Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

ରାଜ୍ୟ
Home ›› ରାଜ୍ୟ ››ଦ୍ବୈତ ନଗରୀରେ ପ୍ରବଳ ବର୍ଷା

ଦ୍ବୈତ ନଗରୀରେ ପ୍ରବଳ ବର୍ଷା

2023-03-20 05:39:24
14062
Share:
Facebook
Twitter
E-Mail
WhatsApp
Telegram
ଦ୍ବୈତ ନଗରୀରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆଜି ଭୋର ସମୟରେ ଦ୍ବୈତ ନଗରୀରେ ବିଜୁଳି, ଘଡ଼ଘଡ଼ି ସହ ସହ ପ୍ରବଳ ବର୍ଷା ହୋଇଛି। ଏହାଛଡ଼ା କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ସମେତ କେତେକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନୁରୂପ ବର୍ଷା ହୋଇଥିବାର ଖବର ମିଳିଛି। କଟକରେ ବର୍ଷା ଓ ଝଡ଼ର ପ୍ରଭାବରେ କେତେକ ସ୍ଥାନରେ ଗଛ ଓ ହୋର୍ଡିଂ ଭାଙ୍ଗିଯାଇଥିବା ପରିଲକ୍ଷିତ ହୋଇଛି। ଏହି କାରଣରୁ ପ୍ରାୟ ଘଣ୍ଟାଏ କାଳ ବିଦ୍ୟୁତ୍ ସରବରାହ ବନ୍ଦ ରହିଥିଲା।
ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଗତକାଲି ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ବର, ଗଜପତି, ଭଦ୍ରକ ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିଥିଲା।
ସୋମବାର ରାଜ୍ୟରେ ବର୍ଷା କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ଝଡ଼ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14230
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15537
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13530
    Aug 13, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13764
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15445
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13603
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13742
    Aug 13, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14598
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13786
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13764
    Aug 13, 2026
  • ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14598
    Aug 13, 2026
  • ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15537
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17027
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17641
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17692
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18091
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14230
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14496
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14328
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15913
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16326
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13786
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14356
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14629
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13764
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15537
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15445
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In