Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ ...

  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

ବିଶେଷ
Home ›› ବିଶେଷ ››ଭେଣ୍ଡି ଖାଇଲେ କଣ ଫାଇଦା ମିଳେ ଜାଣନ୍ତୁ....

ଭେଣ୍ଡି ଖାଇଲେ କଣ ଫାଇଦା ମିଳେ ଜାଣନ୍ତୁ....

2023-03-21 04:16:23
15813
Share:
Facebook
Twitter
E-Mail
WhatsApp
Telegram
ଭେଣ୍ଡି ଖାଇଲେ କଣ ଫାଇଦା ମିଳେ ଜାଣନ୍ତୁ....

 ଖରା ଦିନ ଆସିବା ମାତ୍ରେ ବଜାରରେ ତାଜା ଏବଂ ସବୁଜ ଭେଣ୍ଡି ଆସିଥାଏ । ଭେଣ୍ଡି ଅଧିକାଂଶ ଲୋକଙ୍କ ପ୍ରିୟ ପନିପରିବା। ଭେଣ୍ଡିକୁ ଯେଉଁ ଭାବରେ ପ୍ରସ୍ତୁତ କଲେ ତାହାର ସ୍ୱାଦକୁ ଭଲ ଲାଗେ। ଭଣ୍ଡୀ କେବଳ ଏକ ସୁସ୍ବାଦୁ ପନିପରିବା ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ପାଇଁ ଅନେକ ଉପକାରୀ ଖାଦ୍ୟ ହୋଇଥାଏ। ଏହି ପରିବାରେ ଭଲ ପରିମାଣର ଭିଟାମିନ୍-ସି ଅଛି । ଯାହକୁ ଖାଇବା   ଦ୍ବାରା ଚର୍ମକୁ ସୁସ୍ଥ ରଖିଥାଏ। ଏହା ବ୍ୟତୀତ ମ୍ୟାଗ୍ନେସିୟମ୍, ପୋଟାସିୟମ୍, କ୍ୟାଲସିୟମ୍, କାର୍ବୋହାଇଡ୍ରେଟ୍, ଫାଇବର ଏବଂ ଫ୍ୟାଟି ଏସିଡ୍ ମିଳିଥାଏ । କୁହାଯାଏ କି ଭେଣ୍ଡି ଖାଇବା ଦ୍ବାରା ଓଜନ ହ୍ରାସ ମଧ୍ୟ ହୋଇଥାଏ। ସାଧାରଣତଃ ମଧୁମେହ ରୋଗୀଙ୍କ ପାଇଁ ଭେଣ୍ଡି ଅତ୍ୟନ୍ତ ଉପକାରୀ ପନିପରିବା । ତେବେ ଚାଲନ୍ତୁ ଜାଣିବା ଭେଣ୍ଡିରୁ କଣ ଫାଇଦା ମିଳିଥାଏ ।

ମଧୁମେହକୁ ନିୟନ୍ତ୍ରଣ କରେ- ଯେଉଁମାନଙ୍କର ରକ୍ତରେ ସୁଗାର ଲେବଲ୍‌ ଅଧିକ ରହିଥାଏ, ସେମାନେ ଭେଣ୍ଡି ଖାଇବା ଉଚିତ୍। ଭେଣ୍ଡିରେ ଆଣ୍ଟି-ହାଇପରଗ୍ଲାଇସେମିକ୍ ଏବଂ ଆଣ୍ଟି-ଡାଇବେଟିସ୍ ତତ୍ତ୍ବ ଥାଏ। ଯାହା ରକ୍ତରେ ଗ୍ଲୁକୋଜର ସ୍ତରକୁ ହ୍ରାସ କରିଥାଏ। ଭେଣ୍ଡିରେ ଥିବା ଫାଇବର ରକ୍ତରେ ଗ୍ଲୁକୋଜକୁ ନିୟନ୍ତ୍ରଣ କରିବାରେ ଲାଭଦାୟକ ହୋଇଥାଏ।

ହାର୍ଟକୁ ସୁସ୍ଥ ରଖେ- ହୃଦ୍ ରୋଗୀଙ୍କ ପାଇଁ ଭେଣ୍ଡି ମଧ୍ୟ ଅତ୍ୟନ୍ତ ଉପକାରୀ ପନିପରିବା। ଭେଣ୍ଡିରେ ପେକ୍ଟିନ୍ ନାମକ ଏକ ଉପାଦାନ ଥାଏ। ଯାହା ଖରାପ କୋଲେଷ୍ଟ୍ରଲ୍କୁ ହ୍ରାସ କରେ ଏବଂ ହାର୍ଟକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଶରୀରରେ ଖରାପ୍‌ କୋଲେଷ୍ଟ୍ରଲକୁ ନିୟନ୍ତ୍ରଣରେ ରଖିଥାଏ । ଯେଉଁ ଲୋକମାନେ ପ୍ରତିଦିନ ଭେଣ୍ଡି ଖାଉଛନ୍ତି ସେମାନଙ୍କ ପାଖରେ କୋଲେଷ୍ଟ୍ରଲ ନିୟନ୍ତ୍ରଣରେ ରହିଥାଏ।

ପ୍ରତିରୋଧକ ଶକ୍ତିକୁ ଶକ୍ତିଶାଳୀ କରେ- ଯେଉଁମାନେ ଭେଣ୍ଡି ଖାଆନ୍ତି, ସେମାନଙ୍କର ପ୍ରତିରୋଧକ ଶକ୍ତି ବଢିଥାଏ । ଭେଣ୍ଡିରେ ଭିଟାମିନ୍-ସି ମିଳିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢିଥାଏ।  

ଓଜନ ହ୍ରାସ- ଭେଣ୍ଡି ଖାଇବା ଦ୍ୱାରା ଓଜନ ମଧ୍ୟ ନିୟନ୍ତ୍ରଣରେ ରହିଥାଏ । ଭେଣ୍ଡିରେ ମିଳୁଥିବା ଔଷଧିୟ ଗୁଣ ରହିଥାଏ ଭେଣ୍ଡିରେ ଫାଇବରରେ ଭରପୂର ମାତ୍ରାରେ ରହିଥାଏ।  ଯାହା ଓଜନ ହ୍ରାସ କରିବାରେ ସାହାଯ୍ୟ କରିଥାଏ । ଯଦି ଆପଣ ପତଳା ହେବାକୁ ଚାହାଁନ୍ତି, ତେବେ ନିଶ୍ଚିତ ଭାବରେ ଭେଣ୍ଡିକୁ ଡାଏଟରେ ସାମିଲ୍‌ କରନ୍ତୁ ।

ହଜମକ୍ରିୟା ମଜବୁତ୍‌ ରଖେ- ଯେଉଁମାନଙ୍କର ହଜମକ୍ରିୟା ସହ ଜଡିତ ସମସ୍ୟା ଅଛି ସେମାନେ ଭେଣ୍ଡି ଖାଇବା ନିହାତି ଜରୁରୀ । ଭେଣ୍ଡିରେ ଅନେକ ଔଷଧିୟ ଗୁଣ ରହିଛି । ଯାହା ହଜମ ପ୍ରକ୍ରିୟାରେ ଉନ୍ନତି ଆଣେ । ଗ୍ରୀଷ୍ମ ଋତୁରେ ପେଟ ଜନିତ ସମସ୍ୟା ଏବଂ ପୀଡିତ ବ୍ୟକ୍ତିମାନେ ନିଶ୍ଚିତ ଭାବରେ ଭେଣ୍ଡି ଖାଇବା ଉଚିତ୍ ।

Powered by Froala Editor

Tags Lady finger

Related articles Odisha News Lens 4.1

  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13436
    Jun 05, 2026
  •  ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15333
    Jun 05, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15767
    Jun 04, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13795
    Jun 04, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13476
    Jun 05, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13598
    Jun 04, 2026
  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14632
    Jun 04, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14745
    Jun 05, 2026
  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13658
    Jun 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14745
    Jun 05, 2026
  • ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15767
    Jun 04, 2026
  • ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    14954
    Jun 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16907
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17963
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13476
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14838
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14705
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15247
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15315
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14018
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13436
    Jun 05, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13476
    Jun 05, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    14954
    Jun 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In