Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ...

ବିଶେଷ
Home ›› ବିଶେଷ ››ଗର୍ଭନିରୋଧକ ବଟିକା ଖାଉଥିଲେ ସାବଧାନ, ହୋଇପାରେ କର୍କଟ

ଗର୍ଭନିରୋଧକ ବଟିକା ଖାଉଥିଲେ ସାବଧାନ, ହୋଇପାରେ କର୍କଟ

2023-03-25 06:43:00
15874
Share:
Facebook
Twitter
E-Mail
WhatsApp
Telegram
ଗର୍ଭନିରୋଧକ ବଟିକା ଖାଉଥିଲେ ସାବଧାନ, ହୋଇପାରେ କର୍କଟ

ନୂଆଦିଲ୍ଲୀ: ଆଜିକାଲି ଅଧିକାଂଶ ମହିଳା ବିଭିନ୍ନ କମ୍ପାନିର ଗର୍ଭନିରୋଧ ବଟିକା ଖାଉଛନ୍ତି । କିଛି ଜଣ ଅଛନ୍ତି ଏହାକୁ ଦୈନନ୍ଦିକ ରୁଟିନ୍‌ରେ ସାମିଲ କରି ଦେଲେଣି । ଅବାଞ୍ଛିତ ଗର୍ଭଧାରଣା ଏଡାଇବାକୁ ସେମାନେ ଏଭଳି କରୁଛନ୍ତି । ହେଲେ ଅନେକଙ୍କୁ ଜଣାନାହିଁ ଏହା ସ୍ୱାସ୍ଥ୍ୟ ପ୍ରତି କେତେ ମାରାତ୍ମକ । ଅତ୍ୟଧିକ ଗର୍ଭନିରୋଧକ ବଟିକା ଖାଇବା ଦ୍ୱାରା କର୍କଟ ଭଳି ରୋଗ ହେବାର ଅଧିକ ଆଶଙ୍କା ରହିଥାଏ । ନିକଟରେ ହୋଇଥିବା ଏକ ଗବେଷଣାରୁ ବିଶେଷଜ୍ଞମାନେ ଏହା ସ୍ପଷ୍ଟ କରିଛନ୍ତି । 

ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକଙ୍କ କହିବା ଅନୁଯାୟୀ,  ଜନ୍ମ ନିୟନ୍ତ୍ରଣ ବଟିକା ଖାଇବା ଦ୍ୱାରା ଶରୀରର ହରମୋନାଲ ସନ୍ତୁଳନ ବ୍ୟାହତ ହୋଇପାରେ । ଅନେକ ମହିଳାଙ୍କ ଋତୁସ୍ରାବ ସଠିକ୍ ସମୟରେ ହୋଇନଥାଏ । ଫଳରେ ଅଧିକାଂଶ ସମୟ ଶରୀର ଅସୁସ୍ଥ ରୁହେ । ବୟସ୍କ ମହିଳାଙ୍କ ଠାରେ ଏହି ରୋଗ ହେବାର ଆଶଙ୍କା ଅଧିକ ରହିଥାଏ । ଗର୍ଭନିରୋଧକ ବଟିକା ଛାଡିବା ଦ୍ୱାରା ଏହି ରୋଗ ହେବାର ଆଶଙ୍କା କମିଯାଏ । 

ରିପୋର୍ଟ ଅନୁଯାୟୀ, ଏହି ଔଷଧ ଗର୍ଭଧାରଣକୁ ରୋକିବାରେ ୯୯.୭ ପ୍ରତିଶତ ପ୍ରଭାବଶାଳୀ । ପ୍ରୋଜେଷ୍ଟୋଜେନ-କେବଳ ବଟିକା କେବଳ ଗୋଟିଏ ହରମୋନ୍ ଧାରଣ କରିଥାଏ, ଯାହା ଗର୍ଭାଶୟ ଆସ୍ତରଣକୁ ମୋଟା କରି ଶୁକ୍ରାଣୁକୁ ଗର୍ଭରେ ପ୍ରବେଶ କରିବାରେ ରୋକିଥାଏ । ଉଭୟ ବଟିକାର ପାଶ୍ୱର୍ ପ୍ରତିକ୍ରିୟା ରହିପାରେ । ତେଣୁ ଯଥା ସମ୍ଭବ ଏହାକୁ ନ ଖାଇବାକୁ ଡାକ୍ତରମାନେ ପରାମର୍ଶ ଦେଇଛନ୍ତି ।

Powered by Froala Editor

Tags contraceptive pills

Related articles Odisha News Lens 4.1

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14910
    Jun 24, 2025
  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ
    ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13709
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13931
    Jun 24, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...
    ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...

    14257
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14125
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ
    ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14007
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ
    ଦେଶ-ଦେଶାନ୍ତର

    ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14181
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13555
    Jun 24, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ
    ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15267
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13931
    Jun 24, 2025
  • ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ଯୁବତୀ

    14257
    Jun 24, 2025
  • ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13555
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17014
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14910
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13931
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15826
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15152
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    16021
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13794
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13622
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14181
    Jun 24, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ଯୁବତୀ

    14257
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In