Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ...

  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ...

  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ବକ୍ସ ଅଫିସ୍‌ରେ ଧମାଲ୍ କରୁଛି ‘ତୁ ଝୁଠି ମେ ମକ୍କାର'

ବକ୍ସ ଅଫିସ୍‌ରେ ଧମାଲ୍ କରୁଛି ‘ତୁ ଝୁଠି ମେ ମକ୍କାର'

2023-03-19 07:40:59
15086
Share:
Facebook
Twitter
E-Mail
WhatsApp
Telegram
ବକ୍ସ ଅଫିସ୍‌ରେ ଧମାଲ୍ କରୁଛି ‘ତୁ ଝୁଠି ମେ ମକ୍କାର'

ମୁମ୍ବାଇ: ବଲିଉଡ୍ ଫିଲ୍ମ ‘ତୁ ଝୁଠି ମେ ମକ୍କାର’ ଏବେ ଧମାଲ୍ କରୁଛି । ବକ୍ସ ଅଫିସ୍‌ରେ ଏହା ଗୋଟିଏ ପରେ ଗୋଟେ ରେକର୍ଡ କରି ଚାଲିଛି । ରଣବୀର କପୁର ଓ ଶ୍ରଦ୍ଧା କପୁରଙ୍କ କମେଡି-ରୋମାଣ୍ଟିକ ଏହି ଫିଲ୍ମକୁ ଦର୍ଶକ ଢେର୍ ସାରା ଭଲ ପାଇବା ଦେଇ ଚାଲିଛନ୍ତି । ଉଭୟଙ୍କ ଅଭିନୟ ଯାଦୁ ହଲ୍‌ରେ ସମସ୍ତଙ୍କୁ ଶେଷ ପର୍ଯ୍ୟନ୍ତ ବାନ୍ଧି ରଖୁଛି ।  

ଏହି ଫିଲ୍ମ ପ୍ରଥମ ସପ୍ତାହରେ ଭଲ କାରବାର କରିଥିଲା । ଦ୍ୱିତୀୟ ସପ୍ତାହରେ କିନ୍ତୁ ବ୍ୟବସାୟ ସାମାନ୍ୟ ଧିମା ହୋଇଯାଇଥିଲା । ହେଲେ ପୁଣି ଏହା ଖୁବ୍ କମାଇ କରିଛି । ରିପୋର୍ଟ ଅନୁଯାୟୀ ଏହି ଚଳଚ୍ଚିତ୍ର ଏବେ ୧୦୦ କୋଟି କ୍ଲବରେ ସାମିଲ ହୋଇଯାଇଛି । 

ରିପୋର୍ଟ ଅନୁଯାୟୀ, ଫିଲ୍ମ ଗତ ଶନିବାର ଦ୍ୱିତୀୟ ଶୁକ୍ରବାର ଅପେକ୍ଷା ଦୁଇଗୁଣା କାରବାର କରିଛି । ଶୁକ୍ରବାର ଏହି ଫିଲ୍ମ ୩.୫ କୋଟି କମାଇଥିଲା ।  ଶନିବାର ୬ କୋଟି ଟଙ୍କା ଆୟ କରିଛି । ଗତ ୩ଦିନ ମଧ୍ୟରେ ଶନିବାରର ବହୁତ ଭଲ ରହିଥିଲା । ଫିଲ୍ମଟି ଏବେ ପର୍ଯ୍ୟନ୍ତ ୧୦୨.୨୧ କୋଟି ଆୟ କରିଛି । ଆଗାମୀ ଦିନରେ ଏହା ଅଧିକ ରୋଜଗାର କରିବ ବୋଲି ପ୍ରଯୋଜକ ସଂସ୍ଥା ପକ୍ଷରୁ କୁହାଯାଇଛି । 

ଦୀର୍ଘ ଦିନ ପରେ ବଲିଉଡ୍‌ରେ ରୋମାଣ୍ଟିକ୍ ସିନେମା ରିଲିଜ୍ ହୋଇଛି । ଯାହାକୁ ନିଶ୍ଚିତ ଭାବେ ଦର୍ଶକ ଚାହିଁ ବସିଥିଲେ । ତେଣୁ ଏହା ପରଦାକୁ ଆସିବା ପରଠୁ ଭଲ କାରବାର କରୁଛି । ଲୋକେ ଉଭୟଙ୍କ ଯୋଡ଼ିକୁ ମଧ୍ୟ ବେଶ୍ ପସନ୍ଦ କରୁଛନ୍ତି । ପରଦା ଉପରେ ରଣବୀର ଓ ଶ୍ରଦ୍ଧା ଖୁବ୍ ସୁନ୍ଦର ଦେଖା ଯାଉଛନ୍ତି । ଉଭୟଙ୍କ କେମେଷ୍ଟ୍ରି ମ୍ୟାଚ୍ କରୁଛି । 

Powered by Froala Editor

Tags Tu Jhoothi Main Makkaar

Related articles Odisha News Lens 4.1

  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14676
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15186
    Nov 16, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15166
    Nov 16, 2026
  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି
    ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14257
    Nov 17, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...
    ବାଣିଜ୍ୟ

    ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...

    14768
    Nov 17, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14649
    Nov 16, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15251
    Nov 16, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...

    14559
    Nov 17, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15375
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15186
    Nov 16, 2026
  • ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14257
    Nov 17, 2026
  • ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15166
    Nov 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17287
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17993
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17946
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18361
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14711
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14342
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15682
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14467
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14544
    Nov 05, 2026

ବାଣିଜ୍ୟ

ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

ଭୁବନେଶ୍ୱର : ବିଶ୍ୱ ପ୍ରିମାଚ୍ୟୁରିଟି ଦିବସ ଅବସରରେ ଆୟୁ ଫାଉଣ୍ଡେସନ୍ ଏବଂ ଅଙ୍କୁରା ହସ୍ପିଟାଲ ପକ୍ଷରୁ ଆୟୋଜିତ ୫ କିଲୋମିଟର ପଦଯାତ୍ରାରେ ପରିବାର ସମେତ ଶହଶହ ଲୋକ ଏକାଠି ହୋଇଥିଲେ। ସମୟ ପୂର୍ବରୁ ଜନ୍ମହୋଇଥିବା କି ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14559
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13872
    Nov 16, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14106
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15423
    Nov 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14257
    Nov 17, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14649
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15186
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In