Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ...

ରାଜ୍ୟ
Home ›› ରାଜ୍ୟ ››୨ବର୍ଷର ପୁଅକୁ ୧୮ହଜାର ଟଙ୍କାରେ ବିକ୍ରି କରିଦେଲା ବାପା

୨ବର୍ଷର ପୁଅକୁ ୧୮ହଜାର ଟଙ୍କାରେ ବିକ୍ରି କରିଦେଲା ବାପା

2023-03-23 21:24:10
14647
Share:
Facebook
Twitter
E-Mail
WhatsApp
Telegram
୨ବର୍ଷର ପୁଅକୁ ୧୮ହଜାର ଟଙ୍କାରେ ବିକ୍ରି କରିଦେଲା ବାପା

ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବେତଡ଼ା ନିକଟ ଚନ୍ଦନପୁର ଗ୍ରାମରେ ଶିଶୁ ବିକ୍ରି ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ୧୮ହଜାର ଟଙ୍କାରେ ୨ବର୍ଷର ପୁଅକୁ ବିକ୍ରି କରିଦେଇଛନ୍ତି ବାପା। ଏ ସମ୍ପର୍କରେ ଶିଶୁପୁତ୍ରର ମା' ଥାନାରେ ଅଭିଯୋଗ କରିବା ପରେ ବୁଧବାର ପୋଲିସ ଉଦ୍ଧାର କରି ସିଡବ୍ଲ୍ୟୁସିରେ ଜିମା ଦେଇଛି।

ସୂଚନା ଅନୁଯାୟୀ, ରାଜେନ୍ଦ୍ର ଓ ସୀମାରାଣୀ ୭ ବର୍ଷ ତଳେ ବିବାହ କରିଥିଲେ। ହେଲେ କିଛିଦିନ ଧରି ସେମାନଙ୍କ ମଧ୍ୟରେ ପାରିବାରିକ ସମ୍ପର୍କ ଭଲ ନ ଥିଲା। ୧୫ଦିନ ତଳେ ସୀମାରାଣୀ ତାଙ୍କ ୨ବର୍ଷର ଶିଶୁପୁତ୍ରଙ୍କୁ ଘରେ ଛାଡ଼ି ବାପଘରକୁ ପଳାଇ ଯାଇଥିଲେ। ରାଜେନ୍ଦ୍ର ଶିଶୁପୁତ୍ରର ଲାଳନପାଳନ ପାଇଁ ଗ୍ରାମ ନିକଟ ଜଣେ ସମ୍ପର୍କୀୟ ମହିଳାଙ୍କୁ ଜିମା ଦେଇଥିଲେ। ପରେ ସମ୍ପୃକ୍ତ ମହିଳା ଓ ରାଜେନ୍ଦ୍ରଙ୍କ ପରାମର୍ଶକ୍ରମେ ସିମୁଳିଆ ବାଟି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଘରକୁ ପିଲାକୁ ପଠାଇ ଦେଇଥିଲେ। ସେଠାରୁ ପୁଣି ଏହି ପିଲାକୁ ସୋର ଥାନା ଅଧୀନ ବିଲବାଙ୍କିଆ ଗ୍ରାମର ଜଣେ ବ୍ୟକ୍ତି ନେଇଯାଇଥିଲେ।

ଏହି ଘଟଣାରେ ରାଜେନ୍ଦ୍ର ଶିଶୁପୁତ୍ରଙ୍କୁ ୧୮ ହଜାର ଟଙ୍କାରେ ବିକ୍ରି କରି ଦେଇଥିବା ସୀମାରାଣୀ ବାସୁଦେବପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ବିଲବାଙ୍କିଆ ଗ୍ରାମର ଶତ୍ରୁଘ୍ନ ବେହେରାଙ୍କ ଘରୁ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଥିଲା। ଏହି ଘଟଣାରେ ପୋଲିସ ଶିଶୁପୁତ୍ରଙ୍କ ମା' ଓ ବାପାଙ୍କୁ ଅଟକ ରଖି ପଚରାଉଚରା କରିବା ସହ ତଦନ୍ତ ଚଳାଇଛି।

Powered by Froala Editor

Tags bhadrak

Related articles Odisha News Lens 4.1

  • ୧୫ରେ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    ୧୫ରେ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ

    15359
    Jun 02, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15248
    Jun 02, 2025
  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା
    ଦେଶ-ଦେଶାନ୍ତର

    ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା

    14936
    Jun 02, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13465
    Jun 02, 2025
  • ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି
    ଦେଶ-ଦେଶାନ୍ତର

    ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି

    15200
    Jun 02, 2025
  • କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା
    ଦେଶ-ଦେଶାନ୍ତର

    କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା

    14762
    Jun 02, 2025
  • ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା
    ମନୋରଞ୍ଜନ

    ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା

    13499
    Jun 02, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....
    ବିଶେଷ

    ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14866
    Jun 02, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ
    ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    13979
    Jun 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା

    14762
    Jun 02, 2025
  • ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    14976
    Jun 02, 2025
  • ବିଶେଷ

    ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14866
    Jun 02, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16928
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14866
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15240
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15070
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15757
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13821
    May 31, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15685
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16299
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14807
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14866
    Jun 02, 2025
  • କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା

    14762
    Jun 02, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    13979
    Jun 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In