍ତି। ପ୍ରବାସୀ ଶ୍ରମିକ ଜଣଙ୍କ ୭୫ ଲକ୍ଷ ଟଙ୍କାର ଲଟେରୀ ଜିତିଛନ୍ତି। ତେବେ ଶ୍ରମିକ ଜଣଙ୍କ ଭୟରେ ପୁଲିସ୍‌ ପାଖକୁ ଦୌଡ଼ିବା ଚର୍ଚ୍ଚାର ବିଷୟ ପାଲଟିଛି। ପୁଲିସ୍‌ ପାଖରେ ପହଞ୍ଚି ସେ ସୁରକ୍ଷା ପାଇଁ ନିବେଦନ କରିଛନ୍ତି।

ପଶ୍ଚିମବଙ୍ଗର ମୂଳବାସିନ୍ଦା ଏସକେ ବାଦେଶ କେରଳରେ ରହି କାମ କରନ୍ତି। ସେ ଅନେକ ଥର ଲଟେରୀ ଟିକେଟ କିଣି ନିଜର ଭାଗ୍ୟ ବଦଳାଇବାକୁ ଚେଷ୍ଟା କରିଥିଲେ । କିନ୍ତୁ ଏଥର ସେ କେରଳ ସରକାରଙ୍କ ସ୍ତ୍ରୀ ଶକ୍ତି ଲଟେରୀ ମାଧ୍ୟମରେ ୭୫ ଲକ୍ଷ ଟଙ୍କା ଜିତି ନେଇଛନ୍ତି। ଲଟେରୀ ଜିତିବା ପରେ ସେ ମଙ୍ଗଳବାର ରାତିରେ ହିଁ ମୁଭାଟ୍ଟୁପୁଝା ପୁଲିସ ଷ୍ଟେସନରେ ପହଞ୍ଚି ତାଙ୍କ ଟଙ୍କାର ସୁରକ୍ଷା ପାଇଁ ଅନୁରୋଧ କରିଛନ୍ତି।

ବାଦେଶ ଏର୍ଣ୍ଣାକୁଲମ୍‌ର ମୁଭାତ୍ତୁପୁଝାରେ ଥିବା ଏକ ପୁଲିସ ଥାନାର ଶରଣ ନେଇଥିଲେ , ଏହାର ସୁରକ୍ଷା ଚାହିଁଥିଲେ, ଏହି ଡ଼ରରେ କି କେହି ତାଙ୍କର ଲଟେରୀ ଟିକେଟ୍‌ ତାଙ୍କ ଠାରୁ ବଳପୂର୍ବକ ନେଇ ଯାଇ ପାରନ୍ତି। 

କେରଳ ପୁଲିସ ନିଜର ଫେସବୁକ୍‌ ପେଜ୍‌ରେ ଏହି ଘଟଣାକୁ ପୋଷ୍ଟ କରିଛି । ତାଙ୍କର ଭୟ ଥିଲା କି କିଏ ତାଙ୍କ ଠାରୁ ଜିତି ଥିବା ଲଟେରୀ ଟିକେଟ ଛଡ଼େଇ ନେବ । ଏଥିପାଇଁ ସେ ପୁଲିସ ଥାନାର ସୁରକ୍ଷା ପାଇଁ ଦୌଡି ଥିଲେ।

Powered by Froala Editor

Tags badesh

Related articles Odisha News Lens 4.1

  • ରକିଙ୍କ ହାତ ଧରିଲେ ହିନା
    ମନୋରଞ୍ଜନ

    ରକିଙ୍କ ହାତ ଧରିଲେ ହିନା

    13977
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15525
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13831
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ
    ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14189
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15449
    Jun 04, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14863
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14033
    Jun 04, 2025
  • ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର
    ଜିଲ୍ଲା ପରିକ୍ରମା

    ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର

    15378
    Jun 04, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13682
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15525
    Jun 04, 2025
  • ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13831
    Jun 04, 2025
  • ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13682
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16937
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15472
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13711
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13546
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13588
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15190
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15280
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15689
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16306
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14015
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14812
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14033
    Jun 04, 2025
  • ରକିଙ୍କ ହାତ ଧରିଲେ ହିନା

    13977
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14189
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In