Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ...

  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

  • ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

  • ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ...

  • ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ...

  • ବିନା ପ୍ରେସକ୍ରିପସନରେ ମିଳିବନି କଫ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧୦୦ ଫୁଟ୍ ଉପରେ ଶୌଚାଳୟ ତିଆରି କଲା ଏହି କମ୍ପାନୀ

୧୦୦ ଫୁଟ୍ ଉପରେ ଶୌଚାଳୟ ତିଆରି କଲା ଏହି କମ୍ପାନୀ

2023-03-22 18:38:13
15040
Share:
Facebook
Twitter
E-Mail
WhatsApp
Telegram
୧୦୦ ଫୁଟ୍ ଉପରେ ଶୌଚାଳୟ ତିଆରି କଲା ଏହି କମ୍ପାନୀ

ବିଜ୍ଞାପନ ଯେତେ ଆକର୍ଷଣୀୟ ହେବ ସେତେ କମ୍ପାନୀର ନାଁ ବଢିବ । ହେଲେ ଲଣ୍ଡନର ଏକ କମ୍ପାନୀ ନିଜ ନାଁ କୁ ଫେମସ କରିବା ପାଇଁ ୧୦୦ ଫୁଟ୍ ଉପରେ ଶୌଚାଳୟ ତିଆରି କରିିଛି । ଏହି ଶୌଚାଳୟ କ୍ଲିନିଂ ବ୍ରାଣ୍ଡ୍‌ ଡୋମେଷ୍ଟୋସ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଯିଏକି ୩୬୦ଡିଗ୍ରୀ ପାଓ୍ବାର ଫୋମ ବିଜ୍ଞାପନ କରୁଛି। କମ୍ପାନୀ ତା'ର ନୂତନ ଉତ୍ପାଦକୁ ପ୍ରୋତ୍ସାହିତ କରିବା ପାଇଁ ଥେମସ ନଦୀ ଉପରେ ୧୦୦ ଫୁଟ ଉଚ୍ଚରେ ଏହି ଶୌଚାଳୟକୁ ଟାଙ୍ଗିଛି।

ଏହା ମାଧ୍ୟମରେ, ସେମାନେ ଲୋକମାନଙ୍କର ସଫେଇ ଅଭିଜ୍ଞତାକୁ ଏକ ନୂତନ ଉଚ୍ଚତାକୁ ନେବାକୁ ଚାହୁଁଛନ୍ତି। ଏହାର ନାମକରଣ କରାଯାଇଛି , 'ଲୁ ଓ୍ବିଥ୍‌ ଏ ଭ୍ୟୁ' । ତେବେ ଏହି ଶୌଚାଳୟକୁ ନେଇ କିଛି ବ୍ୟକ୍ତି ସମାଲୋଚନା ମଧ୍ୟ କରିଛନ୍ତି ।

Powered by Froala Editor

Tags toilet

Related articles Odisha News Lens 4.1

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ...
    ବାଣିଜ୍ୟ

    ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ...

    15457
    Jun 17, 2026
  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

    13743
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13660
    Jun 16, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ
    ବିଶେଷ

    ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15438
    Jun 18, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15345
    Jun 16, 2026
  • ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ
    ଦେଶ-ଦେଶାନ୍ତର

    ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

    14655
    Jun 17, 2026
  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!
    ଦେଶ-ଦେଶାନ୍ତର

    କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

    14122
    Jun 17, 2026
  • ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି
    ଦେଶ-ଦେଶାନ୍ତର

    ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି

    15207
    Jun 17, 2026
  • ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ ହେବ
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ ହେବ

    15075
    Jun 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି

    15207
    Jun 17, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

    14655
    Jun 17, 2026
  • ଦେଶ-ଦେଶାନ୍ତର

    ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

    15163
    Jun 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16932
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17549
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17599
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17994
    Sep 06, 2023

ବିଶେଷ

  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15438
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14868
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14387
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15074
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13673
    Jun 10, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13660
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14859
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15473
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15223
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ ହେବ

    15075
    Jun 17, 2026
  • ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

    15163
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13660
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In