Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଲ୍‌କିସ୍‌ ବାନୋ ମାମଲାରେ ଗଠନ ହେବ ସ୍ବତନ୍ତ୍ର ଖଣ୍ଡପୀଠ

ବିଲ୍‌କିସ୍‌ ବାନୋ ମାମଲାରେ ଗଠନ ହେବ ସ୍ବତନ୍ତ୍ର ଖଣ୍ଡପୀଠ

2023-03-22 18:29:56
15321
Share:
Facebook
Twitter
E-Mail
WhatsApp
Telegram
ବିଲ୍‌କିସ୍‌ ବାନୋ ମାମଲାରେ ଗଠନ ହେବ ସ୍ବତନ୍ତ୍ର ଖଣ୍ଡପୀଠ

ବିଲକିସ ବାନୋ ମାମଲାରେ ସୁପ୍ରିମକୋର୍ଟ ଏକ ନୂତନ ବେଞ୍ଚ ଗଠନ କରିବାକୁ ରାଜି ହୋଇଛନ୍ତି। ପୂର୍ବରୁ ସେହି ସୁପ୍ରିମକୋର୍ଟରୁ ନିରାଶ ହୋଇଥିବା ବିଲକିସ୍ ବାନୋଙ୍କ ପାଇଁ ପୁଣି ଥରେ ନ୍ୟାୟ ପାଇବାର ଆଶା ଉଜ୍ଜୀବିତ ହୋଇଛି। ଆଡଭୋକେଟ ଶୋଭା ଗୁପ୍ତାଙ୍କୁ ଆଶ୍ୱସନା ଦେଇ ସିଜେଆଇ କହିଛନ୍ତି ଯେ, ମୁଁ ନିଶ୍ଚିତ ଭାବେ ବେଞ୍ଚ ଗଠନ କରିବି। ପୂର୍ବରୁ ସମାନ ଆବେଦନ ସୁପ୍ରିମକୋର୍ଟରେ ଖାରଜ ହୋଇ ଯାଇଥିଲା।

ସୂଚନା ଯୋଗ୍ୟ ଯେ, ୨୦୦୨ ଗୋଧ୍ରା ଟ୍ରେନ ପୋଡ଼ି ପରେ ଗୁଜରାଟରେ ଦଙ୍ଗା ହୋଇଥିଲା। ଏହି ସମୟରେ ବିଲକିସ ବାନୋଙ୍କୁ ଗଣଦୁଷ୍କର୍ମ କରିବା ଏବଂ ତାଙ୍କର ୩ ବର୍ଷର ଝିଅ ଓ ୭ ଜଣ ସମ୍ପର୍କୀୟଙ୍କ ସହ ୧୩ ଜଣଙ୍କୁ ହତ୍ୟା କରିବା ଅଭିଯୋଗରେ ୧୧ ଜଣ ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହୋଇଥିଲେ। ୨୦୦୮ ଜାନୁଆରିରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଉକ୍ତ ଦୋଷୀମାନଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ। ପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ମାମଲା ଅହମ୍ମଦାବାଦ ରୁ ବମ୍ବେ ହାଇକୋର୍ଟକୁ ସ୍ଥାନାନ୍ତର ହୋଇଥିଲା।

ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ୧୧ ଜଣଙ୍କୁ ଦଣ୍ଡ ଅବଧି ପୂରିବା ପୂର୍ବରୁ ଗତ ଅଗଷ୍ଟ ୧୫ରେ ଗୁଜରାଟ ସରକାର ଜେଲରୁ ମୁକ୍ତ କରିଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ନଭେମ୍ବର ୩୦ରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବିଲ୍‌କିସ୍‌ଙ୍କ ଆବେଦନର ଶୁଣାଣି ପାଇଁ ଏକ ସ୍ବତନ୍ତ୍ର ଖଣ୍ଡପୀଠ ଗଠନ କରାଯିବ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଥିପାଇଁ ବୁଧବାର ସହମତି ପ୍ରକାଶ କରିଛନ୍ତି।

Powered by Froala Editor

Tags bilkisbano

Related articles Odisha News Lens 4.1

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14197
    Oct 24, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14269
    Oct 24, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14818
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14530
    Oct 23, 2026
  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13791
    Oct 24, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15249
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14213
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14667
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15429
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14269
    Oct 24, 2026
  • ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14213
    Oct 24, 2026
  • ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13791
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17212
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15249
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15593
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15052
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15517
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14852
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14530
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15152
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14419
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14612
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14269
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14197
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14667
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In