Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ...

  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ...

  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ...

  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ...

  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ...

  • କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ...

  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ...

  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୮ ବର୍ଷ ମଙ୍ଗୋଲିଆ ବାଳକ ହେଲେ ତିବ୍ବତୀୟ ବୌଦ୍ଧଧର୍ମର ତୃତୀୟ ସର୍ବୋଚ୍ଚ ଧର୍ମଗୁରୁ

୮ ବର୍ଷ ମଙ୍ଗୋଲିଆ ବାଳକ ହେଲେ ତିବ୍ବତୀୟ ବୌଦ୍ଧଧର୍ମର ତୃତୀୟ ସର୍ବୋଚ୍ଚ ଧର୍ମଗୁରୁ

2023-03-27 17:44:38
15424
Share:
Facebook
Twitter
E-Mail
WhatsApp
Telegram
୮ ବର୍ଷ ମଙ୍ଗୋଲିଆ ବାଳକ ହେଲେ ତିବ୍ବତୀୟ ବୌଦ୍ଧଧର୍ମର ତୃତୀୟ ସର୍ବୋଚ୍ଚ ଧର୍ମଗୁରୁ

ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମା ଆମେରିକାରେ ଜନ୍ମିତ ମଙ୍ଗୋଲିଆ ବାଳକକୁ ତୃତୀୟ ଗୁରୁତ୍ୱପୂର୍ଣ୍ଣ ଆଧ୍ୟାତ୍ମିକ ନେତା ଭାବେ ମାନ୍ୟତା ଦେଇଛନ୍ତି। ବୌଦ୍ଧ ଧର୍ମର ଗୁରୁ ଦଲାଇ ଲାମା ପିଲାଟିକୁ ୧୦ମ ଖାଲଖା ଜେଟସୁନ ଧମପା ରିନପୋଚେ ମାନ୍ୟତା ଦେଇଛନ୍ତି। ଏଥିପାଇଁ ମାର୍ଚ୍ଚ ୮ ତାରିଖରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ତେବେ 

ଦଲାଇ ଲାମା ଓ ପଞ୍ଚେନ ଲାମାଙ୍କ ପରେ ବୌଦ୍ଧ ଧର୍ମର ତୃତୀୟ ଶ୍ରେଷ୍ଠ ଧାର୍ମିକ ନେତା ପାଲଟିଛି ଏହି ବାଳକ । ଏହି ବାଳକର ବୟସ ୮ ବର୍ଷ ହେବ । ହିମାଚଳ ପ୍ରଦେଶର ଧର୍ମଶାଳାରେ ଆୟୋଜିତ କାର୍ଯ୍ୟକ୍ରମରେ ପିଲାଟିକୁ ମୁକୁଟ ଦେଇ ଦଲାଇ ଲାମା ବିଧିବଦ୍ଧ ଭାବେ ତିବ୍ଦତୀୟ ବୌଦ୍ଧ ଧର୍ମର ତୃତୀୟ ସର୍ବୋଚ୍ଚ ମୁଖ୍ୟର ମାନ୍ୟତା ପ୍ରଦାନ କରିଛନ୍ତି। 

ରିପୋର୍ଟ ଅନୁଯାୟୀ, ଏହି ବାଳକ ଯାଆଁଳା ପୁଅଙ୍କ ମଧ୍ୟରୁ ଅନ୍ୟତମ । ଏହି ଦୁଇ ଜଣଙ୍କ ନାମ ହେଉଛି ଆଗୁଇଡାଇ ଓ ଅଚିଲତାଇ ଅଲତାନାର । ତାଙ୍କ ପିତାମାତାଙ୍କ ନାମ ଅଲଟ୍ନର ଚିଞ୍ଚୁଲୁନ୍ ଏବଂ ମନୋଖନାସନ ନର୍ମଦଖ୍ । ପିଲାଟିର ପିତା ଅଲଟନର ଚିଞ୍ଚୁଲୁନ ଜଣେ ବିଶ୍ୱବିଦ୍ୟାଳୟ ଗଣିତ ଅଧ୍ୟାପକ । ନାବାଳକର ଜେଜେମା, ଗର୍ମଜାଭ ସେଡେନ ଜଣେ ପୂର୍ବତନ ମଙ୍ଗୋଲିଆ ସାଂସଦ । 

ଦଲାଇ ଲାମାଙ୍କର ଏହି ନିଷ୍ପତ୍ତିକୁ ନେଇ ଚୀନ ଅସନ୍ତୋଷ ପ୍ରକାଶ କରିବାର ସମ୍ଭାବନା ରହିଛି। କାରଣ ତିବ୍ଦତୀୟ ଅଞ୍ଚଳକୁ ଚାଇନା ନିଜର କହିବା ସହ ସେଠାରେ ନିଜ ଇଚ୍ଛାରେ ବୌଦ୍ଧ ଧର୍ମର ଲୋକଙ୍କ ପାଇଁ ମୁଖ୍ୟ ଚୟନ କରିଥାଏ। ହେଲେ ଭାରତରେ ନିର୍ବାସିତ ଭାବେ ରହୁଥିବା ଦଲାଇ ଲାମା ନିଜ ଇଚ୍ଛାରେ ୮ ବର୍ଷର ପିଲାଟିକୁ ତୃତୀୟ ସର୍ବୋଚ୍ଚ ନେତାର ମାନ୍ୟତା ଦେଇଛନ୍ତି। ଏପରି ପଦକ୍ଷେପ ଚାଇନାକୁ ବ୍ୟଥିତ କରିପାରେ। 

Powered by Froala Editor

Tags dharmaguru

Related articles Odisha News Lens 4.1

  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ
    ଦେଶ-ଦେଶାନ୍ତର

    ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    13907
    Jul 26, 2026
  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...

    13756
    Jul 25, 2026
  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି
    ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15424
    Jul 26, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...
    ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...

    15031
    Jul 25, 2026
  • କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ...
    ରାଜନୀତି

    କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ...

    14093
    Jul 25, 2026
  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା
    ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14733
    Jul 26, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !
    ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13452
    Jul 26, 2026
  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ
    ଦେଶ-ଦେଶାନ୍ତର

    ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

    14503
    Jul 26, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...

    14809
    Jul 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15424
    Jul 26, 2026
  • ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    14809
    Jul 25, 2026
  • ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13452
    Jul 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16996
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17603
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17655
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18056
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15507
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15341
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15999
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14248
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14525
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15922
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15293
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13894
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14111
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ଜଣ ଜିଲ୍ଲା ପରିଷଦ ସଦସ୍ୟଙ୍କ ବିଜେପିରେ ଯୋଗଦାନ

    14093
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    14809
    Jul 25, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13452
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In