Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ...

  • ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ...

  • ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ...

  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

ବିଶେଷ
Home ›› ବିଶେଷ ››ପଖାଳ କଂସା ଆଗରେ ସବୁ କିଛି ଫିକା

ପଖାଳ କଂସା ଆଗରେ ସବୁ କିଛି ଫିକା

2023-03-20 05:24:59
14167
Share:
Facebook
Twitter
E-Mail
WhatsApp
Telegram
ପଖାଳ କଂସା ଆଗରେ ସବୁ କିଛି ଫିକା

ଭୁବନେଶ୍ୱର: ଆଜି ‘ବିଶ୍ୱ ପଖାଳ ଦିବସ’। ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ରୂପେ ପାଳନ କରାଯାଏ। ତେବେ ପଖାଳ ଓଡ଼ିଆଙ୍କ ପାଇଁ ଏକ ଖାଦ୍ୟ ନୁହେଁ ପଖାଳର ମହତ୍ୱକୁ ପରପୀଢ଼ି ପାଖରେ ପହଞ୍ଚାଇବା ପାଇଁ ପାଳିତ ହେଉଛି ‘ପଖାଳ ଦିବସ’ । ପଖାଳ ଓଡ଼ିଆଙ୍କ ସହସ୍କୃତି, ବିଚାରଧାରା, ଗୀତ ଓ ସାହିତ୍ୟ ସହ ଓତପ୍ରୋତଃ ଭାବେ ଜଡ଼ିତ । କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ଏହି ଦିନକୁ ପଖାଳ ଦିବସ ଭାବେ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ୱାଗତ କରିଥାନ୍ତି ।

ସତରେ ପଖାଳ ହେଉଛି ଏମିତି ଏକ ଖାଦ୍ୟ, ଯାହାର ଓଡ଼ିଆ ଜାତି ସହ ନିବିଡ଼ତା କାହିଁ କେଉଁ କାଳରୁ ଯୋଡ଼ିହୋଇଛି । ଆଧୁନିକ ଖାଦ୍ୟର ସମ୍ଭାର ପଖାଳ କଂସାକୁ ପଛକୁ ଠେଲି ପାରିନି । ବରଂ ଆହୁରି ନିଜର କରାଇଛି । ଖାଲି ସେତିକି ନୁହେଁ, ଏଇ ପକ୍କା ଓଡ଼ିଆ ଖାଦ୍ୟ ଓଡ଼ିଆଙ୍କ ଅସ୍ମିତାକୁ ବିଦେଶରେ ପରିଚିତ କରାଇଛି । 

ଭୋକ ଲାଗୁନଥିଲେ ବି ପଖାଳ ଦେଖିବା ମାତ୍ରେ ଖାଇବାକୁ ମନ ବଳେ । ପଖାଳ ସାଙ୍ଗକୁ ମାଛ ଭଜା, ଶାଗ ଭଜା ଆଉ ବଡ଼ିଚୁରା ଏହାର ସ୍ୱାଦକୁ ଆହୁରି ବଢ଼ାଇଦିଏ । ପଖାଳ କଂସା ଆଗରେ ସବୁ କିଛି ଫିକା ପଡ଼ିଯାଏ । ଆଉ ପଖାଳ ଖାଇବା ପରେ ଆତ୍ମତୃପ୍ତିରେ ମନରୁ ପଦେ ବାହାରିଯାଏ, ‘ଓଃ କି ଶାନ୍ତି’ ।

ଓଡ଼ିଆ ଘରର ଏହି ପ୍ରିୟ ଖାଦ୍ୟ ପଖାଳକୁ ଆହୁରି ପ୍ରଚାର ପ୍ରସାର କରିବା ପାଇଁ ପ୍ରତିବର୍ଷ ପାଳନ ହେଉଛି ପଖାଳ ଦିବସ । ପ୍ରତିବର୍ଷ ଭଳି ଏ ବର୍ଷ ମାର୍ଚ୍ଚ ୨୦ ସମସ୍ତେ ପାଳିବେ ପଖାଳ ଦିବସ ପାଳନ କରୁଛନ୍ତି। ଏଥିପାଇଁ ବଡ଼ ବଡ଼ ରେସ୍ତୋରାଁଠୁ ନେଇ ହୋଟେଲ ଆଉ ଘରେ ଘରେ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।

Powered by Froala Editor

Tags Pakhala divas

Related articles Odisha News Lens 4.1

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15459
    Aug 01, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13628
    Aug 02, 2026
  • ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୪ ରେକର୍ଡ
    ଦେଶ-ଦେଶାନ୍ତର

    ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୪ ରେକର୍ଡ

    13415
    Aug 03, 2026
  • ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ...
    ଦେଶ-ଦେଶାନ୍ତର

    ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ...

    14096
    Aug 03, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15709
    Aug 02, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13635
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    14088
    Aug 01, 2026
  • ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ପାର୍ଟିର ପ୍ରଶାନ୍ତ କିଶୋର ଆଗୁଆ
    ଦେଶ-ଦେଶାନ୍ତର

    ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ପାର୍ଟିର ପ୍ରଶାନ୍ତ କିଶୋର ଆଗୁଆ

    14352
    Aug 03, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14909
    Aug 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15709
    Aug 02, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ...

    14088
    Aug 01, 2026
  • ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14909
    Aug 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17013
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17671
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18073
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15709
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14645
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14392
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16021
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15900
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14352
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14247
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15034
    Jul 28, 2026
  • ଫିକା ପଡିବ ସୁନାର ଚମକ

    14134
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ବ୍ୟାପିଗଲା

    14096
    Aug 03, 2026
  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13635
    Aug 02, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14909
    Aug 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In