୪ଟାରେ ରାଜ୍ୟବାସୀଙ୍କୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିପଦ ଉପରେ ବିପଦ । କରୋନା ସମୟରେ ବାତ୍ୟା । ବିପଦ ଓଡ଼ିଶାର ପିଛା ଛାଡ଼ୁନାହିଁ । ତେବେ ଏହାରି ଭିତରେ ଆଜି ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନବୀନ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି କୁହାଯାଉଛି ।
Powered by Froala Editor