Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା ମୁକାବିଲା ପାଇଁ ବରିଷ୍ଠ ସଚିବଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ, କେଉଁ ସଚିବଙ୍କୁ କେଉଁ ଜିଲ୍ଲା ଦାୟିତ୍ୱ ଜାଣନ୍ତୁ

ବାତ୍ୟା ମୁକାବିଲା ପାଇଁ ବରିଷ୍ଠ ସଚିବଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ, କେଉଁ ସଚିବଙ୍କୁ କେଉଁ ଜିଲ୍ଲା ଦାୟିତ୍ୱ ଜାଣନ୍ତୁ

2021-05-24 06:23:24
13743
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା ମୁକାବିଲା ପାଇଁ ବରିଷ୍ଠ ସଚିବଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ,  କେଉଁ ସଚିବଙ୍କୁ କେଉଁ ଜିଲ୍ଲା ଦାୟିତ୍ୱ ଜାଣନ୍ତୁ

ଭୁବନେଶ୍ୱର: ବାତ୍ୟା ୟଶର ମୁକାବିଲା ପାଇଁ ବରିଷ୍ଠ ସଚିବମାନଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ।  ବାତ୍ୟା ପୂର୍ବର ପ୍ରସ୍ତୁତି ଓ ରିଲିଫ ତଦାରଖ ପାଇଁ ଦାୟିତ୍ୱ ବଣ୍ଟନ କରାଯାଇଛି ।  ତେବେ କେଉଁ ସଚିବଙ୍କୁ କେଉଁ ଜିଲ୍ଲା ଦାୟିତ୍ୱ ଦିଆଯାଇଛି ଆସନ୍ତୁ ଜାଣିବା:

୧- କେନ୍ଦ୍ରାପଡ଼ା- ହେମନ୍ତ ଶର୍ମା
୨-ଜଗତସିଂହପୁର-ଶାଶ୍ୱତ ମିଶ୍ରୟ
୩-ଭଦ୍ରକ- ଭିଭି ଯାଦବ
୪-ବାଲେଶ୍ୱର-ବିଶାଳ ଦେବ
୫- ମୟୂରଭଞ୍ଜ- ସୁରେଶ ବଶିଷ୍ଟ
ପ୍ରକାଶ ଯେ, ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି । ପୂର୍ବକେନ୍ଦ୍ରୀୟ ବଙ୍ଗୋପସଗାରରେ ବାତ୍ୟାର ରୂପ ନେଇଛି । ପାରାଦୀପ ଠାରୁ ଦକ୍ଷିଣ ଦକ୍ଷିଣ-ପୂର୍ବକୁ ୫୪୦ କିମି ଦୂରରେ ବାତ୍ୟା ‘ୟଶ’ର ଅବସ୍ଥିତି ରହିଛି । ସେହିପରି ବାଲେଶ୍ୱରରୁ ଦକ୍ଷିଣ ଦକ୍ଷିଣ-ପୂର୍ବର ୬୫୦ କିମି ଦୂରରେ ରହିଛି । ଦୀର୍ଘ ଠାରୁର ୬୩୦ ଦକ୍ଷିଣ ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ଅତି ଭୀଷଣ ବାତ୍ୟାର ରୂପ ନେବ । ୨୬ ତାରିଖ ଭୋର ସୁଦ୍ଧା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବ । ୨୬ ତାରିଖ ମଧ୍ୟାହ୍ନରେ ଅତି ଭୀଷଣ ବାତ୍ୟା ରୂପ ନେଇ ଲ୍ୟାଣ୍ଡଫଲ ହେବ । ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।
ଲ୍ୟାଣ୍ଡଫଲର ପୂର୍ବ ଓ ପର ୬ଘଣ୍ଟାରେ ବାତ୍ୟାର ଅଧିକ ପ୍ରଭାବ ପଡ଼ିବ ବୋଲି ଜଣାଯାଇଛି । ଲ୍ୟାଣ୍ଡଫଲବେଳେ ପ୍ରବଳ ପବନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିପାରେ । ପବନର ବେଗ ଯାହା ଏଥିରେ ବଡ଼ ବଡ଼ ଗଛ ଉପୁଡ଼ିପାରେ । ଆଜବେଷ୍ଟସ, କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି । ପବନରେ ବିଦୁ୍ୟତ ଖୁଣ୍ଟ ଉପୁଡ଼ିବା ସହ କ୍ଷତି ଘଟାଇବ । ଏହା ଉପକୂଳ ଅତିକ୍ରମ କରିବା ବେଳେ ପବନ ୧୫୫ରୁ ୧୬୫ କିମି ବେଗରେ ପ୍ରବାହିତ ହେବ । ବେଳେବେଳେ ପବନର ବେଗ ୧୮୫ କିମି ବି ଛୁଇଁବାର ସମ୍ଭାବନା ରହିଛି । ବାତ୍ୟାର ପ୍ରଭାବରେ ୨୫ ସଂଧ୍ୟାରୁ ଉତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହେବ । ୨୬ରେ ଉତର ଓଡ଼ିଶା ଜିଲ୍ଲାଗୁଡିକରେ ଅଧିକ ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି । ୨୪ ସଂଧ୍ୟା ପରେ ୪୦ରୁ ୫୦ କିମି ବେଗରେ ପବବ ବୋହିବ । ୨୫ରୁ ପବନର ବଗେ ବଢିବ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ । କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଇଏମଡ଼ି ନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।
ବାତ୍ୟା ଦ୍ୱାରା ମୁଖ୍ୟତଃ ୪ଟି ଜିଲ୍ଲା ଅଧିକ ପ୍ରଭାବିତ ହେବ । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

Powered by Froala Editor

Tags Cyclone

Related articles Odisha News Lens 4.1

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13432
    Apr 14, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14810
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14213
    Apr 13, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13563
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15368
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15505
    Apr 14, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14629
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15057
    Apr 13, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15287
    Apr 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15368
    Apr 13, 2026
  • ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15287
    Apr 14, 2026
  • ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13432
    Apr 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17416
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17473
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17829
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16301
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15057
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15776
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14649
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15629
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14482
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15331
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15063
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15565
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13862
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15368
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14213
    Apr 13, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15057
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In