Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

Home ›› ››ଲ୍ୟାଣ୍ଡଫଲ ବେଳେ ପବନର ବେଗ କେତେ ରହିବ ଜାଣନ୍ତୁ

ଲ୍ୟାଣ୍ଡଫଲ ବେଳେ ପବନର ବେଗ କେତେ ରହିବ ଜାଣନ୍ତୁ

2021-05-23 09:22:30
14436
Share:
Facebook
Twitter
E-Mail
WhatsApp
Telegram
ଲ୍ୟାଣ୍ଡଫଲ ବେଳେ ପବନର ବେଗ କେତେ ରହିବ ଜାଣନ୍ତୁ


ଭୁବନେଶ୍ୱର:  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଥିଲାବେଳେ   ଉକ୍ତ ଲଘୁଚାପ ଆଜି ୱେଲମାର୍କଡରେ ପରିଣତ ହୋଇଥିଲା । ଏବେ ଏହା ଅବପାତ ରୂପ ନେଇଛି । ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହୋଇପାରେ ।  ତେବେ ଏହାରି ଭିତରେ  ବାତ୍ୟା ‘ୟଶ’ କେଉଁଠି ଲ୍ୟାଣ୍ଡଫଲ କରିବ ତାହା  ଜଣାପଡ଼ିଛି । ବାତ୍ୟା ‘ୟଶ’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ  । ୨୬ ତାରିଖ ସଂଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡ଼ି ନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ର ପ୍ରକାଶ କରିଛନ୍ତି  ।
ଡକ୍ଟର ମହାପାତ୍ର କହିଛନ୍ତିଯେ, ଏହା ଉପକୂଳ ଅତିକ୍ରମ କରିବା ବେଳେ ପବନ ୧୫୫ରୁ ୧୬୫ କିମି ବେଗରେ ପ୍ରବାହିତ ହେବ । ବେଳେବେଳେ ପବନର ବେଗ ୧୮୫ କିମି ବି ଛୁଇଁବାର ସମ୍ଭାବନା ରହିଛି  । ବାତ୍ୟାର ପ୍ରଭାବରେ ୨୫ ସଂଧ୍ୟାରୁ ଉତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହେବ  । ୨୬ରେ ଉତର ଓଡ଼ିଶା ଜିଲ୍ଲାଗୁଡିକରେ ଅଧିକ ବର୍ଷା ହେବ  । କେତେକ ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି  । 
୨୪ ସଂଧ୍ୟା ପରେ ୪୦ରୁ ୫୦ କିମି ବେଗରେ ପବବ  ବୋହିବ ।  ୨୫ରୁ ପବନର ବଗେ ବଢିବ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ ।  କେତେକ ସ୍ଥାନରେ  ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।  ପବନର ବେଗ ଯାହା ଏଥିରେ ବଡ଼ ବଡ଼ ଗଛ ଉପୁଡ଼ିପାରେ ।  ଆଜବେଷ୍ଟସ, କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି ବୋଲି  ଶ୍ରୀ ମହାପାତ୍ର କହିଛନ୍ତି । 
ଅନ୍ୟପକ୍ଷରେ  ବାତ୍ୟା ଦ୍ୱାରା ମୁଖ୍ୟତଃ ୪ଟି ଜିଲ୍ଲା ଅଧିକ ପ୍ରଭାବିତ ହେବ । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । 
ସେ କହିଛନ୍ତି ଯେ, ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତ ରୂପ ନେବା ପରେ ଟ୍ରାକ ରେକର୍ଡ ସୃଷ୍ଟି ହେବ । ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦, ୨୫ ତାରିଖରୁ ୫୦ରୁ ୬୦ କିମି ବେଗରେ ପବନ ବୋହିବ । ୨୬ ତାରିଖରେ ୧୦୦ରୁ ୧୧୦ କିମି ବେଗରେ ପବନ ବହିବ । ଉତ୍ତର ଓଡ଼ିଶା ଉପକୂଳ, ପଶ୍ଚିମବଙ୍ଗ,ବାଲାଂଦେଶ ଦେଇ ସ୍ଥଳଭାଗ ଛୁଇଁବ । ଏହାର ପ୍ରଭାବରେ ଉତ୍ତର ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରେ ପ୍ରବଳ ବର୍ଷିବ । ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ । ତେବେ ବାତ୍ୟା ଦ୍ୱାରା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଅଧିକ ପ୍ରଭାବିତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

Powered by Froala Editor

Tags Cyclone

Related articles Odisha News Lens 4.1

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13450
    Apr 14, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15523
    Apr 14, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15387
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14271
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15075
    Apr 13, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13581
    Apr 13, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15305
    Apr 14, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14647
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14231
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14828
    Apr 13, 2026
  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14271
    Apr 13, 2026
  • ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13581
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17416
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17473
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17829
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16301
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15075
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15794
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14651
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15631
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14484
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15331
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15063
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15565
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13862
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15387
    Apr 13, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15075
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13450
    Apr 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In