Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଢ଼ିଲା ମନରେଗା ମଜୁରି

ବଢ଼ିଲା ମନରେଗା ମଜୁରି

2023-03-27 09:57:40
14362
Share:
Facebook
Twitter
E-Mail
WhatsApp
Telegram
ବଢ଼ିଲା ମନରେଗା ମଜୁରି

ନୂଆଦିଲ୍ଲୀ : ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ନିଯୁକ୍ତି ଯୋଜନା (ମନରେଗା)ର ମଜୁରି ଦର କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି। ଯୋଜନା ଅଧୀନରେ କାର୍ୟ୍ୟ କରୁଥିବା ଶ୍ରମିକମାନଙ୍କ ମଜୁରି ବୃଦ୍ଧି ନିମନ୍ତେ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଏପ୍ରିଲ ୧ରୁ ବର୍ଦ୍ଧିତ ମଜୁରି ଲାଗୁ ହେବ। କାର୍ୟ୍ୟ ଆଧାରରେ ଦୈନିକ ମଜୁରୀ ୭ରୁ ୨୬ଟଙ୍କା ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ମନରେଗା ଆଇନ ୨୦୦୫ର ଧାରା ୬(୧) ଅନୁଯାୟୀ ସରକାର ମଜୁରି ବୃଦ୍ଧି କରିଛନ୍ତି। ମନରେଗା ଅଧିନରେ ଗ୍ରାମାଞ୍ଚଳ ଲୋକଙ୍କୁ ବର୍ଷକୁ ୧୦୦ ଦିନର କର୍ମ ନିଯୁକ୍ତି ଯୋଗାଇ ଦିଆଯାଉଛି। ହରିୟାଣା ସରକାର ଏହି ଯୋଜନାରେ ପ୍ରତି ଶ୍ରମିକଙ୍କୁ ଦିନକୁ ସର୍ବାଧିକ ୩୫୭ ଟଙ୍କା ମଜୁରି ଦେଉଥିବାବେଳେ ମଧ୍ୟପ୍ରଦେଶ ଛତିଶଗଡ ଭଳି ରାଜ୍ୟରେ ଦିନକୁ ୨୨୧ ଟଙ୍କା ମଜୁରୀ ଦିଆଯାଉଛି। ବିହାର ଓ ଝାଡଖଣ୍ଡରେ ଦିନକୁ ୨୧୦ ଟଙ୍କା ଦିଆଯାଉଛି।

Powered by Froala Editor

Tags Manarega

Related articles Odisha News Lens 4.1

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14588
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13984
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15284
    Sep 05, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14178
    Sep 06, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13752
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14853
    Sep 06, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13701
    Sep 05, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14557
    Sep 06, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13699
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14178
    Sep 06, 2026
  • ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13984
    Sep 06, 2026
  • ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13699
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17077
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17735
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18148
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13984
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13743
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14547
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14852
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14804
    Aug 27, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14066
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14590
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15458
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14806
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13752
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13984
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14853
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In