Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ...

  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ...

  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

  • ରାହୁଲ ଗାନ୍ଧୀଙ୍କ କାରକେଡ୍ ...

  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ...

  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ...

  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି ...

  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ...

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ...

ଖେଳ ଖବର
Home ›› ଖେଳ ଖବର ››କିର୍ତ୍ତୀମାନ ସୁନୀଲ ନାରିନ : ଗୋଟିଏ ମ୍ୟାଚ୍‌ରେ ୭ ଓଭର୍‌ରେ ୭ ୱିକେଟ୍‌

କିର୍ତ୍ତୀମାନ ସୁନୀଲ ନାରିନ : ଗୋଟିଏ ମ୍ୟାଚ୍‌ରେ ୭ ଓଭର୍‌ରେ ୭ ୱିକେଟ୍‌

2023-03-20 18:04:39
20197
Share:
Facebook
Twitter
E-Mail
WhatsApp
Telegram
କିର୍ତ୍ତୀମାନ ସୁନୀଲ ନାରିନ : ଗୋଟିଏ ମ୍ୟାଚ୍‌ରେ ୭ ଓଭର୍‌ରେ ୭ ୱିକେଟ୍‌

ୱେଷ୍ଟଇଣ୍ତିଜ୍‌ର ଷ୍ଟାର ସ୍ପିନର୍‌ ସୁନୀଲ ନାରିନ ଆଉ ଏକ କିର୍ତ୍ତୀମାନ ସ୍ଥାପନ କରିଛନ୍ତି । ସୁପର୍‌ ଓଭର୍‌ରେ ମେଡେନ୍‌ ନେଇ ସେ ପୂର୍ବରୁ ରେକର୍ଡ କରିଥିଲେ ।  ଏବେ ପୁଣି ଏକ ବିରଳ କାରନାମା କରି ଦେଖାଇଛନ୍ତି । ସ୍ଥାନୀୟ ଏକ ଲିଗ୍‌ ମ୍ୟାଚ୍‌ରେ ସେ ୭ ଓଭର ବୋଲିଂ କରିଥିବା ବେଳେ ୭ ଓଭର ଯାକ ମେଡେନ୍‌ ହୋଇଛି । କେବଳ ସେତିକି ନୁହେଁ ୭ ଓଭରରେ ନାରିନ୍‌ ୭ଟି ଓ୍ବିକେଟ୍‌ ବି ନେଇଛନ୍ତି ।

ଓ୍ବେଷ୍ଟଇଣ୍ଡିଜରେ ଖେଳାଯାଇଥିବା ଏକ ଟୁର୍ଣ୍ଣାମେଣ୍ଟରେ ସୁନୀଲ ନାରିନ୍‌ ଏହି ରେକର୍ଡ କରିଛନ୍ତି । କୁଇନ୍ସ ପାର୍କ କ୍ଲବ୍‌ ପକ୍ଷରୁ ଖେଳୁଥିବା ନାରିନ୍‌ କ୍ଲାର୍କ ରୋଡ୍‌ ୟୁନାଇଟେଡ୍‌ ବିପକ୍ଷରେ ଏହି ରେକର୍ଡ କରିଛନ୍ତି । ନାରିନଙ୍କ ଘାତକ ବୋଲିଂ ବଳରେ ବିପକ୍ଷ ଦଳ ମାତ୍ର ୭୬ ରନ୍‌ରେ ହିଁ ଅଲଆଉଟ୍‌ ହୋଇଯାଇଥିଲା । କୁଇନ୍ସ ପାର୍କ କ୍ଲବ୍‌ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୩ ଓ୍ବିକେଟ୍‌ ହରାଇ ସଂଗ୍ରହ କରିଥିଲା ୨୬୮ ରନ୍‌ । ଜବାବର ପ୍ରତିପକ୍ଷ କ୍ଲାର୍କ ରୋଡ୍‌ ଟିମ୍‌ ୭୬ ରନରେ ଅଲଆଉଟ୍‌ ହୋଇଯିବାରୁ ନାରିନଙ୍କ ଟିମ୍‌ ୧୯୨ ରନରେ ଜିତିନେଇଥିଲା ।

ଆଇପିଏଲର ସମସ୍ତ ସଂସ୍କରଣରେ ଜଣେ ସଫଳତମ ବୋଲର୍‌ଙ୍କ ମଧ୍ୟରେ ଜଣେ ହେଉଛନ୍ତି ସୁନୀଲ ନାରିନ୍‌ । ପୂର୍ବରୁ ନାରିନ୍‌ଙ୍କୁ ନେଇ ବ୍ୟାଟ୍ସମ୍ୟାନ୍‌ଙ୍କ ମନରେ ଭୟ ଥିବା ବେଳେ ଏବେ ଏହି ରେକର୍ଡ ସେହି ଭୟକୁ ଦ୍ୱିଗୁଣିତ କରିବ । 

Powered by Froala Editor

Tags sunil

Related articles Odisha News Lens 4.1

  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....
    ଦେଶ-ଦେଶାନ୍ତର

    ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....

    15475
    Oct 26, 2026
  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...
    ଦେଶ-ଦେଶାନ୍ତର

    ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...

    14186
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା
    ବାଣିଜ୍ୟ

    ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15562
    Oct 26, 2026
  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...
    ଦେଶ-ଦେଶାନ୍ତର

    ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...

    15229
    Oct 26, 2026
  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ
    ଦେଶ-ଦେଶାନ୍ତର

    ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ

    15337
    Oct 26, 2026
  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15285
    Oct 26, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ,  ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ
    ବିଶେଷ

    ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15602
    Oct 26, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ  ସ୍ତନ କର୍କଟ ସଚେତନତା ମାସ ...
    ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ...

    14632
    Oct 26, 2026
  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା
    ଖେଳ ଖବର

    ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

    14014
    Oct 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

    14014
    Oct 26, 2026
  • ଦେଶ-ଦେଶାନ୍ତର

    'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14244
    Oct 26, 2026
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15562
    Oct 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17222
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17914
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17861
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18284
    Sep 06, 2023

ବିଶେଷ

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15602
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14767
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15581
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15741
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15111
    Oct 18, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15562
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14177
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15120
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14814
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15285
    Oct 26, 2026
  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ କଲେ ମୋଦୀ

    14186
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15562
    Oct 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In