Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ-ଆମେରିକା ତିକ୍ତତା ମଧ୍ୟରେ ମୋଦୀ ...

  • ଶାଶୁକୁ ହତ୍ୟା କଲା ଡାକ୍ତର ଜ୍ୱାଇଁ

  • ବିଳମ୍ବରେ ଭୋଜନ କଲେ ହୋଇଥାଏ ଏହି ଅସୁବିଧା

  • ଘର ସଜାଇବାକୁ ନେଇ କିଛି ବାସ୍ତୁ ଟିପ୍ପ ...

  • ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର, ...

  • ସୁନା ଉପରେ ରହିବ ନାହିଁ ଟ୍ରମ୍ପଙ୍କ ...

  • କପିଲଙ୍କ ସୁରକ୍ଷା ବଢ଼ାଇଲା ମୁମ୍ବାଇ ପୁଲିସ

  • ୩୫ ବର୍ଷ ପରେ କାଶ୍ମୀର ପଣ୍ଡିତ ମାମଲାର ...

  • ଆମେରିକା ଭାରତକୁ ନଚାଇ ପାରିବ ନାହିଁ: ...

  • ଜଷ୍ଟିସ ବର୍ମା ମାମଲା: ତଦନ୍ତ ପାଇଁ ୩ ଜଣିଆ ...

ରାଜ୍ୟ
Home ›› ରାଜ୍ୟ ›› ମେ ୧୦ରେ ଝାରସୁଗୁଡ଼ା ବିଧାନସଭା ଆସନ ଉପନିର୍ବାଚନ

ମେ ୧୦ରେ ଝାରସୁଗୁଡ଼ା ବିଧାନସଭା ଆସନ ଉପନିର୍ବାଚନ

2023-03-29 08:04:27
13546
Share:
Facebook
Twitter
E-Mail
WhatsApp
Telegram
  ମେ ୧୦ରେ ଝାରସୁଗୁଡ଼ା ବିଧାନସଭା ଆସନ ଉପନିର୍ବାଚନ

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତୁ୍ୟପରେ ଖାଲିପଡ଼ିଥିବା ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଯାଉଛି । ଆସନ୍ତା ମଇ ୧୦ରେ ଏନେଇ ଉପନିର୍ବାଚନ ହେବ । ଏନେଇ ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସୂଚନା ଦେଇଛନ୍ତି । 

 ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସୂଚନା ଅନୁଯାୟୀ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏପ୍ରିଲ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ।  ସେହିପରି ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ କରାଯିବ ।  ତେବେ ଆଗକୁ ୨୦୨୪ ନିର୍ବାଚନ ।  ୨୧ ତାରିଖରେ ପ୍ରାର୍ଥିପତ୍ର  ଯାଞ୍ଚ କରାଯିବାକୁ ଥିବାବେଳେ ୨୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିହେବ ।  ମେ ୧୦ରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ ମେ ୧୩ରେ ଭୋଟ ଗଣତି କରାଯିବା ନେଇ ଦିନ ଧାର୍ଯ୍ୟ କରାଯାଇଛି । 

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ଉପ-ନିର୍ବାଚନ ହେବ । ନବଙ୍କ ଦେହାନ୍ତ ପରେ ଝାରସୁଗୁଡା ଆସନ ଫାଙ୍କା ପଡିଛି । ତେବେ ଆଗକୁ ୨୦୨୪ ନିର୍ବାଚନ ।   ସାଧାରଣ ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ଝାରସୁଗୁଡା ଉପ-ନିର୍ବାଚନ ସବୁ ଦଳ ପାଇଁ ଅଗ୍ନିପରୀକ୍ଷା ହେବାକୁ ଯାଉଛି । ଏହାକୁ ଫାଇନାଲ ମ୍ୟାଚ କହିଲେ, ଝାରସୁଗୁଡ଼ା ଉନନିର୍ବାଚନକୁ ସେମିଫାଇନାଲ କୁହାଯାଇପାରେ । କାରଣ ଏହି ଉପନିର୍ବାଚନ ରାଜନୈତିକ ମହଲରେ ରୋଚକ ମୋଡ଼ ଆଣିପାରେ ।  ତେବେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ତପôରତା ପ୍ରକାଶ ପାଇଛି ।  

୨୦୧୯ ସାଧାରଣ ନିର୍ବାଚନ ପରେ ଓଡ଼ିଶାର ଷୋଡ଼ଶ ବିଧାନସଭା ଗଠିତ ହୋଇଥିଲା। ଏହାର କାର୍ୟ୍ୟକାଳ ଶେଷ‌ ହେବାକୁ ବର୍ଷେରୁ ଅଧିକ ସମୟ ବାକି ଥିବାରୁ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଥିଲା। ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ୬ ମାସରୁ ଅଧିକ ଧରି କୌଣସି ବିଧାନସଭା ଆସନକୁ ଖାଲି ରଖାଯାଇ ପାରିବନାହିଁ।

Powered by Froala Editor

Tags jharsuguda byelection on may 10

Related articles Odisha News Lens 4.1

  • ଘର ସଜାଇବାକୁ ନେଇ କିଛି ବାସ୍ତୁ ଟିପ୍ପ ଜାଣନ୍ତୁ .....
    ବିଶେଷ

    ଘର ସଜାଇବାକୁ ନେଇ କିଛି ବାସ୍ତୁ ଟିପ୍ପ ଜାଣନ୍ତୁ .....

    13480
    Aug 13, 2025
  • ଶାଶୁକୁ ହତ୍ୟା କଲା ଡାକ୍ତର ଜ୍ୱାଇଁ
    ଦେଶ-ଦେଶାନ୍ତର

    ଶାଶୁକୁ ହତ୍ୟା କଲା ଡାକ୍ତର ଜ୍ୱାଇଁ

    15379
    Aug 13, 2025
  • ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର, ଏସପିଙ୍କ ସିସି ଟିଭି କ୍ୟାମେରାରେ ହୋଇଛି ...
    ଦେଶ-ଦେଶାନ୍ତର

    ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର, ଏସପିଙ୍କ ସିସି ଟିଭି କ୍ୟାମେରାରେ ହୋଇଛି ...

    14244
    Aug 13, 2025
  • ଆମେରିକା ଭାରତକୁ ନଚାଇ ପାରିବ ନାହିଁ: ମାଇକେଲ ରୁବିନ
    ଦେଶ-ଦେଶାନ୍ତର

    ଆମେରିକା ଭାରତକୁ ନଚାଇ ପାରିବ ନାହିଁ: ମାଇକେଲ ରୁବିନ

    14770
    Aug 12, 2025
  • କପିଲଙ୍କ ସୁରକ୍ଷା ବଢ଼ାଇଲା ମୁମ୍ବାଇ ପୁଲିସ
    ମନୋରଞ୍ଜନ

    କପିଲଙ୍କ ସୁରକ୍ଷା ବଢ଼ାଇଲା ମୁମ୍ବାଇ ପୁଲିସ

    14398
    Aug 12, 2025
  • ସୁନା ଉପରେ ରହିବ ନାହିଁ ଟ୍ରମ୍ପଙ୍କ ଟାରିଫ୍‌, କମିଲା ଦାମ
    ଦେଶ-ଦେଶାନ୍ତର

    ସୁନା ଉପରେ ରହିବ ନାହିଁ ଟ୍ରମ୍ପଙ୍କ ଟାରିଫ୍‌, କମିଲା ଦାମ

    14004
    Aug 12, 2025
  • ୩୫ ବର୍ଷ ପରେ କାଶ୍ମୀର ପଣ୍ଡିତ ମାମଲାର ତଦନ୍ତ ଆରମ୍ଭ
    ଦେଶ-ଦେଶାନ୍ତର

    ୩୫ ବର୍ଷ ପରେ କାଶ୍ମୀର ପଣ୍ଡିତ ମାମଲାର ତଦନ୍ତ ଆରମ୍ଭ

    14636
    Aug 12, 2025
  • ଜଷ୍ଟିସ ବର୍ମା ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ଜଷ୍ଟିସ ବର୍ମା ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କଲେ ବାଚସ୍ପତି

    14609
    Aug 12, 2025
  • ଭାରତ-ଆମେରିକା ତିକ୍ତତା ମଧ୍ୟରେ ମୋଦୀ କରିବେ ଆମେରିକା ଗସ୍ତ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ତିକ୍ତତା ମଧ୍ୟରେ ମୋଦୀ କରିବେ ଆମେରିକା ଗସ୍ତ

    15498
    Aug 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜଷ୍ଟିସ ବର୍ମା ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କଲେ ବାଚସ୍ପତି

    14609
    Aug 12, 2025
  • ମନୋରଞ୍ଜନ

    କପିଲଙ୍କ ସୁରକ୍ଷା ବଢ଼ାଇଲା ମୁମ୍ବାଇ ପୁଲିସ

    14398
    Aug 12, 2025
  • ଦେଶ-ଦେଶାନ୍ତର

    ଆମେରିକା ଭାରତକୁ ନଚାଇ ପାରିବ ନାହିଁ: ମାଇକେଲ ରୁବିନ

    14770
    Aug 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16666
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16774
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17108
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15582
    Apr 03, 2021

ବିଶେଷ

  • ବିଳମ୍ବରେ ଭୋଜନ କଲେ ହୋଇଥାଏ ଏହି ଅସୁବିଧା

    15226
    Aug 13, 2025
  • ଘର ସଜାଇବାକୁ ନେଇ କିଛି ବାସ୍ତୁ ଟିପ୍ପ ଜାଣନ୍ତୁ .....

    13480
    Aug 13, 2025
  • ଗର୍ଭାବସ୍ଥାରେ ମହିଳାମାନେ କାହିଁକି କରନ୍ତି ବାନ୍ତି

    14038
    Aug 12, 2025
  • ୪୦ ପରେ ମହିଳା ଖାଆନ୍ତୁ ଏହି ଖାଦ୍ୟ, ରହିଛି ଭରପୁର ଭିଟାମିନ

    15307
    Aug 11, 2025
  • ଏମାନଙ୍କୁ ରସୁଣ ଖାଇବା ମନା

    15464
    Aug 11, 2025

ବାଣିଜ୍ୟ

ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

ମୁମ୍ବାଇ : ଭାସମଲ, ଭାରତର ଏକ ସବୁଠାରୁ ବିଶ୍ୱାସଯୋଗ୍ୟ ହେୟାର କଲର ବ୍ରାଣ୍ଡ ଦୀର୍ଘ ୬୦ ବର୍ଷରୁ ଅଧିକ ସମୟ ଧରି ଏହାର ବଂଶାନୁକ୍ରମିକତାକୁ ପ୍ରଶସ୍ଥ କରିବା ସହିତ, ଏହାର ଏଇ ନିକଟରେ ଉପସ୍ଥାପିତ ବୈଶିଷ୍ଟ୍ୟକାରୀ ବ୍ରା ...

  • ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ନିମନ୍ତେ ଶୁଭାରମ୍ଭ କଲା #ହରକଦମହରମାକେସାଥ୍ ଅଭିଯାନ

    14729
    Aug 06, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

    14537
    Aug 01, 2025
  • ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

    14271
    Jul 28, 2025
  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14738
    Jul 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କପିଲଙ୍କ ସୁରକ୍ଷା ବଢ଼ାଇଲା ମୁମ୍ବାଇ ପୁଲିସ

    14398
    Aug 12, 2025
  • ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର, ଏସପିଙ୍କ ସିସି ଟିଭି କ୍ୟାମେରାରେ ହୋଇଛି ରେକର୍ଡ

    14244
    Aug 13, 2025
  • ୩୫ ବର୍ଷ ପରେ କାଶ୍ମୀର ପଣ୍ଡିତ ମାମଲାର ତଦନ୍ତ ଆରମ୍ଭ

    14636
    Aug 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In