Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....

ମନୋରଞ୍ଜନ
Home ›› ମନୋରଞ୍ଜନ ››ସୁଟିଂ ପାଇଁ ଯାଇ ଆତ୍ମହତ୍ୟା କଲେ ଭୋଜପୁରୀ ଅଭିନେତ୍ରୀ

ସୁଟିଂ ପାଇଁ ଯାଇ ଆତ୍ମହତ୍ୟା କଲେ ଭୋଜପୁରୀ ଅଭିନେତ୍ରୀ

2023-03-26 17:36:18
15657
Share:
Facebook
Twitter
E-Mail
WhatsApp
Telegram
ସୁଟିଂ ପାଇଁ ଯାଇ ଆତ୍ମହତ୍ୟା କଲେ ଭୋଜପୁରୀ ଅଭିନେତ୍ରୀ

ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରୀର ଅଭିନେତ୍ରୀ ଆକାଂକ୍ଷା ଦୁବେ ଆତ୍ମହତ୍ୟା କରିଛନ୍ତି । ରବିବାର ଏକ ହୋଟେଲରୁ ଆକାଂକ୍ଷାଙ୍କ ମୃତଦେହ ଠାବ କରାଯାଇଛି । ଅଭିନେତ୍ରୀ ଜଣଙ୍କ ବେକରେ ଫଶି ଲଗାଇ ଆତ୍ମହତ୍ୟା କରିଛନ୍ତି ।

ଆକାଂକ୍ଷା ଉତ୍ତରପ୍ରଦେଶ ଭଦୋହି ଜିଲ୍ଲାର ପାରସିପୁରରେ ରୁହନ୍ତି । ସେ ସୁଟିଂ ପାଇଁ ସେଠାକୁ ଯାଇଥିଲେ । କିନ୍ତୁ ରବିବାର ଦିନ ହୋଟେଲରୁ ତାଙ୍କ ମୃତଦେହ ମିଳିଥିଲା । ଶନିବାର ଦିନ ଆକାଂକ୍ଷା ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଥିଲେ । 

ମିଳିଥିବା ସୂଚନା ମୁତାବକ,  ଆକାଂକ୍ଷାଙ୍କ ବୟସ ୨୫ ବର୍ଷ । ସେ ଖୁବ୍ କମ୍ ସମୟ ମଧ୍ୟରେ ଭୋଜପୁରୀ ସିନେମାରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଆକାଂକ୍ଷା ବାରାଣସୀରେ ଭୋଜପୁରୀ ଚଳଚ୍ଚିତ୍ର ‘ନାୟକ’ର ଶୁଟିଂ କରୁଥିଲେ। ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ଅକାଂକ୍ଷାଙ୍କ ଆତ୍ମହତ୍ୟା ଖବର ପ୍ରଚାରିତ ହେବା ପରେ ଭୋଜପୁରୀ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳି ଯାଇଛି। 

Powered by Froala Editor

Tags bhojpuri

Related articles Odisha News Lens 4.1

  • ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...
    ବିଶେଷ

    ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...

    15120
    May 14, 2025
  • ଭାରତୀୟ ଜୀବନ ବୀମା ନିଗମର ବଡ଼ ଘୋଷଣା, ଜାଣନ୍ତୁ କଣ?
    ଦେଶ-ଦେଶାନ୍ତର

    ଭାରତୀୟ ଜୀବନ ବୀମା ନିଗମର ବଡ଼ ଘୋଷଣା, ଜାଣନ୍ତୁ କଣ?

    14435
    May 13, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ
    ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    14031
    May 12, 2025
  • ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....
    ବିଶେଷ

    ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....

    14921
    May 14, 2025
  • ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ
    ଦେଶ-ଦେଶାନ୍ତର

    ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ

    15381
    May 13, 2025
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

    13679
    May 13, 2025
  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15654
    May 12, 2025
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ
    ବିଶେଷ

    ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13767
    May 13, 2025
  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍
    ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15674
    May 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ

    15381
    May 13, 2025
  • ବିଶେଷ

    ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....

    14921
    May 14, 2025
  • ବିଶେଷ

    ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13767
    May 13, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16597
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16884
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15436
    Apr 03, 2021

ବିଶେଷ

  • ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....

    14921
    May 14, 2025
  • ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...

    15120
    May 14, 2025
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13767
    May 13, 2025
  • କଲରା ସହ ଏସବୁ ଖାଇବା ମନା

    14818
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15911
    May 12, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16260
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13976
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14770
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15297
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15674
    May 12, 2025
  • ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...

    15120
    May 14, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    14031
    May 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In