Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ...

Home ›› ››ଓଡ଼ିଶାକୁ ଆସିବ ଆଉ ୧୦ ଏନଡିଆରଏଫ ଟିମ

ଓଡ଼ିଶାକୁ ଆସିବ ଆଉ ୧୦ ଏନଡିଆରଏଫ ଟିମ

2021-05-23 09:39:24
14490
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାକୁ ଆସିବ ଆଉ ୧୦ ଏନଡିଆରଏଫ ଟିମ

ଭୁବନେଶ୍ୱର: ଧୀରେ ଧୀରେ ମାଡ଼ି ଆସୁଛି ବାତ୍ୟା ‘ୟଶ’  । ବାତ୍ୟା ‘ୟଶ’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ  । ୨୬ ତାରିଖ ସଂଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡ଼ି ନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ର ପ୍ରକାଶ କରିଛନ୍ତି  ।  ତେବେ ବାତ୍ୟାର ପ୍ରକୋପକୁ ଦେଖି ଓଡ଼ିଶାକୁ ଆଉ ୧୦ ଏନଡିଆରଏଫ ଟିମ ଆସିବ ବୋଲି ଜଣାଯାଇଛି ।  ଏନେଇ ଏନଡିଆରଏଫ ଡିଜି ସତ୍ୟନାରାୟଣ ପ୍ରଧାନ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ, ଓଡ଼ିଶାକୁ ୨୨ଟି ଟିମ ଯାଇଥିଲେ । ତେବେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଆଉ ୧୦ଟି ଟିମ ମାଗିଛନ୍ତି ।  ଆଜି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏୟାର ଲିପ୍ଟ କରି ଟିମ ପହଞ୍ଚାଯିବ ।  ଓଡ଼ିଶା ପାଇଁ ମୋଟ ୩୨ଟି ଏନଡିଆରଏଫ ଟିମ ପ୍ରସ୍ତୁତ କରାଯାଇଛି ।  ପଶ୍ଚିବଙ୍ଗରେ ୩୫ଟି ଏନଡିଆରଏଫ ଟିମ ମଧ୍ୟ ସନ୍ଧ୍ୟା ସୁଦ୍ଧା ପହଞ୍ଚିବେ ।  ଆବଶ୍ୟକତା ଦେଖି ଏନଡିଆରଏଫ ଟିମକୁ କାର୍ଯ୍ୟରେ ଲଗାଯିବ ।  ବାତ୍ୟା ତାଉତେ ଅନୁଭୂତିକୁ ଏଠାରେ କାର୍ଯ୍ୟରେ ଲଗାଇବୁ ବୋଲି  ଏନଡିଆରଏଫ ଡିଜି ସତ୍ୟନାରାୟଣ ପ୍ରଧାନ ସୂଚନା ଦେଇଛନ୍ତି ।

ପ୍ରକାଶ ଯେ, ଲ୍ୟାଣ୍ଡଫଲର ପୂର୍ବ ଓ ପର ୬ଘଣ୍ଟାରେ ବାତ୍ୟାର ଅଧିକ ପ୍ରଭାବ ପଡ଼ିବ ବୋଲି  ଜଣାଯାଇଛି । ଲ୍ୟାଣ୍ଡଫଲବେଳେ ପ୍ରବଳ ପବନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି  ଘଟିପାରେ ।  ପବନର ବେଗ ଯାହା ଏଥିରେ ବଡ଼ ବଡ଼ ଗଛ ଉପୁଡ଼ିପାରେ ।  ଆଜବେଷ୍ଟସ, କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି ।  ପବନରେ ବିଦୁ୍ୟତ ଖୁଣ୍ଟ ଉପୁଡ଼ିବା ସହ କ୍ଷତି ଘଟାଇବ । ଏହା ଉପକୂଳ ଅତିକ୍ରମ କରିବା ବେଳେ ପବନ ୧୫୫ରୁ ୧୬୫ କିମି ବେଗରେ ପ୍ରବାହିତ ହେବ । ବେଳେବେଳେ ପବନର ବେଗ ୧୮୫ କିମି ବି ଛୁଇଁବାର ସମ୍ଭାବନା ରହିଛି  । ବାତ୍ୟାର ପ୍ରଭାବରେ ୨୫ ସଂଧ୍ୟାରୁ ଉତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହେବ  । ୨୬ରେ ଉତର ଓଡ଼ିଶା ଜିଲ୍ଲାଗୁଡିକରେ ଅଧିକ ବର୍ଷା ହେବ  । କେତେକ ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି  । ୨୪ ସଂଧ୍ୟା ପରେ ୪୦ରୁ ୫୦ କିମି ବେଗରେ ପବବ  ବୋହିବ ।  ୨୫ରୁ ପବନର ବଗେ ବଢିବ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ ।  କେତେକ ସ୍ଥାନରେ  ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି  ଆଇଏମଡ଼ି ନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।
ଅନ୍ୟପକ୍ଷରେ ବାତ୍ୟା ଦ୍ୱାରା ମୁଖ୍ୟତଃ ୪ଟି ଜିଲ୍ଲା ଅଧିକ ପ୍ରଭାବିତ ହେବ । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ,  ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତ ରୂପ ନେବା ପରେ ଟ୍ରାକ ରେକର୍ଡ ସୃଷ୍ଟି ହେବ ।  ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦, ୨୫ ତାରିଖରୁ ୫୦ରୁ ୬୦ କିମି ବେଗରେ ପବନ ବୋହିବ ।  ୨୬ ତାରିଖରେ ୧୦୦ରୁ ୧୧୦ କିମି ବେଗରେ ପବନ ବହିବ ।  ଉତ୍ତର ଓଡ଼ିଶା ଉପକୂଳ, ପଶ୍ଚିମବଙ୍ଗ,ବାଲାଂଦେଶ ଦେଇ ସ୍ଥଳଭାଗ ଛୁଇଁବ ।  ଏହାର ପ୍ରଭାବରେ ଉତ୍ତର ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରେ ପ୍ରବଳ ବର୍ଷିବ ।  ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ । ତେବେ ବାତ୍ୟା ଦ୍ୱାରା  ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା  ଅଧିକ ପ୍ରଭାବିତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

Powered by Froala Editor

Tags Cyclone

Related articles Odisha News Lens 4.1

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ
    ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15290
    Jun 11, 2026
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14181
    Jun 12, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13965
    Jun 11, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14215
    Jun 12, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14118
    Jun 11, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13307
    Jun 11, 2026
  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...
    ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...

    14927
    Jun 11, 2026
  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13795
    Jun 12, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13605
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14855
    Jun 11, 2026
  • ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13307
    Jun 11, 2026
  • ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15290
    Jun 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16922
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17541
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17589
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17981
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13535
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15415
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14205
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14098
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    15029
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15464
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15209
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15693
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14036
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15290
    Jun 11, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13307
    Jun 11, 2026
  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14855
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In