Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

ରାଜ୍ୟ
Home ›› ରାଜ୍ୟ ››ଲ୍ୟାଣ୍ଡଫଲ ପୂର୍ବ ଓ ପର ୬ଘଣ୍ଟା ପ୍ରଭାବ ଅଧିକ ରହିବ

ଲ୍ୟାଣ୍ଡଫଲ ପୂର୍ବ ଓ ପର ୬ଘଣ୍ଟା ପ୍ରଭାବ ଅଧିକ ରହିବ

2021-05-23 09:28:42
13715
Share:
Facebook
Twitter
E-Mail
WhatsApp
Telegram
ଲ୍ୟାଣ୍ଡଫଲ ପୂର୍ବ ଓ ପର ୬ଘଣ୍ଟା ପ୍ରଭାବ ଅଧିକ ରହିବ


ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଥିଲାବେଳେ   ଉକ୍ତ ଲଘୁଚାପ ଆଜି ୱେଲମାର୍କଡରେ ପରିଣତ ହୋଇଥିଲା । ଏବେ ଏହା ଅବପାତ ରୂପ ନେଇଛି । ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହୋଇପାରେ ।  ତେବେ ଏହାରି ଭିତରେ  ବାତ୍ୟା ‘ୟଶ’ କେଉଁଠି ଲ୍ୟାଣ୍ଡଫଲ କରିବ ତାହା  ଜଣାପଡ଼ିଛି । ବାତ୍ୟା ‘ୟଶ’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ  । ୨୬ ତାରିଖ ସଂଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡ଼ି ନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ର ପ୍ରକାଶ କରିଛନ୍ତି  । ତେବେ ଲ୍ୟାଣ୍ଡଫଲର ପୂର୍ବ ଓ ପର ୬ଘଣ୍ଟାରେ ବାତ୍ୟାର ଅଧିକ ପ୍ରଭାବ ପଡ଼ିବ ବୋଲି  ଜଣାଯାଇଛି ।
ଡକ୍ଟର ମହାପାତ୍ର କହିଛନ୍ତିଯେ, ଏହା ଉପକୂଳ ଅତିକ୍ରମ କରିବା ବେଳେ ପବନ ୧୫୫ରୁ ୧୬୫ କିମି ବେଗରେ ପ୍ରବାହିତ ହେବ । ବେଳେବେଳେ ପବନର ବେଗ ୧୮୫ କିମି ବି ଛୁଇଁବାର ସମ୍ଭାବନା ରହିଛି  । ବାତ୍ୟାର ପ୍ରଭାବରେ ୨୫ ସଂଧ୍ୟାରୁ ଉତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହେବ  । ୨୬ରେ ଉତର ଓଡ଼ିଶା ଜିଲ୍ଲାଗୁଡିକରେ ଅଧିକ ବର୍ଷା ହେବ  । କେତେକ ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି  । 
୨୪ ସଂଧ୍ୟା ପରେ ୪୦ରୁ ୫୦ କିମି ବେଗରେ ପବବ  ବୋହିବ ।  ୨୫ରୁ ପବନର ବଗେ ବଢିବ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ ।  କେତେକ ସ୍ଥାନରେ  ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।  ପବନର ବେଗ ଯାହା ଏଥିରେ ବଡ଼ ବଡ଼ ଗଛ ଉପୁଡ଼ିପାରେ ।  ଆଜବେଷ୍ଟସ, କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି ।  ପବନରେ ବିଦୁ୍ୟତ ଖୁଣ୍ଟ ଉପୁଡ଼ିବା ସହ କ୍ଷତି ଘଟାଇବ ବୋଲି  ଶ୍ରୀ ମହାପାତ୍ର କହିଛନ୍ତି । 
ଅନ୍ୟପକ୍ଷରେ  ବାତ୍ୟା ଦ୍ୱାରା ମୁଖ୍ୟତଃ ୪ଟି ଜିଲ୍ଲା ଅଧିକ ପ୍ରଭାବିତ ହେବ । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । 
ସେ କହିଛନ୍ତି ଯେ, ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତ ରୂପ ନେବା ପରେ ଟ୍ରାକ ରେକର୍ଡ ସୃଷ୍ଟି ହେବ । ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦, ୨୫ ତାରିଖରୁ ୫୦ରୁ ୬୦ କିମି ବେଗରେ ପବନ ବୋହିବ । ୨୬ ତାରିଖରେ ୧୦୦ରୁ ୧୧୦ କିମି ବେଗରେ ପବନ ବହିବ । ଉତ୍ତର ଓଡ଼ିଶା ଉପକୂଳ, ପଶ୍ଚିମବଙ୍ଗ,ବାଲାଂଦେଶ ଦେଇ ସ୍ଥଳଭାଗ ଛୁଇଁବ । ଏହାର ପ୍ରଭାବରେ ଉତ୍ତର ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରେ ପ୍ରବଳ ବର୍ଷିବ । ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ । ତେବେ ବାତ୍ୟା ଦ୍ୱାରା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଅଧିକ ପ୍ରଭାବିତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

Powered by Froala Editor

Tags Cyclone

Related articles Odisha News Lens 4.1

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14391
    May 28, 2026
  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14768
    May 28, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15540
    May 29, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15762
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14231
    May 28, 2026
  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌
    ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13794
    May 28, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15333
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    13997
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15458
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15333
    May 29, 2026
  • ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13794
    May 28, 2026
  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15458
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16892
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17562
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17946
    Sep 06, 2023

ବିଶେଷ

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    13997
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15193
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14881
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15807
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15099
    May 21, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15435
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15176
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15663
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14001
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14391
    May 28, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    13997
    May 29, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15762
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In